Posted inଜାତୀୟ

ଟିପୁ ସୁଲତାନ୍‌ ଜୟନ୍ତୀ ନେଇ କର୍ନାଟକରେ ପୁଣି ରାଜନୀତି: ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କୁ ଚିଠି ଲେଖିଲେ ଭାଜପା ବିଧାୟକ

ବେଙ୍ଗାଲୁର୍‌,୩୦।୭: କର୍ନାଟକ କ୍ଷମତା ଦଖଲ ଡ୍ରାମା ଶେଷ ହେବା ପରେ ଏବେ ଟିପୁ ସୁଲତାନ୍‌ ଜୟନ୍ତୀ ପାଳନ ନେଇ ଆରମ୍ଭ ହୋଇଛି ରାଜନୀତି। ଏହାକୁ ପାଳନ ନ କରିବାକୁ ଭାଜପା ବିଧାୟକ କେ.ଜି.ବୋପେୟା ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କୁ ଚିଠି ଲେଖିଛନ୍ତି। ଟିପୁଙ୍କ ଜୟନ୍ତ୍ରୀ ନଭେମ୍ବର ୧୦ରେ ପାଳିତ ହୋଇଥାଏ। ବହୁ ବାଦବିବାଦ ପରେ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରଙ୍କ ପକ୍ଷରୁ ଗତ ବର୍ଷ ଟିପୁଙ୍କ ଜୟନ୍ତୀ ପାଳନ କରାଯାଇଥିଲା। ତେବେ ବିବାଦ ଯୋଗୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଏଚ.ଡି. କୁମାରସ୍ବାମୀ କୌଣସି ଉତ୍ସବରେ ଯୋଗଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଷମାଙ୍କ ପଦାଙ୍କ ଅନୁସରଣ କରିବା ଗର୍ବର କଥା: ଜୟଶଙ୍କର

ନୂଆଦିଲ୍ଲୀ,୧।୬: ମୋଦି ସରକାରରେ ପୂର୍ବରୁ ବିଦେଶ ସଚିବ ଥିବା ସୁବ୍ରମଣ୍ୟମ୍‌ ଜୟଶଙ୍କରଙ୍କୁ ଏଥର ମିଳିଛି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ। ଶନିବାର ସେ ଏହି ଦାୟିତ୍ୱ ନେବା...

‘ଆମେରିକାରେ ମୋଦି କରିଛନ୍ତି ୨୫ ହଜାର କୋଟି ଟଙ୍କାର ଡିନର’, ୟୁଏସ ସହ ଡ୍ରୋନ ଡିଲକୁ ନେଇ କହିଲା କଂଗ୍ରେସ

ନୂଆଦିଲ୍ଲୀ,୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ସହ କରିଥିବା ପ୍ରତିରକ୍ଷା ଡିଲକୁ ନେଇ ବୁଧବାର କଂଗ୍ରେସ ବଡ ଧରଣର ଅଭିଯୋଗ କରିଛି। କଂଗ୍ରେସ ପ୍ରବକ୍ତା ପଓ୍ବନ...

ପ୍ରାର୍ଥୀପତ୍ର ଦାଖଲ କଲେ ଗୃହମନ୍ତ୍ରୀ

ଲକ୍ଷ୍ନୌ,୧୬।୪: କେନ୍ଦ୍ର ଗୃହମନ୍ତ୍ରୀ ଏବଂ ଲକ୍ଷ୍ନୌ ଲୋକସଭା ଆସନର ଭାଜପାର ଆଶାୟୀ ପ୍ରାର୍ଥୀ ରାଜନାଥ ସିଂହ ମଙ୍ଗଳବାର ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ରାଜନାଥ ସିଂହ...

ଅଗଷ୍ଟ ୧ରୁ ସଂଯୁକ୍ତ କିଷାନ ମୋର୍ଚ୍ଚାର ଦେଶବ୍ୟାପୀ ବିକ୍ଷୋଭ

ନୂଆଦିଲ୍ଲୀ,୩୦ା୪: ଚାଷୀଙ୍କୁ ଉତ୍ପାଦିତ ସାମଗ୍ରୀର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି), ପେନ୍‌ସନ ଏବଂ ବିସ୍ତୃତ ଫସଲ ବୀମା ଯୋଜନା ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ...

ଦିଲ୍ଲୀରେ ଏକଛତ୍ରବାଦୀ ଶାସନ ଚରମ ସୀମାରେ ପହଞ୍ଚିଛି: ଏଏପି…

ନୂଆଦିଲ୍ଲୀ,୨୨।୩ : ଦିଲ୍ଲୀରେ ଏକଛତ୍ରବାଦୀ ଶାସନ ଚରମ ସୀମାରେ ପହଞ୍ଚିଛି ବୋଲି କହି ଆମ ଆଦମୀ ପାର୍ଟି ଭାଜପାକୁ କଡ଼ା ସମାଲୋଚନା କରିଛି। ଏଏପି ପକ୍ଷରୁ...

ଅଳିଆ ଗାଡିରୁ ମିଳିଲା ମୋଦି-ଯୋଗୀଙ୍କ ଫଟୋ: ସଫେଇ କର୍ମଚାରୀ ବହିଷ୍କୃତ

ମଥୁରା,୧୮।୭: ଉତ୍ତରପ୍ରଦେଶ ମଥୁରାର ଜଣେ ସଫେଇ କର୍ମଚାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଫଟୋ ଅଳିଆ ଗାଡିରେ ନେବା ମହଙ୍ଗା ପଡିଛି।...

ମାର୍ଚ୍ଚ ସୁଦ୍ଧା ୧୩ ବିମାନ ବନ୍ଦର ଘରୋଇକରଣ

ନୂଆଦିଲ୍ଲୀ,୨୭ ।୧୦: ଚଳିତ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ଦେଶର ୧୩ ବିମାନ ବନ୍ଦର ଘରୋଇକରଣ ପ୍ରକ୍ରିୟା ସାରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ଏହି...

କୂଟନୀତି ନୁହେଁ ମୂକନୀତି: ୪୪ ଦିନ ଧରି ଭାରତ-ଚାଇନା ବିବାଦ ନେଇ ମୋଦି-ଜୟଶଙ୍କର ନୀରବ

ନୂଆଦିଲ୍ଲୀ, ୧୭।୬: ଭାରତ ଚାଇନା ସୀମାରେ ଗଲଓ୍ବାନ ଘାଟିରେ ଥିବା ପଏଣ୍ଟ ୧୪ ନେଇ ଦୁଇଦେଶ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ମେ ୫ଠାରୁ ଦୁଇପକ୍ଷଙ୍କ ମଧ୍ୟରେ...

Advertisement
Archives

Model This Week