ଟିକିରା ନଦୀରେ ବୁଡ଼ି ଜଣେ ମୃତ

କଣିହାଁ, ୧୬ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଏନଟିପିସି ଟାଉନ ଥାନା ଟୋଲକବେଡା ଗ୍ରାମର ପଞ୍ଚାନନ ସାହୁ(୫୮) ଗୁରୁବାର ଟିକିରା ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ପୋଲିସ ତାଙ୍କ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଘଟଣାରୁ ଜଣାପଡିଛି, ପଞ୍ଚାନନ କେନ୍ଦୁପତ୍ର ଫଡିରେ କାମ କରିବାକୁ ଯାଇଥିବାବେଳେ ନିକଟସ୍ଥ ଟିକିରା ନଦୀକୁ ଯାଇଥିଲେ। ସେଠାରେ ଗାଧୋଉଥିବାବେଳେ ଗୋଡ ଖସିଯିବାରୁ ସେ ପାଣିରେ ବୁଡ଼ି ଯାଇଥିଲେ। କଣିହାଁ ଅଗ୍ନିଶମ ବିଭାଗ କର୍ମଚାରୀମାନେ ତାଙ୍କୁ ଉଦ୍ଧାର କରି କଣିହାଁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।  ଟାଉନ ଥାନା ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ତାଳଚେର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ ସମୂହ ଜିଲା ପରାମର୍ଶଦାତା କମିଟି ଏବଂ ଜିଲାସ୍ତରୀୟ ସମୀକ୍ଷା ବୈଠକ: ଶିକ୍ଷା, କୃଷି, ଗୃହ ଋଣ ହାର କମୁଥିବାରୁ ଅସନ୍ତୋଷ

ଜଗତ୍‌ସିଂହପୁର ଅଫିସ,୩ା୭: ବ୍ୟାଙ୍କଗୁଡିକ କେବଳ ଟଙ୍କା ଜମା ଉପରେ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଋଣ ଦେବା ନଁା ଧରୁନାହାନ୍ତି। ଯେଉଁଥିପାଇଁ ଜଗତ୍‌ସିଂହପୁର ଜିଲାରେ କ୍ରେଡିଟ୍‌ ଡେବିଟ୍‌...

ବିନା ଟେଷ୍ଟରେ ଘରକୁ ଫେରିଲେ କ୍ୱାରାଣ୍ଟାଇନ୍‌ ଅନ୍ତେବାସୀ

ଆରଡି,୨୬ା୫(ଡି.ଏନ.ଏ.)-ସଙ୍ଗରୋଧ ନିୟମ କୋହଳ ପରେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥବା ଅନ୍ତେବାସୀ ବିନା କରୋନା ଟେଷ୍ଟରେ ଘରକୁ ଫେରିଛନ୍ତି। ଭଦ୍ରକ ଜିଲା ଆରଡି ଅଞ୍ଚଳରେ ଏହି ଘଟଣା...

ଗଞ୍ଜାମ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଦୁର୍ବଳ ନଦୀବନ୍ଧ, ଘାଇ ମରାମତି ନିର୍ଦ୍ଦେଶ

ଛତ୍ରପୁର,୪ା୬(ଡି.ଏନ୍‌.ଏ.)- ଛତ୍ରପୁରସ୍ଥିତ ଓସ୍ବାସ ଭିଡିଓ କନ୍‌ଫରେନ୍ସ ହଲ୍‌ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଜିଲାପାଳ...

ଜମି ହଡ଼ପ ମାମଲା: ତତ୍କାଳୀନ ଏସ୍‌ଡିପିଓଙ୍କ ସାକ୍ଷ୍ୟ ଗ୍ରହଣ

ବ୍ରହ୍ମପୁର ଅଫିସ,୯।୩: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ର ପୂର୍ବତନ ମେୟର ଶିବ ଶଙ୍କର ଦାଶ ଓରଫ୍‌ ପିଣ୍ଟୁ ଓ ତାଙ୍କ ସହଯୋଗୀ ସିଏଚ. ତ୍ରିନାଥଙ୍କୁ କଡ଼ା...

ସମ୍ବଲପୁରରେ କୋଭିଡ୍‌ ମେଡିକାଲ ଉଦ୍‌ଘାଟିତ

ସମ୍ବଲପୁର,୨୨ା୪(ବ୍ୟୁରୋ)-ସମ୍ବଲପୁର ଜିଲା ସଦର ଡାକ୍ତରଖାନାରେ କୋଭିଡ୍‌-୧୯ ମେଡିକାଲକୁ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ବୁଧବାର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଡିଆରଡିଏ ସମ୍ମିଳନୀ କକ୍ଷରେ...

ବାଲିଆପାଳକୁ ଲକ୍‌ଡାଉନ ଘୋଷଣା

ବାଲିଆପାଳ,୨୩।୩(ସ୍ବ.ପ୍ର/ଡି.ଏନ.ଏ.)-କରୋନା ଭୂତାଣୁର ଭୟାବହତାକୁ ଦେଖି ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ଲକ୍‌ଡାଉନ ଘୋଷଣା...

ବିଦ୍ୟାଳୟରେ ତାଲା, ବାହାରେ ପଢ଼ିଲେ ଛାତ୍ରୀଛାତ୍ର

କଣାସ,୨।୧୦(ସ୍ବ.ପ୍ର.): କଣାସ ବ୍ଲକ ଅନ୍ତର୍ଗତ ଗଡ଼ସାନପୁଟ ପଞ୍ଚାୟତର ବାରଦାରେ ଥିବା ବାରଦା-ବାଦଲପୁର ଉଚ୍ଚ ବିଦ୍ୟାଳୟରେ ଶିକ୍ଷକମାନଙ୍କ ମଧ୍ୟରେ ଦୀର୍ଘଦିନ ହେବ କୌଣସି କଥାକୁ ନେଇ ତିକ୍ତତା...

ଖୋଲୁନି ମଣ୍ଡି, ବେପାରୀଙ୍କୁ ଧାନ ବିକୁଛନ୍ତି ଚାଷୀ

ବେଗୁନିଆ,୧୭ା୧(ଡି.ଏନ୍‌.ଏ.): ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ଜରିଆରେ ଚାଷୀମାନେ ଧାନ ସୁବିଧାରେ ବିକ୍ରି କରିପାରିବେ ବୋଲି ସରକାରଙ୍କ ପକ୍ଷରୁ ମଣ୍ଡି ବ୍ୟବସ୍ଥା କରାଯାଇଛି। ତେବେ...

Advertisement
Archives

Model This Week