Posted inଜାତୀୟ

ଟିକ୍‌ଟକ୍‌ ପାଇଁ ଆତ୍ମହତ୍ୟା କଲେ ୨ ସନ୍ତାନର ମାଆ

ନୂଆଦିଲ୍ଲୀ,୧୪ା୬(ଆଇଏଏନ୍‌ଏସ୍‌):ସଂକ୍ଷିପ୍ତ ଭିଡିଓ ପ୍ରସ୍ତୁତକାରୀ ଆପ୍‌ ଟିକ୍‌ଟକ୍‌ ପାଇଁ ତାମିଲନାଡୁର ୨ ସନ୍ତାନର ଜନନୀ ଜଣେ ୨୪ ବର୍ଷୀୟା ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ଅନୀତା ନାମ୍ନୀ ଏହି ମହିଳା ଟିକ୍‌ଟକ୍‌ରେ ଭିଡିଓ ପ୍ରସ୍ତୁତିରେ ବ୍ୟସ୍ତ ରହୁଥିବାବେଳେ ତାଙ୍କ ସ୍ବାମୀ ଏହାକୁ ବିରୋଧ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହାପରେ ଅନୀତା ବିଷ ପିଇବା ସମୟର ଭିଡିଓ ହ୍ବାଟ୍ସଆପ୍‌ରେ ସିଙ୍ଗାପୁରରେ ଥିବା ତାଙ୍କ ସ୍ବାମୀଙ୍କ ପାଖକୁ ପଠାଇଥିଲେ। କିଛି ସମୟ ପରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଜୀବନ ମଝିରେ ଏତେ ବର୍ଷ ରହିଛନ୍ତି ବେରୋଜଗାର? କେମିତି ମିଳିବ ପେନଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୧: ଯଦି ଆପଣ ଜଣେ ବେତନଭୋଗୀ ବ୍ୟକ୍ତି ଏବଂ EPFO ରେ ଅବଦାନ ଦେଉଛନ୍ତି, ତେବେ ଏହା ଆପଣଙ୍କର ଅବସର ପରବର୍ତ୍ତୀ ସୁରକ୍ଷା ସୁନିଶ୍ଚିତ କରେ।...

ବିରାଟ କୋହଲିଙ୍କୁ ଚେତାବନୀ ଦେଲା ବିସିସିଆଇ

ନୂଆଦିଲ୍ଲୀ,୧୮।୧: ଭାରତୀୟ ଦଳକୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜରେ ୩-୦ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହିପରି ଭାରତୀୟ ଦଳ ପ୍ରାୟ ୧୨ ବର୍ଷ...

ମହାକୁମ୍ଭରେ ରୁଷିଆର ‘ମସ୍କୁଲାର ବାବା’

ପ୍ରୟାଗରାଜ,୧୮।୧: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭରେ ସାରା ବିଶ୍ୱରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଗଙ୍ଗା, ଯମୁନା ଏବଂ ପୁରାଣବର୍ଣ୍ଣିତ ସରସ୍ବତୀ ନଦୀର ମିଳନ...

କୋଟାରେ ଓଡ଼ିଆ ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

କୋଟା,୧୮ା୧: ରାଜସ୍ଥାନର କୋଟାରେ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି) ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଓଡ଼ିଆ ଛାତ୍ର ଆମତ୍ହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲାର...

ପଞ୍ଜାବରେ କଙ୍ଗନାଙ୍କ ‘ଏମର୍ଜେନ୍ସି’ ବନ୍ଦ

ଚଣ୍ଡିଗଡ଼,୧୮।୧: ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି (ଏସ୍‌ଜିପିସି) ଏବଂ ଅନ୍ୟ ଶିଖ୍‌ ସଂଗଠନଗୁଡ଼ିକ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାରୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ବତ୍‌ଙ୍କ ‘ଏମର୍ଜେନ୍ସି’ ଫିଲ୍ମ...

ରୁଷିଆ ସେନାରେ ୧୨ ଭାରତୀୟଙ୍କ ମୃତ୍ୟୁ, ୧୬ ନିଖୋଜ

ନୂଆଦିଲ୍ଲୀ,୧୮।୧: ରୁଷିଆ ସେନାରେ ନିୟୋଜିତ ଥାଇ ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଲଢ଼ୁଥିବାବେଳେ ୧୨ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଲାଣି। ଅନ୍ୟ ୧୬ ଭାରତୀୟ ନିଖୋଜ ଥିବା...

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୮।୧: ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିପାରେ। ଜାନୁଆରୀ ୩୧ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

ସୈଫ୍‌ ଆକ୍ରମଣ: ଭୁଲ୍‌ ବ୍ୟକ୍ତିଙ୍କୁ ଧରିଲା ମୁମ୍ବାଇ ପୋଲିସ

ମୁମ୍ବାଇ,୧୮ା୧: ବଲିଉଡ୍‌ ଅଭିନେତା ସୈଫ୍‌ ଅଲୀ ଖାନ୍‌ଙ୍କ ଘରକୁ ବୁଧବାର ରାତିରେ ଅନୁପ୍ରବେଶ କରି ତାଙ୍କୁ ୬ ଥର ଛୁରାମାଡ଼ କରିଥିବା ଅଭିଯୁକ୍ତଙ୍କୁ ମୁମ୍ବାଇ ପୋଲିସର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri