ଟିଭି ଦେଖି ଆକ୍ଟିଙ୍ଗ ଶିଖୁଛନ୍ତି ସନ୍ନି

ମୁମ୍ବାଇ: ବଲିଉଡ୍‌ ବୋଲ୍ଡ କୁଇନ୍‌ ସନ୍ନି ଲିଓନ ଏବେ ସୋସିଆଲ ମିଡିଆରେ ଏକ ଭିଡଓ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ ଆକ୍ଟିଙ୍ଗ ଶିଖୁଥିବା ଦେଖିବାକୁ ମିଳିଛି। ତାହା ପୁଣି ଟେଲିଭିଜନ ଧାରାବାହିକ ‘କୁଙ୍କୁମ ଭାଗ୍ୟ’ରୁ। ଏହି ଭିଡିଓଟି ଶେୟାର କରିବା ସହ ସନ୍ନି ଲେଖିଛନ୍ତି ଏହା ହେଉଛି ଆକ୍ଟିଙ୍ଗ ଓ୍ବାର୍କଶପ୍‌। ଏହାସହ ସେ କୁଙ୍କୁମ ଭାଗ୍ୟ, ଶ୍ରିତି ଝା ଓ ସବ୍ବିର ଆଲୁଓ୍ବାଲିୟାଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି। ଶିଖିବାରେ କେବେ ପଛଘୁଞ୍ଚା ଦେଉ ନ ଥିବା ସନ୍ନି ନିକଟରେ ଉତ୍ତର ପ୍ରଦେଶର ଗ୍ରାମୀଣ ଭାଷା ଶିଖୁଥିବାର ଏକ ଭିଡିଓ ମଧ୍ୟ ଶେୟାର କରିଥିଲେ। କାରଣ ସେ ତାଙ୍କର ଆଗାମୀ ଫିଲ୍ମ ‘କୋକାକୋଲା’ ପାଇଁ ଏବେ ଶୁଟିଂରେ ବ୍ୟସ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିଣତ ବୟସରେ ମା’ଙ୍କ ସହ ଝୁମିଲେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ ଭର୍ସାଟାଇଲ୍‌ ଅଭିନେତା ଅନୁପମ ଖେର ସବୁବେଳେ ସୋସିଆଲ ମିଡିଆରେ ଆକ୍ଟିଭ ରହିଥାନ୍ତି। ସେ ମା’ ଦୁଲାରୀଙ୍କ ଅତି ନିକଟତର ହୋଇଥିବା ବେଳେ ଅନୁପମ...

ଖାକି ପୋଷାକ ନିଶା

ରାଣୀ ମୁଖାର୍ଜୀଙ୍କୁ ନେଇ ଏବେ ଚର୍ଚ୍ଚା। ଆସନ୍ତା ମାସରେ ତାଙ୍କ ଅଭିନୀତ ‘ମର୍ଦ୍ଦାନୀ-୨’ ପରଦା ଉପରକୁ ଆସୁଛି। ଏଥିରେ ସେ ପୋଲିସ ଅଫିସର ଭୂମିକାରେ ଅବତୀର୍ଣ୍ଣ...

ମିଟୂ: ତନୁଶ୍ରୀଙ୍କୁ ଝଟକା, ନାନାଙ୍କୁ କ୍ଲିନ୍‌ଚିଟ୍‌

ଅଭିନେତା ନାନା ପାଟେକରଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଥିବା ଅଭିନେତ୍ରୀ ତନୁଶ୍ରୀ ଦତ୍ତଙ୍କୁ ଝଟକା ଲାଗିଛି। ଏନେଇ ପୋଲିସ ନାନାଙ୍କ ବିରୋଧରେ କୌଣସି ପ୍ରମାଣ ମିଳିନାହିଁ।...

ପୁନମ ପାଣ୍ଡେଙ୍କ ନିର୍ବନ୍ଧ ଶେଷ

ମଡେଲ ତଥା ଅଭିନେତ୍ରୀ ପୁନମ ପାଣ୍ଡେଙ୍କ ନିର୍ବନ୍ଧ ଶେଷ ହୋଇଛି। ପ୍ରେମିକ ସାମ ବମ୍ବେଙ୍କୁ ନିଜ ଜୀବନ ସାଥୀ ଭାବେ ବାଛିଛନ୍ତି ସେ। ସାମ ନିଜ...

ଫିଟ୍‌ନେସ୍‌ର ସିକ୍ରେଟ୍‌ ବାସ୍କେଟ୍‌ବଲ

ଏଫ୍‌ବିବି ଫେମିନା ମିସ୍‌ ଇଣ୍ଡିଆ ଫାଇନାଲିଷ୍ଟ୍‌ ଟାଇଟଲ୍‌ ସହ ମିସ୍‌ ଓଡ଼ିଶା ଓ ମିସ୍‌ ରୂପଶ୍ରୀ ଟାଇଟଲ୍‌। କେବଳ ଏତିକି ନୁହେଁ, ଭାରତରେ ପ୍ରଥମଥର ପାଇଁ...

କ୍ରିସ୍‌ମାସ ପାଳିବା ପାଇଁ ଏସବୁ ରଙ୍ଗର ପୋଷାକ ବାଛିଛନ୍ତି ବଲିଉଡ୍‌ ଅଭିନେତ୍ରୀ

ଆଉ କିଛିଦିନ ପରେ ପାଳନ କରାଯିବ କ୍ରିସ୍‌ମାସ। ଏହାକୁ ସ୍ବତନ୍ତ୍ର ଭାବେ ପାଳନ କରିବାକୁ ସଜେଇ ହେଲେଣି ବଲିଉଡ୍‌ର ଅଭିନେତ୍ରୀମାନେ। କିଏ କେମିତି କେଉଁ ରଙ୍ଗର...

ଓ୍ବିଙ୍ଗ୍‌ କମାଣ୍ଡର ରାକେଶ ଶର୍ମାଙ୍କ ବାୟୋପିକ୍‌ରେ ନଜର ଆସିବେ ଫରହାନ

ବଲିଉଡ୍‌ରେ ଓ୍ବିଙ୍ଗ୍‌ କମାଣ୍ଡର ରାକେଶ ଶର୍ମାଙ୍କ ବାୟୋପିକ୍‌ ନିର୍ମାଣକୁ ନେଇ ଗତ କିଛି ବର୍ଷ ହେବ ଚର୍ଚ୍ଚା ହେଉଛି। ଫିଲ୍ମର ପ୍ରମୁଖ ଚରିତ୍ର ପାଇଁ ଶାହାରୁଖ୍‌...

ରଶ୍ମି ‘ନାଗିନ-୪’ର ଶୁଟିଂରେ ବ୍ୟସ୍ତ

ମୁମ୍ବାଇ: ଟେଲି ଜଗତରେ ରଶ୍ମି ଦେଶାଇ ଜଣେ ସଫଳ ଅଭିନେତ୍ରୀ। ତେବେ ରଶ୍ମୀଙ୍କ ଡ୍ୟାନ୍ସର ସମସ୍ତେ ଦିଓ୍ବାନା। ‘ନଚ୍‌ ବଲିୟେ’ ସୋ’ରେ ସେ ଜଣେ ଷ୍ଟ୍ରଙ୍ଗ୍‌...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *