Posted inUncategorized

ଟାଇଫଏଡ୍‌ ଜ୍ୱରରୁ ମୁକ୍ତି ଚାହୁଁ ଥିଲେ …

ଆୟୁର୍ବେଦ ଶାସ୍ତ୍ରାନୁଯାୟୀ ଦୈନିକ ଖାଦ୍ୟପେୟ ଉପରେ ଧ୍ୟାନ ଦେଲେ ଅନେକ ରୋଗ ଲାଗି ମେଡିକାଲ ଯିବାକୁ ପଡ଼ି ନ ଥାଏ। କାରଣ ପ୍ରାଥମିକ ଅବସ୍ଥାରେ ଅନେକ ସମସ୍ୟାକୁ ରୋକାଯାଇପାରେ। ହେଲେ ସ୍ବାସ୍ଥ୍ୟଗତ ସମସ୍ୟା ସାଙ୍ଘାତିକ ରୂପ ନେଲେ ତାହାକୁ ରୋକିବା ସମ୍ଭବ ହୋଇ ନ ଥାଏ। କିସ୍‌ମିସ୍‌ ଏଭଳି ଏକ ଜିନିଷ, ଯାହାକୁ ଖାଇବା ଫଳରେ ଅନେକ ରୋଗରୁ ମୁକ୍ତି ମିଳିଥାଏ। ଜାଣନ୍ତୁ ସେ ସମ୍ପର୍କରେ…
ଟାଇଫଏଡ୍‌: ଦୀର୍ଘ ଦିନ ଧରି ଲାଗି ରହିଥିବା ଟାଇଫଏଡ୍‌ରୁ କିସ୍‌ମିସ୍‌ ମୁକ୍ତି ଦେଇଥାଏ। ରାତିରେ କ୍ଷୀରରେ ଏହାକୁ ଫୁଟାଇ ପିଇବା ଫଳରେ ଏହି ଜ୍ୱର ଭଲ ହୋଇଯାଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣରୁ ରାତିସାରା ଶୋଇପାରିବେନି ଆଫଗାନିସ୍ତାନ ଅଧିନାୟକ: ନିଜେ କଲେ ଖୁଲାସା

ଆଣ୍ଟିଗୁଆ,୨୩।୬: ଆଜି ଆଫଗାନିସ୍ତାନ ପାଇଁ ଏକ ଖାସ୍‌ ଦିନ। ୨୦୨୪ ଟି -୨୦ ବିଶ୍ୱକପରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଆଫଗାନିସ୍ତାନ ଏକ ବଡ ଓଲଟପାଲଟ କରିଥିଲା।...

ଏସ୍‌ଡିଏମ୍‌ଙ୍କୁ ଶକ୍ତ ଚାପୁଡା ମାରିଲେ ଚାଷୀ, ତଳେ ପଡିଯିବା ପରେ…ଦେଖନ୍ତୁ ଭିଡିଓ

ଲକ୍ଷ୍ନୌ,୨୩।୬: ଉତ୍ତରପ୍ରଦେଶର ଫିରୋଜାବାଦ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ଗାଁରେ ପ୍ରଶାସନ ଟିମ୍‌ ଏବଂ ଗ୍ରାମବାସୀଙ୍କ ମଧ୍ୟରେ କିଛି ବାଦବିବାଦ ଚାଲଥିଲାି। ଏହି...

ଏପିକ୍‌ ନ୍ୟୁ ସ୍ବିଫ୍ଟିର ମାସ୍‌ ଡେଲିଭରି

ଭୁବନେଶ୍ୱର,୨୨।୬ (ଅଭୟ ଦାଶ): ମାରୁତି ସୁଜୁକିର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଏପିକ୍‌ ନ୍ୟୁ ସ୍ବିଫ୍ଟି’ର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ...

ଦେଶରେ ଏସବୁ କ’ଣ ହେଉଛି? ୨ ମାସରେ୨୦୦ ଥର ବୋମା ଧମକ ମିଳିଲାଣି, ଅଭିଯୁକ୍ତଙ୍କ ଟେର୍‌ ପାଉନି ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ,୧୯।୬: ଗତ ଦୁଇ ମାସ ମଧ୍ୟରେ ପ୍ରୋକ୍ସି ଡୋମେନ ସର୍ଭର ଏବଂ ଭିପିଏନ୍‌ ଉପଯୋଗ କରି ଇମେଲ ଜରିଆରେ ବୋମା ଧମକ ପଠାଇବା ସଂଖ୍ୟା ବଢ଼ିବାରେ...

କୁକି, ମେଇତି ସମ୍ପ୍ରଦାୟ ସହ ଆଲୋଚନା କରିବ କେନ୍ଦ୍ର

ନୂଆଦିଲ୍ଲୀ,୧୮।୬: ମଣିପୁର ଜାତିଆଣ ହିଂସା ଘଟଣାକୁ ବର୍ଷେରୁ ଅଧିକ ସମୟ ବିତିଥିବାବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଅଧ୍ୟକ୍ଷତାରେ ସୋମବାର ଏହା ଉପରେ ଏକ ଉଚ୍ଚସ୍ତରୀୟ ବୈଠକ...

ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ୍‌

ଭୁବନେଶ଼୍ବର, ୧୩।୬: ନିର୍ବାଚନ ବେଳେ ବୁଥ୍‌ ଭଙ୍ଗାରୁଜାକୁ ନେଇ ଗିରଫ ହୋଇଥିବା ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ତଳକୋର୍ଟରୁ ଜାମିନ ମିଳିଛି । ପୂର୍ବରୁ ହାଇକୋର୍ଟ...

ଲାଞ୍ଜିଗଡ଼ରେ ବିଜେଡିର ପ୍ରଦୀପ ବିଜୟୀ

ଥୁଆମୂଳ ରାମପୁର,୪ା୬(ଦୁର୍ଗା କୀର୍ତ୍ତି): ଲାଞ୍ଜିଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଦୀପ କୁମାର ଦିଶାରୀ ବିଜୟୀ ହୋଇଛନ୍ତି। ପ୍ରଦୀପଙ୍କୁ ୫୯ ହଜାର ୫୭୫ ଖଣ୍ଡ ଭୋଟ...

ଧ୍ୟାନ ପାଇଁ କନ୍ୟାକୁମାରୀକୁ କାହିଁକି ବାଛିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ଏହାର ଆଧ୍ୟାତ୍ମିକ ମହତ୍ତ୍ୱ 

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନର ୭ମ ପର୍ଯ୍ୟାୟ ପ୍ରଚାର ଅଭିଯାନର ଅନ୍ତିମ ଦିନ ଅର୍ଥାତ ମେ’ ୩୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡ଼ୁର କନ୍ୟାକୁମାରୀକୁ ଆଧ୍ୟାତ୍ମିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri