Posted inଜାତୀୟ

ଟିକ୍‌ ଟକ୍‌ ଭିଡିଓ ପାଇଁ ନଦୀକୁ ଡେଉଁଛନ୍ତି ଯୁବକ

ପାଟନା,୨୬।୭: ବିହାରର ଦରଭଙ୍ଗା ଜିଲାରେ ବନ୍ୟା ଜଳରେ ଉଛୁଳୁଥିବା ନଦୀକୁ ହେଇଁ ଯୁବକମାନେ ଟିକ୍‌ ଟକ୍‌ ଭିଡିଓ କରୁଥିବା ଘଟଣା ଏବେ ସାମ୍ନାକୁ ଆସିଛି। ବନ୍ୟା ପାଣିରେ ନଦୀ କୂଳ ଲଂଘୁଥିବା ବେଳେ ଏହାକୁ ଖାତିର ନ କରି ଖର ସ୍ରୋତକୁ ଡେଇଁ ପଡୁଛନ୍ତି ଅନେକ ଯୁବକ ଆଉ ପଛରେ ଥିବା ତାଙ୍କର କିଛି ସାଥୀ ଏହାର ଭିଡିଓ ରେକର୍ଡ କରୁଛନ୍ତି। ଗୁରୁବାର ଏମିତି କରୁଥିବା ବେଳେ ଜଣେ ଯୁବକ ବୁଡି ଯାଇଥିଲେ। ଏହାପରେ ଏମିତି ନ କରିବାକୁ ପ୍ରଶାସନ ପକ୍ଷରୁ ସତର୍କ କରାଯାଇଥିଲେ ମଧ୍ୟ ଏହାପ୍ରତି କାହାର ନଜର ନାହିଁ। ସୂଚନାଯୋଗ୍ୟ, ଚଳିତ ବର୍ଷ ବନ୍ୟାରେ ବିହାରରେ ମୃତ୍ୟୁ ସଂଖ୍ୟା ପାଖାପାଖି ୨ଶହ ଛୁଇଁଛି। ଏବେସୁଦ୍ଧା ଏଠାକାର ପ୍ରାୟ ୧୩ଟି ଗାଁ ବନ୍ୟା ଯୋଗୁ ବିଶେଷ ପ୍ରଭାବିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେରେ ଆତଙ୍କବାଦୀଙ୍କୁ ତାଲିମ୍‌ ଦେଉଛି ପାକିସ୍ତାନ ସୈନ୍ୟ ବିଭାଗ: ରେଶିୟନ୍‌-କଦଲନ ଗଲି ମଧ୍ୟ ଦେଇ ଭାରତରେ ଅନୁପ୍ରବେଶ ଷଡ଼ଯନ୍ତ୍ର

ଶ୍ରୀନଗର,୪।୯: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଷଡ଼ଯନ୍ତ୍ର ରଚାଯାଉଛି। ଏଠାରେ ପାକିସ୍ତାନ ସୈନ୍ୟ ବିଭାଗର ୫୦ ଜଣ କମାଣ୍ଡୋ ଆତଙ୍କବାଦୀଙ୍କୁ ଆବଶ୍ୟକ...

ପରଲୋକରେ ଶଶାଙ୍କ ଘୋଷ

କୋଲକାତା,୨୨ା୪: ବିଶିଷ୍ଟ ବଙ୍ଗଳା କବି ପଦ୍ମଭୂଷଣ ଶଶାଙ୍କ ଘୋଷଙ୍କ ବୁଧବାର ପରଲୋକ ହୋଇଛି। ତାଙ୍କୁ ୮୯ ବର୍ଷ ହେଉଥିଲା। ୧୯୩୨ ଫେବୃୟାରୀ ୫ରେ ବାଂଲାଦେଶର ଚାନ୍ଦପୁର...

ରାମବିଳାସ ପାସଓ୍ବାନ ନିଖୋଜ ପୋଷ୍ଟର ଲଗାଇଲେ ଗ୍ରାମବାସୀ: ଖୋଜି ଆଣିଲେ ପୁରସ୍କାର ୧୫ ହଜାର

ବୈଶାଳୀ,୨୩।୬: ବିହାରର ବୈଶାଳୀ ଅନ୍ତର୍ଗତ ହରିବଂଶପୁର ଗ୍ରାମର ବାସିନ୍ଦା ଏମ୍‌ପି ରାମବିଳାସ ପାସଓ୍ବାନ ନିଖୋଜ ଲେଖା ଥିବା ପୋଷ୍ଟର ଲଗାଇଛନ୍ତି। ଗ୍ରାମରେ ନାନା ପ୍ରକାର ସମସ୍ୟା...

ସଙ୍କଟରେ ବିମାନ ଚଳାଚଳ

ନୂଆଦିଲ୍ଲୀ,୨୩ା୫ : କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବିଶ୍ୱର ଅନେକ ଦେଶରେ ଲକ୍‌ଡାଉନ୍‌ ଓ ଯାତ୍ରା କଟକଣା ଜାରି କରାଯାଇଛି। ଏପରି କି ବିମାନ...

ଭାଜପା ଅଫିସ୍‌କୁ ଅଣାଗଲା ସୁଷମାଙ୍କ ମରଶରୀର

ନୂଆଦିଲ୍ଲୀ, ୭।୮:ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କ ୬୭ବର୍ଷରେ ପରଲୋକ ଘଟିଛି। ଦିଲ୍ଲୀ ଏମ୍ସଠାରେ ପରଲୋକ ହେବା ପରେ ସୁଷମାଙ୍କ ମରଶରୀର ପ୍ରଥମେ...

ପି.ସି. ଚାକୋଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୩ା୨(ପି.ଟି.): ଦିଲ୍ଲୀ ନିର୍ବାଚନରେ କଂଗ୍ରେସର ଦୟନୀୟ ପ୍ରଦର୍ଶନକୁ ନେଇ ଏଆଇସିସି ଦିଲ୍ଲୀ ଦାୟିତ୍ୱରେ ଥିବା କଂଗ୍ରେସ ନେତା ପି.ସି. ଚାକୋ ନିଜକୁ ଦାୟୀ କରିବା ସହ...

୪୦ ମିନିଟ୍‌ ବନ୍ଦ ହେବା ପରେ କାର୍ଯ୍ୟକ୍ଷମ ହେଲା ୩ସପ୍ତାହ ଶିଶୁର ହାର୍ଟ

ନୁଆଦିଲ୍ଲୀ,୧୩।୭: ରାଜଧାନୀ ଦିଲ୍ଲୀରେ ଏକ ଆଲୌକିକ ଘଟଣା ଦେଖିବାକୁ ମିଳିଛି। ୩ ସପ୍ତାହର ଝିଅ ଇନାୟା ହୃଦ୍‌ରୋଗରେ ପୀଡ଼ିତ ଥିବା ବେଳେ ଅସ୍ତ୍ରୋପଚାରରେ ଏହା ଭଲ...

ଆସ୍ଥା ହରାଇବା ପରେ ତତ୍ପରତା

ନୂଆଦିଲ୍ଲୀ,୨୪ା୫: ଦେଶବାସୀ କରୋନା ମହାମାରୀ ସହ ଯୁଝୁଥିବାବେଳେ ଭାଜପା ନେତାମାନଙ୍କ ଦେଖା ମିଳୁନାହିଁ। ଏଥିଯୋଗୁ କେନ୍ଦ୍ର ତଥା ଅନେକ ରାଜ୍ୟରେ କ୍ଷମତାସୀନ ଭାଜପା ପ୍ରତି ଲୋକଙ୍କ...

Advertisement


Archives

Model This Week

Why Dharitri