ଟାଇଗର ଯାହା ଚାହୁଁଥିଲେ..

ବଲିଉଡ୍‌ର ୟଙ୍ଗ ସେନସେସନ ଟାଇଗର ଶ୍ରଫ। ନିକଟରେ ତାଙ୍କ ଅଭିନୀତ ‘ବାଗୀ-୩’ ରିଲିଜ ହୋଇଛି। ଫିଲ୍ମଟିକୁ ପ୍ରାରମ୍ଭରୁ ବେଶ୍‌ ସଫଳତା ମଧ୍ୟ ମିଳିଛି। ଏହି ଫିଲ୍ମରେ ତାଙ୍କର ଆକ୍ସନ ଅବତାରକୁ ଭୁରି ଭୁରି ପ୍ରଶଂସା କରାଯାଉଛି। ଏ ସମ୍ପର୍କରେ ଟାଇଗର କହନ୍ତି, ‘ବେଳେ ବେଳେ ଏମିତି ହୁଏ ଯେ ମନଲାଖି ଭୂମିକାଟିଏ ହାତ ପାଆନ୍ତାରେ ମିଳିଯାଏ। ୟା ଭିତରେ ମୁଁ କେତୋଟି ଆକ୍ସନଭିତ୍ତିକ ଫିଲ୍ମରେ ଅଭିନୟ କରିସାରିଲିଣି। ହେଲେ ନିଜକୁ କେବଳ ଗୋଟିଏ ଭୂମିକାରେ ମୁଁ ବାନ୍ଧି ରଖିବାକୁ ଚାହେଁନା।’ ତେବେ ଟାଇଗରଙ୍କ ଏହି ଆଶା କେତେ ପୂରଣ ହେଉଛି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ରେ ଅମିତାଭ ବଚ୍ଚନଙ୍କ ଲ୍ୟାପ୍‌ଟପ୍‌

ବଲିଉଡ୍‌ ମେଗାଷ୍ଟାର ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ଇନଷ୍ଟାଗ୍ରାମ, ଟୁଇଟର୍‌ ବ୍ୟତୀତ ନିଜ ବ୍ଲଗରେ ପୋଷ୍ଟ କରୁଛନ୍ତି। ନିକଟରେ ସେ ବ୍ଲଗ ପୋଷ୍ଟ...

ଜୁଲାଇ ୧୩ରେ ପରଦାକୁ ଆସିବ ହ୍ରିତିକ୍‌ଙ୍କ ‘ସୁପର-୩୦’

ମୁମ୍ବାଇ: ବଲିଉଡ୍‌ ଅଭିନେତା ହ୍ରିତିକ୍‌ ରୋଶନଙ୍କ ଫିଲ୍ମ ‘ସୁପର-୩୦’ରିଲିଜର ବାଟ ଫିଟିଛି। ‘#Metoo’ ମାମଲାରେ ଛନ୍ଦି ହୋଇ ପଡ଼ିଥିବା ନିର୍ଦ୍ଦେଶକ ବିକାଶ ବହଲ ମୁକୁଳିବା ପରେ...

ଇଲେକ୍ଟ୍ରି ବିଲ୍‌ ଦେଖି ଚମକି ପଡ଼ିଲେ ତାପସୀ ପନ୍ନୁ

ସର୍ବଦା ଖୋଲାଖୋଲି ଭାବେ ମତ ପ୍ରକାଶ କରିବାକୁ ଭଲ ପାଉଥିବା ଅଭିନେତ୍ରୀ ତାପସୀ ପନ୍ନୁ ବଲିଉଡ୍‌ରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ପୂର୍ବରୁ...

ଚୁଜି ହେଲେଣି ଆଲିୟା

ଆଲିୟା ଭଟ୍ଟଙ୍କ ଖୁସି ଏବେ କହିଲେ ନ ସରେ। କାରଣ ତାଙ୍କର ନୂଆ ସିନେମା ‘ଗାଙ୍ଗୁବାଈ କାତଆଓ୍ବାଡି’ର ପ୍ରଥମ ଲୁକ୍‌ ରିଲିଜ ହେବା ପରେ ତାହା...

ପୁଣିଥରେ ରାମ-ଲଖନଙ୍କୁ ନେଇ ଫିଲ୍ମ ତିଆରି କରିବେ ସୁଭାଷ

ମୁମ୍ବାଇ: ଦୀର୍ଘ ୩୧ ବର୍ଷ ପରେ ପୁଣିଥରେ ରାଭ-ଲଖନ ଯୋଡିଙ୍କୁ ନେଇ ଫିଲ୍ମ ନିର୍ମାଣ କରିବାକୁ ଯାଉଛନ୍ତି ବଲିଉଡ୍‌ର ଜଣାଶୁଣା ନିର୍ଦ୍ଦେଶକ ସୁଭାଷ ଘାଇ ।...

ବୟ ଫ୍ରେଣ୍ଡଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୋନାକ୍ଷୀ!

ମୁମ୍ବାଇ: ବଲିଉଡ୍ ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା ଏବେ ତାଙ୍କ ବିବାହକୁ ନେଇ ରହୁଛନ୍ତି ଚର୍ଚ୍ଚାରେ । ‘ନୋଟବୁକ’ର ଆକ୍ଟର ଜହିର ଇକବାଲଙ୍କ ସହ ତାଙ୍କର...

ସିଦ୍ଧାର୍ଥ ଶୁକ୍ଳାଙ୍କ ମୃତ୍ୟୁ ପରେ ରାଗିକି ଏମିତି କହିଲେ କ୍ରିତି

ଲୋକପ୍ରିୟ ଅଭିନେତା ସିଦ୍ଧାର୍ଥ ଶୁକ୍ଳାଙ୍କ ଆକସ୍ମିକ ମୃତ୍ୟୁକୁ ନା ତାଙ୍କ ପରିବାର ନା ପ୍ରଶଂସକ କେହିବି ଗ୍ରହଣ କରି ପାରୁନାହାନ୍ତି। ୩ ତାରିଖ ଓଶିୱାରା ଶ୍ମଶାନରେ...

ଅରବିନ୍ଦ ତ୍ରିବେଦୀଙ୍କର ପରଲୋକ, ରାମାୟଣରେ ରାବଣ ଭୂମିକାରେ କରିଥିଲେ ଅଭିନୟ…

ନୂଆଦିଲ୍ଲୀ,୬।୧୦: ରାମାୟଣରେ ରାବଣ ଭୂମିକାରେ ଅଭିନୟ କରି ଘରେ ଘରେ ପରିଚିତି ହାସଲ କରିଥିବା ଅରବିନ୍ଦ ତ୍ରିବେଦୀଙ୍କର ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ...

Advertisement
Archives

Model This Week