ଟାଇଫଏଡ୍‌ ରୋଗୀଙ୍କ ପାଇଁ ଉପକାରୀ ଗାଜର ରସ

ଟାଇଫଏଡ୍‌ ଏକ ବିପଦଜନକ ଜ୍ୱର। ଏପରି ସ୍ଥିତିରେ କିଛି ବିଶେଷ କଥା ଉପରେ ଧ୍ୟାନ ରଖିଲେ ନା କେବଳ ଏଥିରୁ ରକ୍ଷା ପାଇ ପାରିବେ, ଏହାର ପ୍ରଭାବକୁ ମଧ୍ୟ କମେଇପାରିବେ।
ଟାଇଫଏଡ୍‌ରୁ ରକ୍ଷା ପାଇବା ପାଇଁ କିଛି ଘରୋଇ ଉପାୟ ଅନୁସରଣ କରିପାରିବେ। ତୁଳସୀ ଓ ଗୋଲମରିଚକୁ ଏକ ସମୟରେ ଖାଇଲେ ଉପଶମ ମିଳିଥାଏ। ଏହି ଜ୍ୱର ପାଇଁ ଗାଜର ରସ ମଧ୍ୟ ଉପାଦେୟ। ପ୍ରତ୍ୟେକ ଦିନ ଅଦା ଓ ସେଓର ଜୁସ୍‌ ପିଇବା ଦ୍ୱାରା ଏହାର ସଂକ୍ରମଣ କମ୍‌ ହୋଇଥାଏ। ଏକ କପ୍‌ ଗରମ ପାଣିରେ ୨-୩ ଚାମଚ ମହୁ ମିଶାଇ ପିଅନ୍ତୁ। ମହୁ ଦ୍ୱାରା ଟାଇଫଏଡ୍‌ର ବ୍ୟାକ୍ଟେରିଆ ମରିଥାନ୍ତି। ପୋଦିନା ପତ୍ର ଓ ଅଦାର ଜୁସ୍‌ ପିଇବା ଦ୍ୱାରା ଜ୍ୱର କମିଥାଏ। ପାଣିରେ ଲବଙ୍ଗକୁ ଫୁଟାଇ ସେହି ପାଣିକୁ ପ୍ରତ୍ୟେକ ଦିନ ପିଅନ୍ତୁ। ଏହା ଦ୍ୱାରା ସଂକ୍ରମଣ କମିଥାଏ। ଗାଈ କ୍ଷୀର ପିଇବା ମଧ୍ୟ ଉପକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଚିଙ୍ଗୁଡ଼ି ମଲାଇ

ଆବଶ୍ୟକ ସାମଗ୍ରୀ: ମିଡିୟମ୍‌ ସାଇଜ ଚିଙ୍ଗୁଡ଼ି ୫୦୦ ଗ୍ରାମ୍‌, ତେଜ ପତ୍ର ୨ଟି, ୨ ଖଣ୍ଡ ଡାଳଚିନି, ଲବଙ୍ଗ ୩-୪ଟି, ହଳଦୀ ୨ଟି ସ୍ପୁନ,ଗରମ ମସଲା...

ସ୍ଥଳ, ବାୟୁସେନାର ବୃଦ୍ଧି ପାଇବ ପରାକ୍ରମ: ଡିଆର୍‌ଡିଓ ନିର୍ମାଣ କରୁଛି ‘ପ୍ରନାଶ’ କ୍ଷେପଣାସ୍ତ୍ର

ନୂଆଦିଲ୍ଲୀ,୧୦।୨: ଅଗାମୀ ଦିନରେ ସ୍ଥଳସେନା ଏବଂ ବାୟୁସେନାର ପରାକ୍ରମ ବୃଦ୍ଧି ପାଇବ। ରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ(ଡିଆର୍‌ଡିଓ) ପକ୍ଷରୁ ପ୍ରହାର କ୍ଷେପଣାସ୍ତ୍ର ଶ୍ରେଣୀର ନୂଆ...

ଆସାମ-ମିଜୋରାମ ବିବାଦ: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨।୮: ଆସାମ-ମିଜୋରାମ ସୀମାରେ ଜାରି ରହିଥିବା ହିଂସା ସ୍ଥିତି ସମେତ ବିଭିନ୍ନ ପ୍ରସଙ୍ଗକୁ ନେଇ ଉତ୍ତର-ପୂର୍ବ ରାଜ୍ୟର ଭାଜପା ଏମ୍‌ପିମାନେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରଖେ ଏହି ପରିବା…

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ସହଜ ଉପାୟ ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ନିୟମିତ କଲରା ଖାଇବା ଦ୍ୱାରା ଅନେକ ଉପକାର...

ସୁସ୍ଥ ଶିଶୁ ପାଇଁ…

ଗର୍ଭାବସ୍ଥାରେ ମହିଳାମାନେ ଉତ୍ତମ ଖାଦ୍ୟପେୟ ସହିତ ସ୍ବାସ୍ଥ୍ୟର ସଠିକ୍‌ ଯତ୍ନ ନେବାର ଆବଶ୍ୟକତା ପଡ଼ିଥାଏ। ଏହି ସମୟରେ ସାମାନ୍ୟ ତ୍ରୁଟି ମା’ ଓ ଛୁଆ ଉଭୟଙ୍କୁ...

ଜେଲ୍‌ ଗଲେ ଅପୂର୍ବା

ନୂଆଦିଲ୍ଲୀ,୨୭ା୪(ପି.ଟି.): ରୋହିତ ଶେଖର ତିଓ୍ବାରୀ ହତ୍ୟା ମାମଲାରେ ଗିରଫ ସ୍ତ୍ରୀ ଅପୂର୍ବା ଶୁକ୍ଳାଙ୍କୁ ଦିଲ୍ଲୀର ଏକ ଅଦାଲତ ଶୁକ୍ରବାର ୧୪ ଦିନ ପାଇଁ ବିଚାର ବିଭାଗୀୟ...

କରୋନା କାଳରେ ସକାଳୁ ଖାଲିପେଟରେ ପିଅନ୍ତୁ ତୁଳସୀ କାଢ଼ା: ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ

ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିବା ଲୋକଙ୍କୁ କରୋନା ସଂକ୍ରମଣ ହେବାର ସମ୍ଭାବନା ଅଧିକ...

ଅଚଳ ଇଭିଏମ୍‌, ଭିଭିପାଟ୍‌ ମେଶିନର ହିସାବ ଦେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୮ା୮: ପିଟିଆଇ କେନ୍ଦ୍ରୀୟ ସୂଚନା ଆୟୋଗ (ସିଆଇସି) ମୋଟ୍‌ ଇଭିଏମ ଏବଂ ଭିଭିପାଟ୍‌ ମେଶିନ ହିସାବ ପ୍ରକାଶ କରିବାକୁ ନିର୍ଦ୍ଦେଶ ଜାରି କରିଛି। ଷ୍ଟାଣ୍ଡାର୍ଡାଇଜେଶନ, ଟେଷ୍ଟିଂ...

Advertisement
Archives

Model This Week