ଟିମ୍‌ ଇଣ୍ଡିଆର ଏହି ଖେଳାଳିଙ୍କୁ ଅସଲ ମ୍ୟାଚ୍‌ ଓ୍ବିନର୍‌ କହିଲେ ଦିଶା ପଟାନୀ

ବଲିଉଡ୍‌ର ହଟ୍‌ ଅଭିନେତ୍ରୀ ଦିଶା ପଟାନୀ ଏବଂ ଆଦିତ୍ୟ ରୟ କପୁର ଖୁବ୍‌ଶୀଘ୍ର ମୋହିତ ସୂରୀଙ୍କ ଆଗାମୀ ଫିଲ୍ମ ‘ମଲଙ୍ଗ’ରେ ନଜରକୁ ଆସିବେ। ଫିଲ୍ମର ପ୍ରମୋଶନରେ ଉଭୟ ଏବେ ବ୍ୟସ୍ତ ଅଛନ୍ତି। ଏହି ଅବସରରେ ଦିଶାଙ୍କୁ ଭାରତୀୟ କ୍ରିକେଟର ପ୍ରକୃତ ମ୍ୟାଚ୍‌ ଓ୍ବିନର୍‌ ବିଷୟରେ ପ୍ରଶ୍ନ କରାଯାଇଥିଲା। ଏହାର ଜବାବରେ ସେ ଯଶ୍‌ପ୍ରୀତ୍‌ ବୁମରାଙ୍କ ନାଁ ନେଇଥିଲେ। ବୁମରାଙ୍କ ବୋଲିଂ ଦେଖିବାକୁ ଭଲ ଲାଗେ। ଠିକ୍‌ ସମୟରେ ଉଇକେଟ୍‌ ନେବାରେ ସେ ମାହିର୍‌ ବୋଲି ଦିଶା କହିଛନ୍ତି। ଫେବୃୟାରୀ ୭ରେ ରିଲିଜ୍‌ ହେବାକୁ ଥିବା ‘ମଲଙ୍ଗ’ରେ ଦିଶା, ଆଦିତ୍ୟଙ୍କ ବ୍ୟତୀତ ଅନିଲ କପୁର ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆକୁ ମିଳିବ ନାହିଁ ଶୁବମାନ ଗିଲଙ୍କ ବଦଳ ଖେଳାଳି

ମୁମ୍ବାଇ,୮।୭: ଆହତ ସମସ୍ୟା କାରଣରୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡ଼ିଥିବା ଶୁବମାନ ଗିଲଙ୍କ ବଦଳରେ କୌଣସି ଖେଳାଳିଙ୍କୁ ୟୁକେ ପଠାଯିବ ନାହିଁ। ଫଳରେ...

ଏଥର ଆଇପିଏଲ୍‌ରେ ଚମକିବେ ଏହି ୪ ଅନକ୍ୟାପ୍‌ଡ ଅଲରାଉଣ୍ଡର

ଆଇପିଏଲ୍‌ ୨୦୨୨ ଆରମ୍ଭ ପାଇଁ ଆଉ ୨ ଦିନ ବାକି ଅଛି । ଏହି ସିଜିନ୍‌ରେ ଅନେକ ଯୁବ ଖେଳାଳିଙ୍କଠାରୁ ଭଲ ପ୍ରଦର୍ଶନ ଆଶା କରାଯାଏ।...

ଭାରତ ଏବଂ ଅଷ୍ଟ୍ରେଲିଆ ପ୍ରଥମ ଟି-୨୦ ମ୍ୟାଚ୍‌: ଟସ୍‌ ଜିତିଲା କଙ୍ଗାରୁ ଦଳ

କାନବେରା, ୪।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍‌ କାନବେରାରେ ଆରମ୍ଭ ହୋଇଛି। ଅଷ୍ଟ୍ରେଲିଆ ଦଳର ଅଧିନାୟକ ଆରୋନ ଫିଞ୍ଚ ଟସ୍‌...

୧ କୋଟି ଟଙ୍କା ଦାନ କଲେ ଅକ୍ଷୟ କୁମାର

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜ ବଦାନ୍ୟ କାର୍ଯ୍ୟ ପାଇଁ ସର୍ବଦା ଚର୍ଚ୍ଚାରେ ଥାନ୍ତି। ଜମ୍ମୁ-କଶ୍ମୀରରେ ଏକ ସ୍କୁଲର ପୁନଃନିର୍ମାଣ ପାଇଁ ସେ ୧ କୋଟି...

‘ପ୍ରତି ରାଜ୍ୟ ଗୋଟିଏ କ୍ରୀଡ଼ାକୁ ଅଗ୍ରାଧିକାର ଦେବେ’

ନୂଆଦିଲ୍ଲୀ, ୯ା୭(ପି.ଟି.)- ଭାରତର ପ୍ରତ୍ୟେକ ରାଜ୍ୟ ଗୋଟିଏ ଲେଖାଏ କ୍ରୀଡ଼ାକୁ ଅଗ୍ରାଧିକାର ଦେବେ। ଉକ୍ତ କ୍ରୀଡ଼ାର ଉନ୍ନତି ପାଇଁ ସମ୍ପୃକ୍ତ ରାଜ୍ୟ ଫୋକସ କରିବେ। କେନ୍ଦ୍ର...

ବୋଲ୍ଡ ଫଟୋଶୁଟ୍‌ କରି ଚର୍ଚ୍ଚାରେ ଏହି କ୍ରିକେଟରଙ୍କ ସ୍ତ୍ରୀ

ଭାରତୀୟ କ୍ରିକେଟର ମହମ୍ମଦ ଶାମିଙ୍କ ଠାରୁ ଅଲଗା ହେବା ପରଠାରୁ ତାଙ୍କର ପୂର୍ବତନ ସ୍ତ୍ରୀ ହସିନ ଜହାଁ ଚର୍ଚ୍ଚାରେ ରହିଛନ୍ତି। ଏବେ ସେ ସୋସିଆଲ ମିଡିଆରେ...

ଅଷ୍ଟ୍ରେଲିଆନ୍‌ ଓପନ ବ୍ୟାଡ୍‌ମିଣ୍ଟନ:ଭାରତର ଅଭିଯାନ ଶେଷ

ସିଡ୍‌ନୀ, ୬।୬(ପିଟି)- ଏଠାରେ ଚାଲିଥିବା ଅଷ୍ଟ୍ରେଲିଆନ୍‌ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ଭାରତୀୟ ପ୍ରତିଦ୍ୱନ୍ଦ୍ୱିତାର ଶେଷ ହୋଇଛି। ଅଲିମ୍ପିକ୍‌ ଓ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ...

ରାଗିଗଲେ ନେହା କକ୍କର

ବଲିଉଡ୍‌ର ଲୋକପ୍ରିୟ ସିଙ୍ଗ୍‌ର୍‌ ନେହା କକ୍କର ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିକଟରେ ଏକ କମେଡି ଶୋ’ରେ ତାଙ୍କ ମଜାକ୍‌ ଉଡାଯିବାକୁ ନେଇ ସେ ରାଗିଯାଇଛନ୍ତି।...

Advertisement
Archives

Model This Week