Posted inଜାତୀୟ

ଟିକେଟ୍‌ ବଣ୍ଟାକୁ ନେଇ ଭାଜପା କାର୍ଯ୍ୟାଳୟ ସମ୍ମୁଖରେ ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୧୯।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ଏବେ ସବୁ ଦଳର ଆଶାୟୀ ପ୍ରାର୍ଥୀଙ୍କ ସଂଖ୍ୟା ବଢିଚାଲିଛି। ନିକଟରେ ଟିକେଟ୍‌ ବଣ୍ଟାକୁ ନେଇ କଂଗ୍ରେସ ସୋନିଆ ଗାନ୍ଧୀଙ୍କ ଘର ସାମ୍ନାରେ ବିରୋଧ ପ୍ରଦର୍ଶନ କରିଥିବା ବେଳେ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା)ର କେତେଜଣ ଅସନ୍ତୁଷ୍ଟ କର୍ମୀ ଭାଜପା କାର୍ଯ୍ୟାଳୟ ସମ୍ମୁଖରେ ବିରୋଧ ପ୍ରଦର୍ଶନ କରିଛନ୍ତି। ଶୁକ୍ରବାର ଭାଜପା ୫୭ ଆସନ ପାଇଁ ନାଁ ଘୋଷଣା କରିଥିବା ବେଳେ ଗୋଟିଏ ଦିନ ପରେ ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଘର ସାମ୍ନାରେ ହୋହାଲ୍ଲା କରିଥିଲେ। ସୂଚନାଯୋଗ୍ୟ, ଏଥିର ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ଶାସକ ଆମ ଆଦମୀ ପାର୍ଟି(ଏଏପି)କୁ ଟାର୍ଗେଟ କରିଛି। ରବିବାର ଏଏପି ଘୋଷଣାପତ୍ର ପୂର୍ବରୁ ‘କେଜରିଓ୍ବାଲଙ୍କ ଗା୍ୟରେଣ୍ଟି କାର୍ଡ’ ଖେଳିଛନ୍ତି। ଏଥିରେ ସେ ଲୋକଙ୍କ ପାଇଁ ୧୦ଟି ଗ୍ୟାରେଣ୍ଟି ସହ ପୁଣିଥରେ ଶାସନ କ୍ଷମତାକୁ ଫେରିବ ବୋଲି ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri