ଟାଟା ହାଟରେ ସାମାଜିକ ଦୂରତାକୁ ମାନୁନାହାନ୍ତି ଲୋକେ

କାଳିଆପାଣି,୪।୪: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି ଅଞ୍ଚଳରେ ଏକମାତ୍ର ଟାଟା ହାଟରେ ସାମାଜିକ ଦୂରତାକୁ ମାନୁନାହାନ୍ତି ଲୋକେ। ଯାଜପୁରରେ ପ୍ରଥମ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଦେଇଛି। ଏହକ୍ରମରେ ଶନିବାର ଉକ୍ତ ଅଞ୍ଚଳର ଟାଟା ହାଟରେ ପୋଲିସ ଡାକବାଜି ଯନ୍ତ୍ର ସାହାଯ୍ୟରେ ସତର୍କ କରାଉଥିଲେ ମଧ୍ୟ ଲୋକମାନେ ଏହାକୁ ଖାତିର କରୁନାହାନ୍ତି। ଲୋକମାନେ ପରିବା କିଣିବା ସମୟରେ ସାମାଜିକ ଦୂରତା ରକ୍ଷା ନ କରି ଗୋଟିଏ ସ୍ଥାନରେ ଏକତ୍ରିତ ହେଉଥିବା ଦେଖିବାକୁ ମିଳିଛି। ଯାହା ଏବେ ପୋଲିସର ମୁଣ୍ଡବ୍ୟଥାର କାରଣ ପାଲଟିଛି। ତେବେ ଲୋକଙ୍କ ଅବହେଳା ଯୋଗୁ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମଣ ବ୍ୟାପିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ବାହାରିବା ମାତ୍ରେ ଧାନ କିଣ: ୨୪ ଘଣ୍ଟା ମଧ୍ୟରେ ଆକାଉଣ୍ଟ କୁ ଯିବ ଟଙ୍କା

ଛତ୍ରପୁର,୧୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଧାନସଂଗ୍ରହ ପ୍ରକ୍ରିୟା ଚାଲିଛି । ଏହି କାର୍ଯ୍ୟର ସଠିକ୍‌ ପରିଚାଳନା ଦିଗରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜୁମ୍‌ ଭିସି...

‘ଇଣ୍ଡିଆ ଟୁଡେ’ କଭର ଷ୍ଟୋରିରେ ଚନ୍ଦ୍ରାଣୀ

ଭୁବନେଶ୍ୱର, ୩ା୬ (ବ୍ୟୁରୋ) : କେନ୍ଦୁଝର ଲୋକ ସଭା ଆସନରୁ ବିଜୟୀ ହୋଇଥିବା ବିଜେଡିର ଚନ୍ଦ୍ରାଣୀ ମୁର୍ମୁ ଜାତୀୟସ୍ତରୀୟ ପତ୍ରିକା ‘ଇଣ୍ଡିଆ ଟୁଡେ’ର ପ୍ରଚ୍ଛଦପଟ ଷ୍ଟୋରିରେ...

ପରିଶ୍ରମ ପୋର୍ଟାଲରେ ସ୍ବୟଂଚାଳିତ ହେବ ୫୨ ସେବା

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ପରିଶ୍ରମ ପୋର୍ଟାଲର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗତ ୧୭...

କୁମ୍ଭୀର ଗଣନା: ୨ରୁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୯।୧୨(ଡି.ଏନ.ଏ.): ବଉଳା କୁମ୍ଭୀରଙ୍କ ଗଣନା ପାଇଁ ଜାନୁୟାରୀ ୨ରୁ ୧୧ ତାରିଖ ୧୦ଦିନ ଧରି ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ...

ଋଣ ଚିନ୍ତାରେ ବିଷ ପିଇଲେ ଚାଷୀ

ଜଳେଶ୍ୱର, ୧୬।୧୧(ଡି.ଏନ.ଏ.): ଚକଡ଼ା ପୋକ ଲାଗି ଚାଷ ଉଜୁଡ଼ିଯିବାରୁ ଜଣେ ଚାଷୀ ଋଣ ଶୁଝିବା ଚିନ୍ତାରେ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଘଟଣା...

ଆସନ୍ତାକାଲି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୮(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟର ବନ୍ୟାଞ୍ଚଳ ପରିଦର୍ଶନ କରିବେ। ଏହାପରେ ବରିଷ୍ଠ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ଏ ନେଇ ରବିବାର...

ଖବରଦାତାଙ୍କ ରିପୋର୍ଟ ଆସିଲା ପଜିଟିଭ

ବେଙ୍ଗାଲୁରୁ,୨୫।୪: କର୍ନାଟକ ମେଡିକାଲ ଶିକ୍ଷାମନ୍ତ୍ରୀ ଡାକ୍ତର କେ. ସୁଧାକର ଶନିବାର ସୂଚନା ଦେଇ କହିଛନ୍ତି, ବେଙ୍ଗାଲୁରୁ ସହରାଞ୍ଚଳର ଜଣେ ଖବରଦାତା କରୋନାରେ ସଂକ୍ରମିତ ହୋଇଛନ୍ତି। ୨୪...

ସ୍କୁଲ ବ୍ୟାଗ୍‌ ଓଜନ ଯାଞ୍ଚ ପାଇଁ ସ୍କ୍ବାଡ ଗଠନ ହେଲା

କେନ୍ଦୁଝର, ୧୩ା୯(ସ୍ବ.ପ୍ର.)-ଛୋଟ ପିଲାଙ୍କ ବସ୍ତାନୀ ବୋଝ ହାଲୁକା କରିବା ପାଇଁ ହାଇକୋର୍ଟ ଜାରି କରିଥିବା ନିର୍ଦ୍ଦେଶାବଳୀକୁ କଡାକଡି ଲାଗୁ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା...

Advertisement
Archives

Model This Week