Posted inଖେଳ

ଟିଭି ପରଦାରେ ଡେବ୍ୟୁ କରିବେ ଧୋନୀ

କ୍ରିକେଟରେ ସଫଳ ରହିବା ପରେ ଏବେ ଟିଭି ପରଦାରେ ନଜର ଆସିବେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଭାରତୀୟ ସେନା ଉପରେ ଆଧାରିତ ଏକ ଟିଭି ସିରିଜ୍‌ରେ ସେ ଭାଗ ନେବାର କାର୍ଯ୍ୟକ୍ରମ ରହିଛି। ଖୁବ୍‌ଶୀଘ୍ର ଧୋନୀ ଏହାର ଶୁଟିଂ ଆରମ୍ଭ କରିବେ ବୋଲି ଜଣାପଡିଛି। ଆଗାମୀ ବର୍ଷ ଏହି ଶୋ’ ଟିଭିରେ ପ୍ରସାରଣ କରାଯିବ। ସୂଚନାଯୋଗ୍ୟ, ଇଂଲଣ୍ଡରେ ଆୟୋଜିତ ହୋଇଥିବା ୨୦୧୯ ବିଶ୍ୱକପ୍‌ ପରେ ଧୋନୀ କ୍ରିକେଟରୁ ନିଜକୁ ଦୂରେଇ ରଖିଛନ୍ତି। ସେ ପୁଣି କେବେ କ୍ରିକେଟକୁ ଫେରିବେ ତାହା ଜଣାପଡିନାହିଁ। ଇତିମଧ୍ୟରେ ଧୋନୀ ଭାରତୀୟ ଟେରିଟୋରିଆଲ ଆର୍ମି ପାରାଶୁଟ୍‌ ରେଜିମେଣ୍ଟରେ ଟ୍ରେନିଂ ନେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫେଲ୍‌ପ୍ସଙ୍କ ରେକର୍ଡ ଭାଙ୍ଗିଲେ ଡ୍ରେସେଲ

ଗ୍ବାଙ୍ଗଜୁ (ଦକ୍ଷିଣ କୋରିଆ), ୨୭ା୭ (ଏଏଫ୍‌ପି)- କାଲେବ ଡ୍ରେସେଲ ପୁରୁଷ ୧୦୦ ମିଟର ବଟରଫ୍ଲାଏ ସୁଇମିଂରେ ନୂଆ ବିଶ୍ୱ ରେକର୍ଡ କରିଛନ୍ତି। ଏଠାରେ ଚାଲିଥିବା ବିଶ୍ୱ...

ଅଲିମ୍ପିକ୍ସ ଯୋଗ୍ୟତା ମୁଖ୍ୟ ଲକ୍ଷ୍ୟ: ଶାର୍କି

ଭୁବନେଶ୍ୱର, ୨୬।୧୦(କ୍ରୀଡ଼ା ପ୍ରତିନିଧି)- ନଭେମ୍ବର ୧ ଓ ୨ ତାରିଖରେ କଳିଙ୍ଗ ଷ୍ଟାଡିୟମରେ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିରେ ଭାରତୀୟ ମହିଳା...

ପୁଡୁଚେରୀ କ୍ରିକେଟ ଟିମ୍‌ ମୁଖ୍ୟ କୋଚ୍‌ ହେଲେ ସାଲ୍‌ଭି

ଚେନ୍ନାଇ/ମୁମ୍ବାଇ, ୪ା୬ (ପି.ଟି.)-ଭାରତର ପୂର୍ବତନ ସିମ୍‌ ବୋଲର ଆବିଷ୍କାର ସାଲ୍‌ଭି ଆସନ୍ତା ଘରୋଇ ସିଜନ ପାଇଁ ପୁଡୁଚେରୀ ସିନିୟର କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଭାବେ...

ପୂର୍ବତନ ସୌରାଷ୍ଟ୍ର କୋଚ୍‌ ବାବାଭାଇଙ୍କ ପରଲୋକ

ରାଜକୋଟ,୩୧।୭(ପି.ଟି): ପୂର୍ବତନ ସୌରାଷ୍ଟ୍ର କୋଚ୍‌ ଓ ମ୍ୟାନେଜର ହସମୁଖଭାଇ ଜୋଶୀ ଗୁରୁବାର ପରଲୋକ ଗମନ କରିଛନ୍ତି। ବାବାଭାଇ ଭାବେ ବେଶ୍‌ ଜଣାଶୁଣା ଥିବା ଏହି ଜୋଶୀ...

ପୁଣି ଥରେ ବଦଳିପାରେ ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ, ଜାଣନ୍ତୁ ଏଥର କ’ଣ ରହିଛି କାରଣ…

ନୂଆଦିଲ୍ଲୀ,୨୦।୮: ଆଇସିସି ପୁରୁଷ ଦିନିକିଆ ବିଶ୍ୱକପ୍‌ ୨୦୨୩ର କାର୍ଯ୍ୟସୂଚୀ ପୁଣି ପରିବର୍ତ୍ତନ ହୋଇପାରେ। ମ୍ୟାଚ୍‌ରେ ପରିବର୍ତ୍ତନ ନେଇ ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ ପକ୍ଷରୁ ବିସିସିଆଇକୁ ଅନୁରୋଧ...

ଟେଷ୍ଟ କ୍ୟାରିୟରରେ ଅଧିନାୟକ ଭାବେ ବିରାଟଙ୍କ ସହ ପ୍ରଥମ ଥର ଘଟିଲା ଏପରି: ଶେଷ ହେଲା..

ଆଡିଲେଡ,୨୦।୧୨: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଜିତି ସ୍ବଦେଶ ଫେରିବାକୁ ଆଶା ରଖିଥିଲେ ଅଧିନାୟକ ବିରାଟ କୋହଲି। ହେଲେ ତାହା ହୋଇପାରିଲା ନାହିଁ। ବିରାଟଙ୍କ...

ଏହି ଭାରତୀୟ କ୍ରିକେଟର୍‌ଙ୍କୁ ବିମାନ ବନ୍ଦରରେ ଅଟକାଇଲା ପୋଲିସ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭାରତୀୟ କ୍ରିକେଟର କ୍ରୁନାଲ ପାଣ୍ଡ୍ୟାଙ୍କୁ ଗୁରୁବାର ମୁମ୍ବାଇ ବିମାନବନ୍ଦରରେ ରାଜସ୍ବ ଇଣ୍ଟେଲିଜେନ୍ସ (ଡିଆରଆଇ) ଅଧିକାରୀମାନେ ଅଟକାଇଥିଲେ। ଅଜ୍ଞାତ ସୁନା ଏବଂ କିଛି ମୂଲ୍ୟବାନ ସାମଗ୍ରୀ ଥିବା...

ପାକିସ୍ତାନରେ ଅନ୍ତର୍ଜାତୀୟ ମ୍ୟାଚ୍‌ ଚାଲିଥିବାବେଳେ ଦୁଇଥର ଚାଲିଗଲା ଲାଇଟ୍‌, ଅନ୍ଧାରରେ ଖେଳାଳି

କରାଚି,୧।୧୦: ଦୀର୍ଘ ୪ ବର୍ଷ ପରେ ପାକିସ୍ତାନରେ କୌଣସି ଅନ୍ତର୍ଜାତୀୟ କ୍ରିକେଟ ସିରିଜ୍‌ ଖେଳାଯାଉଛି। ଏହି ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। କଚାଚିରେ ଶ୍ରୀଲଙ୍କା...

Advertisement
Archives

Model This Week