Posted inଜାତୀୟ

ଟିଏମ୍‌ସି ଛାଡି ଭାଜପାରେ ଯୋଗଦେଲେ ୩ ବିଧାୟକ ୫୦ କାଉନସିଲର୍‌

ନୂଆଦିଲ୍ଲୀ,୨୮।୫: : ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ପୁଣି ଥରେ ଲାଗିଛି ଝଟକା। ମଙ୍ଗଳବାର ତ୍ରୁଣମୂଳ କଂଗ୍ରେସର ୩ ବିଧାୟକ ଓ ୫୦ କାଉନସିଲର ଦଳ ଛାଡି ଦିଲ୍ଲୀ ପହଞ୍ଚିଛନ୍ତି। ଏମାନେ ସମସ୍ତେ ଭାଜପାରେ ସାମିଲ ହେବା ପାଇଁ ଦିଲ୍ଲୀସ୍ଥିତ ଭାଜପା କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏହାପରେ ପୁଣିଥରେ ଭାଜପା ଓ ଟିଏମ୍‌ସି ମଧ୍ୟରେ ତୁତୁମେମେ ବଢିପାରେ ବୋଲି କୁହାଯାଉଛି। ଭାଜପାରେ ଯୋଗ ଦେଇଥିବା ନେତାମାନଙ୍କ ମଧ୍ୟରେ ରହିଛନ୍ତି ଭାଜପା ବରିଷ୍ଠ ନେତା ମୁକୁଲ ରାୟଙ୍କ ପୁଅ ଶୁଭ୍ରାଂଶୁ ରାୟ। ସେ ପିତାଙ୍କ ସହ ଯାଇ ଭାଜପାରେ ମିଶିଛନ୍ତି। ଆଗକୁ ମଧ୍ୟ ଭାଜପାରେ ଆହୁରି କତେଜଣ ଟିଏମ୍‌ସି ନେତା ମିଶି ପାରନ୍ତି ବୋଲି କୋଲକତାର ଭାଜପା ମୁଖ୍ୟ ପ୍ରକାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତ ହେଲେ ରାଜୀବ କୁମାର ,୧୫ରେ ନେବେ ଦାୟିତ୍ୱ

ନୂଆଦିଲ୍ଲୀ,୧୨।୫: ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର ହେଲେ ରାଜୀବ କୁମାର। ସେ ମେ’୧୫ରେ ଦାୟିତ୍ୱ ଗ୍ରହଣ କରିବେ। ତେବେ ବର୍ତ୍ତମାନର ନିର୍ବାଚନ କମିଶନର ସୁଶୀଲ...

ପ୍ରଧାନମନ୍ତ୍ରୀ କେତେବେଳେ କେଉଁ ରାସ୍ତାରେ ଯିବେ, ତାହାର ସୂଚନା ଦେଲା କିଏ

ଚଣ୍ଡିଗଡ଼,୫।୧: ସୁରକ୍ଷା ବ୍ୟବସ୍ଥାରେ ବଡ଼ ଧରଣର ଢ଼ିଲା କାରଣରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବର ଫିରୋଜପୁର ରାଲିକୁ ବାତିଲ କରି ଦିଆଯାଇଛି। ଏହି ଘଟଣାକୁ କେନ୍ଦ୍ର...

କଶ୍ମୀର ଗସ୍ତରେ ୨୪ ଦେଶର ପ୍ରତିନିଧି

ଶ୍ରୀନଗର,୧୭।୨: ଜମ୍ମୁ-କଶ୍ମୀରରୁ ୨୦୧୯ ଅଗଷ୍ଟ ୫ରେ ଅନୁଚ୍ଛେଦ ୩୭୦ ହଟିବା ପରେ ଚତୁର୍ଥ ଥର ପାଇଁ ବିଦେଶୀ ପ୍ରତିନିଧି ଦଳ ଏଠାରେ ପହଞ୍ଚିଛନ୍ତି। ଦଳରେ ୨୪ଟି...

୧୦୦ କୋଟିର ମାନହାନି ମାମଲା ଦାଏର କରିବାକୁ ସିରମ୍‌ ଇନଷ୍ଟିଚ୍ୟୁଟ୍‌ର ଚେତାବନୀ

ନୂଆଦିଲ୍ଲୀ,୩୦।୧୧: ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ୧୦୦ କୋଟି ଟଙ୍କାର ମାନହାନି ମାମଲା ଦାଏର କରିବାକୁ ଚେତାବନୀ ଦିଆଯାଇଛି। ତୃତୀୟ ପର୍ଯ୍ୟାୟରେ କରୋନା ପ୍ରତିଷେଧକ ଟିକା ଦିଆ...

ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ବିକ୍ରି ଉପରେ କଟକଣା

ନୂଆଦିଲ୍ଲୀ,୨୮ା୩(ପି.ଟି.): ମହାମାରୀ କୋଭିଡ୍‌-୧୯ ଜନିତ ଜରୁରୀ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ବିକ୍ରି ଓ ବଣ୍ଟନ ଉପରେ କଟକଣା ଜାରି କରିଛି। ଜନସ୍ବାର୍ଥ...

ବର ସହ ନିକାହ କରିବାକୁ ମନା କରିବା ପରେ ଥାନାରେ ଧରିଲେ ପ୍ରେମିକଙ୍କ ହାତ

ଲକ୍ଷ୍ନୌ,୨୩।୩: ପରିବାରର ଲୋକଙ୍କ ଚାପରେ ବିବାହ କରୁଥିବା ଜଣେ ମୁସଲିମ ଯୁବତୀ ଅନ୍ତିମ ମିନିଟ୍‌ରେ ପୋଲିସକୁ ଡକାଇ ନିକାହ କାର୍ଯ୍ୟକ୍ରମକୁ ବାତିଲ କରିଥିଲେ। ତା’ ପରେ...

ବଢୁଛି ଡେଲ୍ଟା ପ୍ଲସ ଭାରିଏଣ୍ଟ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨ ।୭: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଥରହର କରୁଥିବା ବେଳେ ଦିନକୁ ଦିନ ଏହାର ନୂଆ ଭାରିଏଣ୍ଟ ବିଶ୍ୱବାସୀଙ୍କ ନିଦ ହଜାଇ ସାରିଲାଣି...

ଦିଲ୍ଲୀରେ ଶେଷ ହେଲା ଅକ୍ସିଜେନ ସମସ୍ୟା

ନୂଆଦିଲ୍ଲୀ, ୭ା୫ : ଦିଲ୍ଲୀରେ ଅକ୍ସିଜେନ ଅଭାବ ଶେଷ ହୋଇଥିବା ଶୁକ୍ରବାର ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ପୂରା ସହରକୁ ୩ ମାସ ମଧ୍ୟରେ...

Advertisement
Archives

Model This Week