ବନ୍ତ,୮ା୪(ଡି.ଏନ୍.ଏ.)-ଭଦ୍ରକ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ ବନ୍ତ ବ୍ଲକ ପରିଦର୍ଶନରେ ଆସି ଗୋବିନ୍ଦପୁର, ଷେଣ୍ଢତୀରା, ପଧାନପଡା, ରାମପୁର ଆଦି ପଞ୍ଚାୟତରେ ଟିଏମ୍ସି(ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର) ବୁଲି ଦେଖିଥିଲେ। ଉକ୍ତ କେନ୍ଦ୍ରରେ ଅଧିକ ଶଯ୍ୟା ବୃଦ୍ଧି କରିବା ପାଇଁ ପରାମର୍ଶ ଦେଇଥିଲେ। ଏଥିସହ ପଧାନପଡା ପଞ୍ଚାୟତରେ ଦୁବାଇରୁ ଫେରିଥିବା ବ୍ୟକ୍ତିଙ୍କ ଯାତ୍ରା ଇତିହାସ ପଚାରି ବୁଝିବା ସହ ରାମପୁର ପଞ୍ଚାୟତ ଅଳଉତି ଗ୍ରାମର ଅଗ୍ନିବିପନ୍ନ ପରିବାରଙ୍କୁ ଭେଟିଥିଲେ। ତାଙ୍କ ସହ ତହସିଲଦାର ଇନ୍ଦିରା ସାହୁ, ବିଡିଓ ରେବେକା ବିଲୁଙ୍ଗ ଓ ୪ ପଞ୍ଚାୟତର ସରପଞ୍ଚ ଉପସ୍ଥିତ ଥିଲେ ା
Posted inଆମ ଜିଲା ଖବର, ଭଦ୍ରକ View All
ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…
ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…
ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍ପି
ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…
କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍ ଭାବେ…
କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…
ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…
ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ
ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…
ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ
ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି…
ଜାରକା ପୋଲିସ ବିଟ୍ ହାଉସ୍ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ
ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍ ହାଉସ୍ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ…
୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ
ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…
Archives

