ଟିଟିଲାଗଡ଼ ଷ୍ଟେଶନରେ ପହଞ୍ଚିଲେ ୧୨୦୦ ମହାରାଷ୍ଟ୍ର ଫେରନ୍ତା

ଟିଟିଲାଗଡ଼,୧୦।୫: ବଲାଙ୍ଗୀରର ଟିଟିଲାଗଡ଼ ଷ୍ଟେଶନରେ ଓଡ଼ିଶାର ୧୨୦୦ ଶ୍ରମିକ ରବିବାର ପହଞ୍ଚିଛନ୍ତି। ସେମାନେ ମହାରାଷ୍ଟ୍ରରୁ ଫେରିଛନ୍ତି। ଶ୍ରମିକମାନେ ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା, ସୁବର୍ଣ୍ଣପୁର, ବରଗଡ଼ ଆଦି ଜିଲାର ବୋଲି କୁହାଯାଉଛି। ଏଠାରେ ୫୦ଟି ବସ୍‌ ଯୋଗେ ସେମାନଙ୍କୁ ସ୍କ୍ରିନିଂ କେନ୍ଦ୍ରକୁ ନିଆଯାଇଛି। ସେଠାରେ ସ୍କ୍ରିନିଂ ପରେ ସେମାନଙ୍କୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୭ ରାଜ୍ୟରେ ୩୭ ଓମିକ୍ରନ୍‌ ଆକ୍ରାନ୍ତ, ଘନେଇଲା ସଙ୍କଟ…

ନୂଆଦିଲ୍ଲୀ, ୧୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦେଶର ୭ଟି ରାଜ୍ୟରେ ଇତିମଧ୍ୟରେ ୩୭ ଜଣ ଓମିକ୍ରନ...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ: ଜଳିଗଲା ସମସ୍ତ ଆସବାବପତ୍ର

ପାପଡ଼ାହାଣ୍ଡି/ମଇଦଳପୁର,୬।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମାଝୀଗୁଡ଼ା ପଞ୍ଚାୟତ ନୂଆଗୁଡ଼ା ଗ୍ରାମର ହେମନ୍ତ ବିଶୋଇଙ୍କ ଘରେ ଗୁରୁବାର ଗ୍ୟାସ ଲିକ୍‌ରୁ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦୬୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨ା୨(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୬୦୬୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୨,୧୫,୩୮୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ...

କାଲିଙ୍ଗା ପଞ୍ଚାୟତରେ ବାପା-ପୁଅଙ୍କୁ କରୋନା, ଗାଁ ହେଲା ସାନିଟାଇଜ୍‌

ଜି.ଉଦୟଗିରି,୨୦ା୭: କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକର କାଲିଙ୍ଗା ପଞ୍ଚାୟତରୁ ୨ କରୋନା ଅକ୍ରାନ୍ତ ଚିହ୍ନଟ ହେବା ପରେ କାଲିଙ୍ଗା ପଞ୍ଚାୟତର ତାରାବାଡ଼ି ନଦୀସାହି ସମେତ ଆଖପାଖ...

ନନ୍ଦନକାନନରେ ଚନ୍ଦନର ମୃତ୍ୟୁ

ବାରଙ୍ଗ,୧୫।୯(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀଉଦ୍ୟାନର ହାତୀସଫାରୀରେ ଥିବା ୧୦ ବର୍ଷର ହାତୀ ଚନ୍ଦନର ଶନିବାର ରାତିରେ ମୃତ୍ୟୁ ଘଟିଛି। ଗତ ୩ ଦିନ ତଳେ ଚନ୍ଦନ ଅସୁସ୍ଥ...

ବାବା ଆଖଣ୍ଡଳମଣୀଙ୍କ ନୀତିକାନ୍ତି, ଜାଣନ୍ତୁ କେତେବେଳେ ଉଠିବ ମହାଦୀପ

ଆରଡ଼ି,୨୮।୨(ଡି.ଏନ୍‌.ଏ.): ବାବା ଆଖଣ୍ଡଳମଣୀଙ୍କ ପୀଠରେ ମଙ୍ଗଳବାର ଜାଗର ଯାତ୍ରା ଅନୁଷ୍ଠିତ ହେବ। ବାବାଙ୍କ ନୀତିକାନ୍ତି ଓ ମହାଦୀପ ଉଠିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ...

ଟାଙ୍ଗର ପଡ଼ିଆରେ ହେବ ଖଣି ଅଞ୍ଚଳର ଟ୍ରକ୍‌ ପାର୍କିଂ

କାଳିଆପାଣି,୨୪ା୮(ଡି.ଏନ.ଏ.): ସୁକିନ୍ଦା ଖଣି ଅଞ୍ଚଳରେ କ୍ରୋମାଇଟ ପରିବହନ ପାଇଁ ଆସୁଥିବା ଟ୍ରକ୍‌ଗୁଡ଼ିକ ପାଇଁ ଟାଙ୍ଗର ପଡ଼ିଆରେ ହେବ ପାର୍କିଂ ବ୍ୟବସ୍ଥା। ଟ୍ରାଫିକ ସମସ୍ୟା ଦୂର କରିବା...

ତାରାତାରିଣୀରୁ ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ପୁରୁଷୋତ୍ତମପୁର,୧୧ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ତଥା ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ପୀଠଟି ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ଭାବରେ ପରିଚିତ ହୋଇଥିବା ହେତୁ...

Advertisement
Archives

Model This Week