ଟିପ୍ପର ସହ କାର୍‌ ଧକ୍କା: ଗୋଟିଏ ପରିବାରର ଜଣେ ମୃତ, ଦୁଇ ଗୁରୁତର

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲା ଚମାଖଣ୍ଡି ଥାନା ଅଧୀନ ଆଇଆର୍‌ଇ ଛକ ନିକଟ ଜାତୀୟ ରାଜପଥରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ଟିପ୍ପର ସହ କାରର ଧକ୍କା ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବ୍ରହ୍ମପୁରର ରାମକୃଷ୍ଣ ପାତ୍ର। ଆହତମାନେ ହେଲେ ମୃତ ରାମକୃଷ୍ଣଙ୍କ ସ୍ତ୍ରୀ ସ୍ବପ୍ନା ଓ ପୁଅ ସାଇ।ସୂଚନାଯୋଗ୍ୟ, ରାତିରେ ଏକ କାର (ଓଡି-୦୭ପି-୧୩୦୦) ଯୋଗେ ଭୁବନେଶ୍ୱରରୁ ରାମକୃଷ୍ଣ ଓ ତାଙ୍କ ପରିବାର ବ୍ରହ୍ମପୁରକୁ ଫେରୁଥିବା ବେଳେ ଉକ୍ତ ଛକ ନିକଟ ଜାତୀୟ ରାଜପଥରେ ଏକ ଟିପ୍ପର ସହ ଧକ୍କା ହୋଇଥିଲା। ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ରାମକୃଷ୍ଣଙ୍କୁ ମୃତ ଘୋଷଣାକରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଗଞ୍ଜେଇ ବେପାରୀ ଗିରଫ, କାର ଜବତ

ଭଞ୍ଜନଗର,୧୮।୧(ଡି.ଏନ.ଏ)- କନ୍ଧମାଳ ଜିଲାରୁ ପ୍ରତିଦିନ ବିପୁଳ ପରିମାଣର ଗଞ୍ଜେଇ ଚୋରାରେ ରାଜ୍ୟ ଓ ରାଜ୍ୟ ବାହାରକୁ ଚାଲାଣ ହେଉଛି। ପୋଲିସ ମଝିରେ ମଝିରେ କେତେଜଣ ଅଭିଯୁକ୍ତଙ୍କୁ...

ଦୀର୍ଘ ୭ ମାସ ପରେ ଖୋଲିଲା ହିଞ୍ଜିଳିକାଟୁ ଆହାରକେନ୍ଦ୍ର

ହିଞ୍ଜିଳିକାଟୁ,୨।୧୧(ଡ଼ି.ଏନ୍‌.ଏ): କରୋନା ମହାମାରୀ କଟକଣା ପାଇଁ ଦୀର୍ଘ ୭ ମାସ ଧରି ଆହାରକେନ୍ଦ୍ର ବନ୍ଦ ରହିଥିଲା। ତେବେ ସୋମବାର ଆହାରକେନ୍ଦ୍ର ପୁଣି ଖୋଲିଛି। ହିଞ୍ଜିଳିକାଟୁ ଆହାରକେନ୍ଦ୍ର...

ଡ୍ରେନ୍‌ ନାହିଁ, ବର୍ଷା ହେଲେ ଘରେ ପଶୁଛି ପାଣି

ରାଇକିଆ,୩୦।୫(ଡ଼ି.ଏନ.ଏ)- ରାଇକଆ ଷ୍ଟେଟ୍‌ ବ୍ୟାଙ୍କ ରୋଡ଼ରୁ ପଡ଼ିଶିଲା ଯିବା ରାସ୍ତାରେ ସାମାନ୍ୟ ବର୍ଷା ହେଲେ ପାଣି ଜମୁଛି ା ତ୍ରୁଟିପୂର୍ଣ୍ଣ ରାସ୍ତା ନିର୍ମାଣ ଯୋଗୁ ଏଭଳି...

ହଂସପୁର ଗ୍ରାମରେ ୭୦୦ଶହ ଲୋକଙ୍କ ପାଇଁ ଚାଲିଥିଲା ଭୋଜି: ଖାଇବାକୁ ବସିବା ବେଳେ ପ୍ରଶାସନର ଚଢ଼ାଉ, ଛତ୍ରଭଙ୍ଗ କଲେ ଲୋକେ

ଛତ୍ରପୁର, ୨୩।୪(ଡି.ଏନ୍‌.ଏ.)-ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ପୋଟଲାମପୁର ପଞ୍ଚାୟତ ଅଧୀନ ହଂସପୁର ଗାଁରେ ବୁଧବାର ରାତିରେ ୭୦୦ ଲୋକଙ୍କ ପାଇଁ ଭୋଜି ରନ୍ଧା ସରିଥିଲା। ଏପରିକି...

ଲୋକଙ୍କୁ ମାକ୍ସ ପିନ୍ଧାଇ ସଚେତନ କଲା ଗଞ୍ଜାମ ପୋଲିସ

ଗଞ୍ଜାମ,୨୯ା୪(ଡି.ଏନ୍‌.ଏ.)- ବର୍ତ୍ତମାନ କରୋନା ଭୂତାଣୁ ସାରା ବିଶ୍ୱରେ କାୟାବିସ୍ତାର କରି ଚାଲିଛି। ଏଥିପାଇଁ ସରକାର ଓ ଜିଲା ପ୍ରଶାସନ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସାମାଜିକ...

ଭଙ୍ଗାଘରେ ଜୀବନ ବିତାଉଛନ୍ତି ନିଃସହାୟ ସୋଲି

ଶେରଗଡ଼,୧୧ା୬(ଡି.ଏନ୍‌.ଏ.)- ଶେରଗଡ଼ ଗ୍ରାମ କୈବର୍ତ୍ତ ସାହିର ସୋଲି ବେହେରା (୨୪)। ବିବାହର କିଛିବର୍ଷ ପରେ ସ୍ବାମୀ କେଉଁଆଡେ ଚାଲିଯିବାରୁ ସେ ବାପଘରକୁ ଫେରି ଆସିଥିଲେ। ମାତ୍ର...

୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୩-୯(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ ଏକ...

ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ୨୨ ହଜାରରୁ ଅଧିକ ଟଙ୍କା

ବ୍ରହ୍ମପୁର ଅଫିସ,୧୦।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ଏବେ ଜିଲାରେ ବିସ୍ଫୋରକ ସ୍ଥିତି...

Advertisement
Archives

Model This Week