Posted inଖେଳ

ଟାଟା ମୁମ୍ବାଇ ମାରାଥନରେ ଧାବକଙ୍କ ମୃତ୍ୟୁ

ମୁମ୍ବାଇ,୨୦।୧- ଟାଟା ମୁମ୍ବାଇ ମାରାଥନରେ ଘଟିଛି ଅଘଟଣ। ରବିବାର ଅନୁଷ୍ଠିତ ମାରାଥନବେଳେ ଜଣେ ୬୪ ବର୍ଷୀୟ ଧାବକ ହୃଦ୍‌ଘାତରେ ପ୍ରାଣ ହରାଇଥିବା ଅଫିସିସିଆଲ କହିଛନ୍ତି। ମୃତକଙ୍କ ନାମ ଗଜାନନ ମାଲଜାଲକର। ସେ ଜଣେ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ। ତାଙ୍କ ଘର ମହାରାଷ୍ଟ୍ର ନାଲା ସୋପାରା ସହରରେ। ମାଲଜାଲକର ୧୭ତମ ଟାଟା ମୁମ୍ବାଇ ମାରାଥନରେ ଭାଗନେଇଥିଲେ। ଏଥିରେ ପ୍ରାୟ ୫୫ ହଜାର ରନର ଅଂଶଗ୍ରହଣ କରିଥିଲେ। ମାଲଜାଲକରଙ୍କ ସମେତ ୭ ଜଣ ହୃଦ୍‌ଘାତର ସମ୍ମୁଖୀନ ହୋଇଥିଲେ। ସମସ୍ତେ ଏବେ ମେଡିକାଲରେ ଭର୍ତ୍ତି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri