ଟାଟା ମ୍ୟାଜିକ୍‌କୁ ୧୭,୫୦୦ ଜରିମାନା

ଭଦ୍ରକ ଅଫିସ,୧୫।୨-ଭଦ୍ରକ ଆର୍‌ଟିଓ ପକ୍ଷରୁ ଶନିବାର ସ୍କୁଲ ପିଲାଙ୍କୁ ନେବା ଆଣିବା କରୁଥିବା ଏକ ଟାଟା ମ୍ୟାଜିକ୍‌କୁ ଜରିମାନା କରାଯାଇଛି। ସୂଚନା ଅନୁଯାୟୀ, ଟାଟା ମ୍ୟାଜିକ୍‌ (ନଂ ଓଆର୍‌ ୨୨ ଇ ୪୦୬୫) ସ୍କୁଲ ପିଲାଙ୍କୁ ନେଇ ଇଚ୍ଛାପୁରସ୍ଥିତ ଏକ ବେସରକାରୀ ଇଂଲିଶ ମିଡିୟମ୍‌ ସ୍କୁଲକୁ ଯାଉଥିଲା। ଏହି ସମୟରେ ଆର୍‌ଟିଓ କର୍ମଚାରୀ ଓ ଗ୍ରାମାଞ୍ଚଳ ଥାନା ପୋଲିସ ମିଳିତ ଭାବେ ଚଢ଼ାଉ କରି ଗାଡ଼ିକୁ ଅଟକାଇଥିଲେ। ପ୍ରଥମେ ସ୍କୁଲ ସମ୍ମୁଖରେ ପିଲାଙ୍କୁ ଓହ୍ଲାଇ ଦେଇଥିଲେ। ପରେ ଗାଡ଼ିର ସମସ୍ତ କାଗଜପତ୍ର ଯାଞ୍ଚ କରି ୧୭,୫୦୦ ଟଙ୍କା ଜରିମାନା କରିଥିଲେ। ଯାଞ୍ଚ ସମୟରେ ଇନ୍ସ୍ୟୁରାନ୍ସ, ଉପଯୁକ୍ତ ପର୍‌ମିଟ୍‌, ସ୍କୁଲ ପିଲାଙ୍କୁ ନେବାର ଉପଯୁକ୍ତ ନିରାପଦ ବ୍ୟବସ୍ଥା ନ ଥିବା ସହିତ ଅନ୍ୟ କାଗଜପତ୍ର ମଧ୍ୟ ନ ଥିବା ଜଣାପଡ଼ିଥିଲା। ଆର୍‌ଟିଓ ପକ୍ଷରୁ ଜରିମାନା କଟାଯାଇ ଉକ୍ତ ଗାଡ଼ିକୁ ଗ୍ରାମାଞ୍ଚଳ ଥାନାକୁ ହସ୍ତାନ୍ତର କରାଯାଇଥିଲା। ପର୍‌ମିଟ ନ ଥିବାରୁ ୧୦ ହଜାର, ଫିଟ୍‌ନେସ୍‌ ନ ଥିବା ପାଇଁ ୫ ହଜାର, ଇନ୍ସ୍ୟୁରାନ୍ସ ପାଇଁ ୨ ହଜାର ଓ ଅନ୍ୟାନ୍ୟ ବାବଦକୁ ୫ ଶହ ଟଙ୍କା ଫାଇନ୍‌ ଲଗାଯାଇଥିବା ଟ୍ରାନ୍ସପୋର୍ଟ ଇନ୍ସପେକ୍ଟର ଧନେଶ୍ୱର ନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri