ଟିଆର୍‌ପିରେ ଇତିହାସ ରଚିଲା ରାମାୟଣ

ନୂଆଦିଲ୍ଲୀ,୨।୫: କରୋନା ସଂକ୍ରମଣ ଯୋଗୁ ସାରା ଦେଶରେ ଜାରି ରହିଛି ଲକ୍‌ଡାଉନ। ଏହି ସମୟରେ ଘରେ ବସି ରହିଥିବା ଲୋକଙ୍କ ମନୋରଞ୍ଜନ ପାଇଁ ଦୂରଦର୍ଶନରେ ପ୍ରସାରିତ ହେଉଛି ଧାରାବାହିକ ରାମାୟଣ। ୩ ଦଶକ ପୂର୍ବରୁ ରାମାନନ୍ଦ ସାଗରଙ୍କ ଦ୍ୱାରା ପ୍ରସ୍ତୁତ ଏହି ରାମାୟଣ ଧାରାବାହିକ ଏବେବି ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେଇଛି। ଟିଆର୍‌ପି ଦୌଡରେ ନିଜର ରେକର୍ଡ ଭାଙ୍ଗିଛି ରାମାୟଣ। କେବଳ ସେତିକି ନୁହେଁ ଏହା ବିଶ୍ୱ ରେକର୍ଡ ମଧ୍ୟ କରିଛି। ଧାରାବହିକ ‘ରାମାୟଣ’କୁ ଏପ୍ରିଲ ୧୬ରେ ପାଖାପାଖି ୭.୭ କୋଟି ଦର୍ଶକ ଦେଖିଥିବା ଜଣାପଡିଛି। ଯାହା ବିଶ୍ୱର ଅନ୍ୟ ସମସ୍ତ ଶୋ’ଠାରୁ ସର୍ବାଧିକ। ସବୁଠାରୁ ବଡକଥା ହେଲା ଟିଆର୍‌ପିରେ ହଲିଉଡ୍‌ର ସବୁଠାରୁ ଲୋକପ୍ରିୟ ଶୋ’ ‘ଗେମ ଅଫ୍‌ ଥ୍ରୋନ୍ସ’କୁ ବି ପଛରେ ପକାଇ ଦେଇଛି ‘ରାମାୟଣ’।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରୁ ମୁକୁଳିଲେ ଇନ୍ଦ୍ରାଣୀ

ମୁମ୍ବାଇ,୨୦।୫: ବହୁ ଚର୍ଚ୍ଚିତ ଶିନା ବୋରା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଇନ୍ଦ୍ରାଣୀ ମୁର୍ଖାଜୀ ଶୁକ୍ରବାର ଜେଲ୍‌ରୁ ମୁକୁଳିଛନ୍ତି। ଦୀର୍ଘ ୬ବର୍ଷରୁ ଅଧିକ ଦିନ ପରେ ଶୁକ୍ରବାର...

ବାତ୍ୟା ବାୟୁର ପ୍ରଭାବ: ସୋମନାଥ ମନ୍ଦିରର ୧୧୫ ଫୁଟ ଉଚ୍ଚ ଶିଖରକୁ ଛୁଇଁଲା ଅଶାନ୍ତ ଜୁଆର

ଅହମ୍ମଦାବାଦ୍‌, ୧୩।୬: ବାତ୍ୟା ବାୟୁ ଗୁଜରାଟ ଉପକୂଳ ସୌରାଷ୍ଟ୍ରରେ ତାଣ୍ଡବ ରଚିଛି। ବାୟୁର ପ୍ରଭାବରେ ଏଠାରେ ସମୁଦ୍ର ଅଶାନ୍ତ ହୋଇ ଉଠିଛି। ଫଳରେ ଜୁଆର ସ୍ଥାନୀୟ...

ମୌସୁମୀକୁ ସକ୍ରିୟ କରୁଛି ବିଶ୍ୱ ତାପନ

ନୂଆଦିଲ୍ଲୀ, ୧୫।୪(ପି.ଟି.): ଜଳବାୟୁ ପରିବର୍ତ୍ତନ ଭାରତରେ ମୌସୁମୀକୁ ଅଧିକ ସକ୍ରିୟ କରିବା ସହ ବର୍ଷାରେ ଅନିୟମିତତା ଦେଖାଦେବ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ଦେଶର ୧୩୦...

ବିରୋଧୀଙ୍କୁ ମୋଦିଙ୍କ ଜବାବ

ପ୍ରୟାଗରାଜ,୨୧ ।୧୨: ଗୋଟିଏ ପଟେ ଝିଅଙ୍କ ବିବାହ ବୟସ ସୀମା ବଢାଇବାକୁ ନେଇ ସଂସଦରେ ଚର୍ଚ୍ଚା ହେଉଥିବା ବେଳେ ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରୟାଗରାଜରେ...

ଏଭଳି ନେତା ଯାହାଙ୍କୁ ଦେଖି ଥରୁ ଥିଲା କଂଗ୍ରେସ

ହାଇଦ୍ରାବାଦ୍‌,୨୨।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ. ଏସ୍‌. ଜଗନ ମୋହନ ରେଡ୍ଡୀ ସୋମବାର ୪୮ ବର୍ଷରେ ପାଦ ଦେଇଛନ୍ତି। ୟୁବାଜନ ଶ୍ରମିକ ରିଥୁ କଂଗ୍ରେସ ପାର୍ଟି (YSRCP)ର...

ଭଉଣୀଙ୍କ ଜନ୍ମଦିନ ପାର୍ଟିରେ ରୋମାଣ୍ଟିକ୍‌ ହେଲେ ମଲାଇକା-ଅର୍ଜୁନ: ଫଟୋ ଭାଇରାଲ ପରେ…

ବମ୍ବେ: କଥା ଦାଣ୍ଡରେ ପଡ଼ି ହାଟରେ ଗଡିଲାଣି। ଖାଲି ବିବାହକୁ ଅପେକ୍ଷା। ଆମେ କହୁଛୁ ମଲାଇକା ଅରୋରାଙ୍କ କଥା। ସ୍ବାମୀ ଅରବାଜ୍‌ ଖାନ୍‌ଙ୍କୁ ଛାଡ଼ପତ୍ର ଦେବା...

ଭୂକମ୍ପରେ ଥରିଲା ଉତ୍ତରାଖଣ୍ଡ

ଡେରାଡୁନ,୧୩।୧୨: ଉତ୍ତରାଖଣ୍ଡର ଚମୋଲି ଜିଲାରେ ଶୁକ୍ରବାର ସନ୍ଧ୍ୟାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୪ ରହିଛି। ଏହାର କେନ୍ଦ୍ରସ୍ଥଳ ଚମୋଲିର...

 ସିଡିଏସ୍‌ ବିପିନ ରାଓ୍ବତଙ୍କ ନାମରେ ହେବ ମେନ୍‌ପୁରୀ ସୈନିକ ସ୍କୁଲର ନାମ

ଲକ୍ଷ୍ନୌ,୬।୧: ତାମିଲନାଡୁର କୁନ୍ନୁର ନିକଟରେ ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ପ୍ରତିରକ୍ଷା ଅଧ୍ୟକ୍ଷ(ସିଡିଏସ୍‌) ବିପିନ ରାୱତଙ୍କର ମୃତ୍ୟୁ ଘଟିଥିଲା। କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଥିଲା,...

Advertisement
Archives

Model This Week