Posted inଜାତୀୟ

ଟିଏମ୍‌ସି ହିଂସା ପରିସ୍ଥିତି ସୃଷ୍ଟି ନ କରିଥିଲେ ଭାଜପା ୩୦ରୁ ଊର୍ଦ୍ଧ୍ୱ ଆସନରେ ଜିତିଥାଆନ୍ତା: ରୂପା ଗାଙ୍ଗୁଲି

କୋଲକାତା,୨୩।୫: ପଶ୍ଚିମବଙ୍ଗେରେ ତ୍ରୁଣମୂଳ କଂଗ୍ରେସ ଯଦି ସପ୍ତମ ପର୍ଯ୍ୟାୟ ନିର୍ବାଚନରେ ହିଂସା ପରିସ୍ଥିତି ସୃଷ୍ଟି କରି ନ ଥାଆନ୍ତା ତେବେ ଭାଜପା ୩୦ରୁ ଊର୍ଦ୍ଧ୍ୱ ଆସନରେ ବିଜୟ ଲାଭ କରିଥାଆନ୍ତା ବୋଲି ଭାଜପା ନେତ୍ରୀ ରୂପା ଗାଙ୍ଗୁଲି କହିଛନ୍ତି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପରାଜୟକୁ ଭୟ କରି ଏପରି ପରିସ୍ଥିତି ସୃଷ୍ଟି କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଅପହରଣ କଲେ ପାକିସ୍ତାନୀ ତଟରକ୍ଷୀ…

ଗାନ୍ଧୀନଗର,୭।୧୧: ଜମ୍ମୁ-କଶ୍ମୀରର ଏଲ୍‌ଓସି ପରେ ଏବେ ପାକିସ୍ତାନ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରତ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଷଡ଼ଯନ୍ତ୍ର ରଚିଛି। ରବିବାର ପାକିସ୍ତାନୀ ତଟରକ୍ଷୀ...

କବାଟ ନବ୍‌-ମୋବାଇଲ୍‌-ଲାପଟପ୍‌ ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ !

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାର ସଂକ୍ରମଣ ନେଇ ବିଭିନ୍ନ ସମୟରେ ବହୁ ଗୁଜବ ମଧ୍ୟ ଶୁଣିବାକୁ ମିଳୁଛି। ତେବେ...

ଯୋଗୀ ସରକାରଙ୍କ ସତ୍ୟପାଠ: ରାତ୍ରରେ ସଂସ୍କାର ନ କରିଥିଲେ ସକାଳେ ଥିଲା ଦଙ୍ଗାର ଆଶଙ୍କା

ନୂଆଦିଲ୍ଲୀ, ୬।୧୦: ଉତ୍ତରପ୍ରଦେଶ ହାଥରସ୍‌ରେ ହୋଇଥିବା ବଳାତ୍କାର ମାମଲାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିିତ୍ୟନାଥ ସରକାର ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଯେ,...

ଆରପାରିରେ ଭାରତର ପ୍ରଥମ ମହିଳା ଡିଜିପି କାଞ୍ଚନ ଚୌଧୁରୀ

ଡେରାଡୁନ୍‌, ୨୭।୮: ଭାରତର ପ୍ରଥମ ମହିଳା ଡାଇରେକ୍ଟର ଜେନେରାଲ୍‌ ଅଫ୍‌ ପୋଲିସ୍‌(ଡିଜିପି) କାଞ୍ଚନ ଚୌଧୁରୀ ଭଟ୍ଟାଚାର୍ଯ୍ୟଙ୍କ ସୋମବାର ବିଳମ୍ବିତ ରାତିରେ ମୁମ୍ବାଇରେ ପରଲୋକ ଘଟିଛି। ସେ...

ଭାରତୀୟ ବାୟୁସେନା ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଏୟାର ମାର୍ଶଲ ଏ. ପି. ସିଂ

ନୂଆଦିଲ୍ଲୀ,୧।୨: ଭାରତୀୟ ବାୟୁସେନାର ନୂତନ ଉପାଧ୍ୟକ୍ଷ ଭାବେ ଏୟାର ମାର୍ଶଲ ଏ.ପି. ସିଂଙ୍କୁ ନିଯୁକ୍ତ କରାଯାଇଛି। ସେ ଏୟାର ମାର୍ଶଲ ସନ୍ଦୀପ ସିଂଙ୍କ ସ୍ଥାନ ନେଇଛନ୍ତି।...

କୋଭାକ୍ସିନ୍‌କୁ ସ୍ବୀକୃତି ପ୍ରସଙ୍ଗ, ଅଧିକ ତଥ୍ୟ ଲୋଡ଼ିଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା,୨୮।୯: ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକା କୋଭାକ୍ସିନ୍‌କୁ ସ୍ବୀକୃତି ଦେବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଅଧିକ ତଥ୍ୟ ଲୋଡ଼ା ଯାଇଛି।...

ରାଜଯୋଗିନୀ ହୃଦୟମୋହିନୀଙ୍କ ପରଲୋକ

ମାଉଣ୍ଟଆବୁ,୧୧।୩: ରାଜସ୍ଥାନର ମାଉଣ୍ଟଆବୁଠାରେ ଥିବା ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ ପ୍ରଶାସିକା ରାଜଯୋଗିନୀ ହୃଦୟମୋହିନୀଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩...

୩ ଦିନ ପାଇଁ ସିଲ୍‌ ହେଲା ରିମ୍ସର ମାଇକ୍ରୋବାୟୋଲୋଜି ଡିପାର୍ଟମେଣ୍ଟ

ରାଞ୍ଚି,୧।୫: ରାଞ୍ଚିରେ ଥିବା ରାଜେନ୍ଦ୍ର ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ରିମ୍ସ)ର ମାଇକ୍ରୋବାୟୋଲୋଜି ଡିପାର୍ଟମେଣ୍ଟକୁ ୩ ଦିନ ପାଇଁ ସିଲ୍‌ କରିଦିଆଯାଇଛି। ସେଠାରେ ଜଣେ ଲାବୋରୋଟୋରୀ ଟେକ୍ନିସିଆନ୍‌...

Advertisement
Archives

Model This Week