ଟିଭିଏସ୍‌ ୟୁରୋଗ୍ରୀପ୍‌ର ଇ-ଅର୍ଡରିଂ ଫାସିଲିଟି

ନୂଆଦିଲ୍ଲୀ,୧୨।୫: ଟିଭିଏସ୍‌ ଶ୍ରୀଚକ୍ର ଲିମିଟେଡ୍‌ ଇ-ଅର୍ଡରିଂ ଫାସିଲିଟି ଶୁଭାରମ୍ଭ ହୋଇଛି। ରିଟେଲର ଆପ୍‌ ଟିଭିଏସ୍‌ ୟୁରୋଗ୍ରୀପ୍‌ ବନ୍ଧନ ଦ୍ୱାରା ଏହି ସୁବିଧା ଉପଲବ୍ଧ ହେବ। ଅର୍ଡର ପ୍ଲେସିଂ ଏବଂ ଟ୍ରାକିଂ କ୍ଷେତ୍ରରେ ଏହା ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି କମ୍ପାନୀ ପକ୍ଷରୁ ସୂଚନା ରହିଛି। ବିକ୍ରିର ଡିଜିଟାଇଜେଶନ କ୍ଷେତ୍ରରେ ଏହା ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବା ନେଇ କମ୍ପାନୀ ଆଶାବାଦୀ ରହିଛି। ରିଟେଲ ପାର୍ଟନରଙ୍କ ଲାଗି କଣ୍ଟାକ୍ଟଲେସ ଅର୍ଡରିଂରେ ଏହା ସହାୟକ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କୁ ଜୁନର ବେତନ ଦେଇପାରିବନି ବିଏସ୍‌ଏନ୍‌ଏଲ

ନୂଆଦିଲ୍ଲୀ,୨୫-୬: ରାଷ୍ଟ୍ରାୟତ୍ତ ଟେଲିକମ୍‌ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) କେନ୍ଦ୍ର ସରକାରଙ୍କୁ ଜରୁରୀ ପତ୍ର ପଠାଇ କମ୍ପାନୀର ଅପରେଶନ ଜାରି ରଖିବାକୁ ଅସମର୍ଥ ବୋଲି...

‘୧୨୫ କୋଟିର ଋଣ ମଞ୍ଜୁରୀ ପତ୍ର ବଣ୍ଟନ’

ଭୁବନେଶ୍ୱର,୨୧।୧୧: ସେଣ୍ଟ୍ରାଲ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ (ସିବିଓଆଇ) ପକ୍ଷରୁ ନିକଟରେ ଏକ ଗ୍ରାହକ ସମ୍ମିଳନୀ ତଥା ମେଗା ଋଣ ଶିବିରର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ...

ଏମ୍‌ପି ଲୋଧା ଭାରତର ସବୁଠୁ ଧନୀ ରିୟଲ ଇଷ୍ଟେଟ ଉଦ୍ୟୋଗୀ

ନୂଆଦିଲ୍ଲୀ,୧୦-୧୨: ଲୋଧା ଡେଭଲପର୍ସର ଏମ୍‌.ପି.ଲୋଧା ଏବଂ ପରିବାର ଭାରତର ସବୁଠୁ ଧନୀଶାଳୀ ରିୟଲ ଇଷ୍ଟେଟ ଉଦ୍ୟୋଗୀ ଭାବେ ବିବେଚିତ ହୋଇଛନ୍ତି। ଏହି ଗ୍ରୁପ ନିକଟରେ ମୋଟ...

ଅଭିବୃଦ୍ଧିକୁ ଆଗେଇନେବା ପାଇଁ ଅର୍ଥମନ୍ତ୍ରୀଙ୍କ ଆହ୍ବାନ

ନୂଆଦିଲ୍ଲୀ,୬ା୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଭାରତୀୟ କମ୍ପାନୀଗୁଡିକୁ ଦେଶର ଅଭିବୃଦ୍ଧିକୁ ଆଗେଇ ନେବା ପାଇଁ ସେମାନଙ୍କର ଭଣ୍ଡାର(ପର୍ସ) ଖୋଲିବାକୁ ଆହ୍ବାନ କରିଛନ୍ତି। ସେହିଭଳି ଇଣ୍ଡିଆ ଇଙ୍କ୍‌ଗୁଡିକୁ...

ମ୍ୟୁଚୁଆଲ ଫଣ୍ଡ ଶିଳ୍ପକୁ ଓଡ଼ିଶାର ଅବଦାନ ବଢୁଛି

ଭୁବନେଶ୍ୱର, ୧୪-୯(ବ୍ୟୁରୋ): ଦେଶର ମ୍ୟୁଚୁଆଲ ଫଣ୍ଡ ଶିଳ୍ପକୁ ଓଡିଶାର ଅବଦାନ ଦ୍ରୁତ ଗତିରେ ବଢୁଛି। ଗୋଟିଏ ବର୍ଷରେ ଏହା ୦.୫୭%ରୁ ବୃଦ୍ଧି ଘଟି ଚଳିତ ବର୍ଷ...

ମୁକେଶ ଅମ୍ବାନୀ ସ୍ତ୍ରୀ ନୀତାଙ୍କୁ ଜନ୍ମଦିନରେ ଦେଇଥିଲେ ଏହି ଉପହାର: ଦାମ୍‌ ଜାଣିଲେ ହେବେ ଚକିତ

ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ମୁକେଶ ଅମ୍ବାନୀ ସମଗ୍ର ବିଶ୍ୱରେ କୋଟିପତି ତାଲିକାରେ ଚତୁର୍ଥ ସ୍ଥାନରେ ରହିଛନ୍ତି। ଭାରତରେ ଏହି ତାଲିକାରେ ସେ ଶୀର୍ଷ ସ୍ଥାନ ଅଧିକାର...

ବିଏସ୍‌ଏନ୍‌ଏଲ କର୍ମଚାରୀଙ୍କୁ ଠିକ୍‌ ସମୟରେ ମିଳିବ ଦରମା: ସିଏମ୍‌ଡି

ନୂଆଦିଲ୍ଲୀ,୨୯-୫: ରାଷ୍ଟ୍ରାୟତ୍ତ ଟେଲିକମ୍‌ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ନିଜର କର୍ମଚାରୀଙ୍କୁ ଠିକ୍‌ ସମୟରେ ମେ’ ମାସର ଦରମା ଦେବ ବୋଲି ଆଶ୍ୱସ୍ତ କରିଛି।...

ବିଦେଶୀ ମୁଦ୍ରାଭଣ୍ଡାରରେ ହ୍ରାସ

ନୂଆଦିଲ୍ଲୀ,୧୮ା୩: ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ଏବଂ ମାନ୍ଦାବସ୍ଥା ଯୋଗୁ ଦେଶରେ କ୍ରମାଗତ ୩ୟ ମାସ ଲାଗି ବିଦେଶୀ ମୁଦ୍ରାଭଣ୍ଡାର (ଏଫ୍‌ଇଆର)ରେ ହ୍ରାସ ଘଟୁଛି। ଏପରିକି...

Advertisement
Archives

Model This Week