ଟିଟିଲାଗଡ଼ରେ କୋଭିଡ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ

ଟିଟିଲାଗଡ଼, ୩୦।୫ (ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ କୋଭିଡ ଯୋଦ୍ଧା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସଙ୍କୁ ସମ୍ମାନ ନେଇ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଏଥିରେ ସାମିଲ ହୋଇଥିଲେ। ଉପଜିଲାପାଳ ସୁଧାକର ନାୟକ, ଉପଖଣ୍ଡ ଚିକିତ୍ସା ଅଧିକାରୀ ଡା. ସୁଜାତାରାଣୀ ମିଶ୍ର, ତହସିଲଦାର ଆନନ୍ଦ ପଣ୍ଡା, ଅତିରିକ୍ତ ତହସିଲଦାର କର୍ଣ୍ଣ ମଲ୍ଲିକ, ପୌରନିର୍ବାହୀ ଅଧିକାରୀ ନରେନ୍ଦ୍ର ପ୍ରଧାନ, ଏସ୍‌ଡିପିଓ ସୁରେନ୍ଦ୍ରନାଥ ଶତପଥୀ, ଆରପିଏଫ ପୋଷ୍ଟ କମାଣ୍ଡର ଏମ.ଏସ. କୁମାୱତ, ଜିଆରପି ଅଧିକାରୀ ଅବନୀ ସାହୁ, ଅଗ୍ନିଶମ ଅଧିକାରୀ ସୌମ୍ୟରଞ୍ଜନ ସେଠୀ, କଣ୍ଠଶିଳ୍ପୀ ପଙ୍କଜ ଜାଳ ଏବଂ ତାଙ୍କ ଟିମ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ ବେହେରା କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗରୋଧ କେନ୍ଦ୍ରରେ ସନ୍ଦିଗ୍ଧ ଯୁବକଙ୍କ ଆତ୍ମହତ୍ୟା

ସୁନ୍ଦରଗଡ, ୮ା୪(ଡି.ଏନ୍‌.ଏ.): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ବ୍ଲକର ଏକ ସଙ୍ଗରୋଧ କେନ୍ଦ୍ର ପରିସରରେ ଜଣେ କରୋନା ସନ୍ଦିଗ୍ଧ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ହେଲେ...

ନିଷ୍କାସନ ହୋଇପାରୁନି ଆବର୍ଜନା ପାଣି: ପୂତ୍ତି ଗନ୍ଧମୟ ପରିବେଶରେ ଗଡତରାସ

ବନ୍ତଳା,୩୧।୮(ଡି.ଏନ.ଏ.) ଘର ଆଗରେ ଜମି ରହିଛି ବର୍ଷା, ଆବର୍ଜନା ପାଣି। ନିଷ୍କାସନର ବାଟ ନ ଥିବାରୁ ଏହା ଘରେ ପଶୁଛି। ଦୁର୍ଗନ୍ଧରେ ନାକ ଫାଟି ପଡୁଛି।...

ଟାଟା ହାଟରେ ସାମାଜିକ ଦୂରତାକୁ ମାନୁନାହାନ୍ତି ଲୋକେ

କାଳିଆପାଣି,୪।୪: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି ଅଞ୍ଚଳରେ ଏକମାତ୍ର ଟାଟା ହାଟରେ ସାମାଜିକ ଦୂରତାକୁ ମାନୁନାହାନ୍ତି ଲୋକେ। ଯାଜପୁରରେ ପ୍ରଥମ କରୋନା...

ଗଞ୍ଜାମ ଜିଲାରେ ୯୯ ବିଦେଶ ଫେରନ୍ତା

ଛତ୍ରପୁର,୨୧ା୩(ଡି.ଏନ.ଏ) କରୋନା ସଂକ୍ରମଣ ରୋକିବାକୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରତିଷେଧକମୂଳକ ପଦକ୍ଷେପ ନିଆଯାଉଛି। ବର୍ତ୍ତମାନ ସୁଦ୍ଧା ଜିଲାକୁ ଚାଇନା ଓ କୋରୋନା ପ୍ରଭାବିତ...

ମଦଦୋକାନରେ ଚଢ଼ାଉ

ପୁରୁଷୋତ୍ତମପୁର,୨୦।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ସହରର ବିଭିନ୍ନ ସ୍ଥାନରେ ଥିବା ଦେଶୀ ଓ ବିଦେଶୀ ମଦ ଦୋକାନ ଉପରେ ବୁଧବାର ରାତିରେ ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା...

ବିପଦସଙ୍କୁଳ ଭାବେ ଚାଲିଛି ଶାଳଣିଆ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ହାଟଡିହୀ, ୪।୬(ଡି.ଏନ୍‌.ଏ.)- ଶିଶୁ ମାନଙ୍କୁ ପୁଷ୍ଟିକର ଖାଦ୍ୟ ପ୍ରଦାନ ଠାରୁ ଆରମ୍ଭ କରି ପ୍ରାଥମିକ ଶିକ୍ଷା ପ୍ରଦାନ ପାଇଁ ସରକାରୀ ସ୍ତରରେ ବିଭିନ୍ନ ଅଞ୍ଚଳରେ ଅଙ୍ଗନଓ୍ବାଡ଼ି...

ଆହତ ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଲେ

ସୁନ୍ଦରଗଡ଼,୧୨।୯ (ଡି.ଏନ୍‌.ଏ): ଜଣେ ଗର୍ଭବତୀଙ୍କୁ ମାଡ଼ ମାରିଥିବା ନେଇ ଗତ କିଛିଦିନ ତଳେ ଚର୍ଚ୍ଚାରେ ଥିବା ସୁନ୍ଦରଗଡ଼ ଏସ୍‌ପି ସୌମ୍ୟା ମିଶ୍ରାଙ୍କୁ ମଙ୍ଗଳବାର ଏକ ଭିନ୍ନ...

ସଚେତନତା ବାର୍ତ୍ତା ବାଣ୍ଟିଲେ ଛାତ୍ର, ମହିଳା

ଜଟଣୀ,୩ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ମୁକାବିଲା ନେଇ ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି ଅଷ୍ଟମଶ୍ରେଣୀ ଛାତ୍ର ମହେଶ ମହେନ୍ଦ୍ର ଏବଂ ସାମାଜିକ କର୍ମୀ ଗୌରୀ ସାହୁ। ଦୁହେଁ ଶୁକ୍ରବାର...

Coronavirus Update


Archives

Model This Week

Why Dharitri