Posted inଜାତୀୟ

ଟିଏମ୍‌ସିକୁ ପୁଣି ଲାଗିଲା ଧକ୍କା ୧୨ କାଉନ୍‌ସିଲରଙ୍କ ସହ ଜଣେ ବିଧାୟକ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧୭।୬: ପଶ୍ଚିମବଙ୍ଗରେ ଗତ ଲୋକ ସଭା ନିର୍ବାଚନ ବେଳରୁ ଭାଜପା ଓ ତ୍ରୁଣ ମୂଳ କଂଗ୍ରେସ(ଟିଏମ୍‌ସି) ମଧ୍ୟରେ ତୁତୁମେମେ ଲାଗି ରହିଛି। ଇତି ମଧ୍ୟରେ କେତେଜଣ ଟିଏମ୍‌ସି ନେତା ପୂର୍ବରୁ ଭାଜପାରେ ମିଶିଥିବା ବେଳେ ସୋମବାର ଆହୁରି ୧୨ ଜଣ କାଉନସିଲର ଓ ଜଣେ ବିଧାୟକ ଭାଜପା ହାତ ଧରିଛନ୍ତି। ଫଳରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏହା ଶକ୍ତ ଧକ୍କା ଲାଗିଛି ବୋଲି କୁହାଯାଉଛି। ଏମାନଙ୍କ ମଧ୍ୟରେ ଥିବା ନୌପଡା ବିଧାୟକ ସୁନିଲ ସିଂ ଓ ଅନ୍ୟମାନେ ଭାଜପା ନେତା ବିଜୟ ଭର୍ଜିୟା ଓ ମୁକୁଲ ରାୟଙ୍କ ଉପସ୍ଥିତିରେ ଭାଜପାରେ ମିଶିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ଇଣ୍ଡିଆର ଦାୟିତ୍ୱ ସମ୍ଭାଳିବେ ଏନ୍‌ ଚନ୍ଦ୍ରଶେଖରନ୍‌

ନୂଆଦିଲ୍ଲୀ,୧୪।୩: ଟାଟା ସନ୍ସର ଅଧ୍ୟକ୍ଷ ଏନ୍‌ ଚନ୍ଦ୍ରଶେଖରନ୍‌ଙ୍କୁ ଏୟାର ଇଣ୍ଡିଆର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସୋମବାର ବେସାମରିକ ବିମାନ ଚଳାଚଳର ନିର୍ଦ୍ଦେଶକ ଏହି ସୂଚନା...

ଟାର୍ଗେଟ କିଲିଂ ବିରୋଧରେ ସୁରକ୍ଷାକର୍ମୀଙ୍କ ବହୁସ୍ତରୀୟ ରଣନୀତି…

ଶ୍ରୀନଗର,୧୯।୧୦: ଜମ୍ମୁ-କଶ୍ମୀରରେ ଜାରି ରହିଥିବା ଟାର୍ଗେଟ କିଲିଂ ବିରୋଧରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ବହୁସ୍ତରୀୟ ରଣନୀତି ପ୍ରସ୍ତୁତ କରାଯାଇଛି। ଖୋଜି ଖୋଜି ଆତଙ୍କବାଦୀଙ୍କୁ ବାହାର କରିବାକୁ...

ଡାକ୍ତରଖାନାରେ ଭର୍ତ୍ତି ହେବାର ୭ରୁ ୧୨ ଘଣ୍ଟା ମଧ୍ୟରେ ୨୦ ପ୍ରତିଶତ ରୋଗୀଙ୍କ ହେଉଛି ମୃତ୍ୟୁ

ନୂଆଦିଲ୍ଲୀ,୨୩।୪: ଦେଶରେ କରୋନା ସଂକ୍ରମଣର ଅବସ୍ଥା ଏକ ଭୟଙ୍କର ରୂପ ନେଉଛି। ପ୍ରତିଦିନ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଡାକ୍ତରଖାନା ଗୁଡ଼ିକରେ ଏବେ...

ଓଓ୍ବାଇସିଙ୍କୁ ନିମନ୍ତ୍ରଣ, ଆଡଭାନୀଙ୍କୁ ଉପେକ୍ଷା

ଅଯୋଧ୍ୟା/ନୂଆଦିଲ୍ଲୀ,୩ା୮: ଯଦି ଅଯୋଧ୍ୟାର ଆରାଧ୍ୟ ଦେବତା ରାମ ତେବେ ଏହାର ରାଜନୈତିକ ଭଗବାନ ଲାଲ କୃଷ୍ଣ ଆଡଭାନୀ ବୋଲି କୁହାଯାଏ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ...

ବିଧାନପରିଷଦରେ କାନ୍ଦିଲେ ମନ୍ତ୍ରୀ

ଲକ୍ଷ୍ନୌ,୨୭।୫: ୟୁପି ବିଧାନସଭାର ବଜେଟ ଅଧିବେଶନ ଚାଲିଛି। ଏହି ବଜେଟ ଅଧିବେଶନରେ ଏକ ଚର୍ଚ୍ଚିତ ଘଟଣା ଘଟିଛି। ବିଧାନ ପରିଷଦରେ ଯୋଗୀ ସରକାରରେ ମତ୍ସ୍ୟ ବିଭାଗର...

ମାହୁନ୍ତ ବିବାଦରୁ ହାତୀକୁ ବିଷ ଦେଇ ମାରିଦେଲେ

ବେଗୁସରାଇ,୧୧ା୧୧(ପି.ଟି.): ମାହୁନ୍ତ ବିବାଦକୁ ନେଇ ବିହାରର ବେଗୁସରାଇ ଜିଲାରେ ଗୋଟିଏ ହାତୀକୁ ବିଷ ଦେଇ ମାରିଦିଆଯାଇଥିବା ପୋଲିସ କହିଛି। ହାତୀର ପୂର୍ବତନ ମାହୁନ୍ତ ମହମ୍ମଦ ଗୟାସ,...

ଅନନ୍ତନାଗରେ ଆଇଏସ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୬।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଅଲ୍‌ଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ) ଆତଙ୍କବାଦୀଙ୍କ...

ଟ୍ରେନ୍‌ରୁ ମିଳିଲା ଟଙ୍କା ଭର୍ତ୍ତି ବ୍ୟାଗ୍‌

କାନପୁର,୧୭।୨: ଉତ୍ତରପ୍ରଦେଶ କାନପୁରରେ ଟ୍ରେନ୍‌ରୁ ଟଙ୍କା ଭର୍ତ୍ତି ଲାଲ ରଙ୍ଗର ଟ୍ରଲି ବ୍ୟାଗ୍‌ ରେଲଓ୍ବେ ପୋଲିସ ଉଦ୍ଧାର କରିଛି। ସ୍ବତନ୍ତ୍ର ସଂଗ୍ରାମ ସେନାନୀ ସ୍ପେଶାଲ ଟ୍ରେନ୍‌ରୁ...

Advertisement
Archives

Model This Week