Posted inଜାତୀୟ

ଟାଇଟାନିକ ଜାହାଜ କ୍ୟାପଟେନ୍‌ଙ୍କ ଭଳି ହର୍ଷବର୍ଦ୍ଧନ ଦେଉଛନ୍ତି ଆଶ୍ୱାସନା: ରାହୁଲ

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏହାକୁ ଭୟ ନ କରି ସତର୍କ ରହିବାକୁ ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ କହିଛନ୍ତି। ଲୋକଙ୍କୁ ଅଯଥା ଚିନ୍ତା ନ କରିବା ଲାଗି ସେ ପରାମର୍ଶ ଦେଇଛନ୍ତି। ତେବେ ଏସବୁ ବୁଡ଼ିବାକୁ ଯାଉଥିବା ଟାଇଟାନିକ ଜାହାଜର କ୍ୟାପଟେନ୍‌ଙ୍କ ମନ୍ତବ୍ୟ ଭଳି ମନେ ହେଉଛି ବୋଲି କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ କହିଛନ୍ତି। ଏଭଳି କହି ରାହୁଲ ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନଙ୍କୁ ଟାଗେର୍ଟ କରିଛନ୍ତି। ଟାଇଟାନିକ ଜାହାଜର କ୍ୟାପଟେନ ଯାତ୍ରୀଙ୍କ ଉଦ୍ଦେଶ୍ୟରେ କହିଥିଲେ ଯେ, ଚିନ୍ତା କରନ୍ତୁ ନାହିଁ, ଜାହାଜ ବୁଡ଼ିକ ନାହିଁ। ମାତ୍ର ଏହା ବୃଥା ସାବ୍ୟସ୍ତ ହୋଇଥିଲା। ସେହିପରି ହର୍ଷବର୍ଦ୍ଧନ ଲୋକଙ୍କୁ ମିଛରେ ଭୁଆଁ ବୁଲାଉଥିବା ରାହୁଲ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ନିଦ ଲାଗିଯାଇଥିବା ବେଳେ ହସ୍ପିଟାଲରେ ଶିଶୁ ସହ ଘଟିଲା ଏଭଳି ଘଟଣା

ମୁମ୍ବାଇ,୧୪।୬: ମୁମ୍ବାଇର ଏକ ହସ୍ପିଟାଲରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ହସ୍ପିଟାଲରେ ଜଣେ ମା’ଙ୍କୁ ନିଦ ଲାଗିଯାଇଥିବା ବେଳେ ଏହାର ସୁଯୋଗ ନେଇ ଜଣେ ଦୁର୍ବୃତ୍ତ...

ଥାପରଙ୍କ ସମେତ ୧୨ ପ୍ରଫେସରଙ୍କୁ ସିଭି ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩ା୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଆଶିଷ ଦତ୍ତ, ଖ୍ୟାତନାମା ବୈଜ୍ଞାନିକ ଆର୍‌. ରାଜାରମଣ ଏବଂ ଐତିହାସିକ ରୋମିଲା ଥାପରଙ୍କ ସମେତ ୧୨ଜଣ ପୂର୍ବତନ...

ଦିଲ୍ଲୀରୁ ଆସିଲା ଖୁସି ଖବର: ୭୩ ଦିନ ମଧ୍ୟରେ ମାଗଣାରେ ମିଳିବ କରୋନା ଟୀକା

ନୂଆଦିଲ୍ଲୀ, ୨୩।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଏହା ସରକାରଙ୍କ ପାଇଁ ଚିନ୍ତାର...

୨୪ ଘଣ୍ଟାରେ କରୋନା ସଂକ୍ରମଣରେ ୫ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୭।୪: ଦିନକୁ ଦିନ ବଢୁଛି କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୩୫୪ ନୂଆ ରୋଗୀଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ...

ଖୋଲିବ ୪୬୨ ଏକଲବ୍ୟ ସ୍କୁଲ

ରାଞ୍ଚି,୧୦ା୯(ଆଇଏଏନ୍‌ଏସ୍‌): ଦେଶର ଆଦିବାସୀ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨ ତାରିଖରେ ଏକଲବ୍ୟ ସ୍କୁଲ ଶୁଭାରମ୍ଭ କରିବେ। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ...

ଜେପିସି ତଦନ୍ତ ଦାବି

ନୂଆଦିଲ୍ଲୀ, ୧୮।୮(ପି.ଟି.): ଉତ୍ତେଜନାପୂର୍ଣ୍ଣ ଭାଷଣ ନିୟମର ଉଲ୍ଲଂଘନ କରୁଥିବା ଭାଜପା ନେତାଙ୍କ ବିରୋଧରେ ଫେସ୍‌ବୁକ୍‌ ଜାଣିଶୁଣି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଆମେରିକା ଗଣମାଧ୍ୟମରେ...

ଆମେଠି ଭଳି ରାଇବରେଲିରୁ ହଟିବ ଗାନ୍ଧୀ ପରିବାର : ସ୍ମୃତୀ ଇରାନି

ଆମେଠି,୨୬।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ପୂର୍ବତନ ଆମେଠି ଏମ୍‌ପି ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅପଶବ୍ଦ ବ୍ୟବହାର କରିଛନ୍ତି ଅଭିଯୋଗ ଆଣିଛନ୍ତି କେନ୍ଦ୍ରମନ୍ତ୍ରୀ...

ଚଳନ୍ତା ଯାତ୍ରୀବାହି ବସ୍‌ ଭିତରେ ପଶିଗଲା ୧୦୦ଫୁଟ୍‌ ଲମ୍ବ ପାଇପ

ପାଲି,୨।୧୨: ରାଜସ୍ଥାନର ପାଲି ଜିଲାର ଜୟପୁର-ଅହମଦାବାଦର ଜାତୀୟ ରାଜପଥ-୧୬୨ ନିକଟସ୍ଥ ସାଣ୍ଡେରାଓରେ ଏକ ଭୟାବହ ଦୁର୍ଘଟଣା ଘଟିଛି। ଚଳନ୍ତା ଯାତ୍ରୀବାହି ବସ୍‌ରେ ୧୦୦ଫୁଟ୍‌ ଲମ୍ବର ଏକ...

BGU
Play 250+ Trending Games
Archives

Model This Week

Why Dharitri