Posted inଖେଳ

ଟିମ୍‌ ଇଣ୍ଡିଆର ଏହି ବ୍ୟାଟ୍ସମ୍ୟାନ୍‌ ଇଶାନ୍ତ ଶର୍ମାଙ୍କ ବ୍ୟାଟିଂ କୋଚ୍‌

କିଙ୍ଗଷ୍ଟନ,୧।୯: ଭାରତର ଷ୍ଟାର୍‌ ବୋଲର୍‌ ଇଶାନ୍ତ ଶର୍ମା ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏହି ମ୍ୟାଚ୍‌ରେ ଇଶାନ୍ତ ୮୦ଟି ବଲ ଖେଳି ୭ ଚୌକା ସହ ୫୭ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ଇଶାନ୍ତଙ୍କ ବ୍ୟାଟିଂ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଦଳର ଅଧିନାୟକ ବିରାଟ କୋହଲି। ଡ୍ରେସିଂ ରୁମ୍‌ରେ ବସି ଇଶାନ୍ତଙ୍କ ପ୍ରତି ସଟ୍‌ ଉପରେ ସେ ନଜର ରଖିଥିଲେ। ତାଙ୍କ ଦେଇଥିବା ପ୍ରତି ଟିପ୍ସ ମାନି ଇଶାନ୍ତ ଖେଳୁଥିବାରୁ ସେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସୂଚନାଯୋଗ୍ୟ, ଇଶାନ୍ତ ବ୍ୟାଟିଂ କରିବାକୁ ଆସିବା ପୂର୍ବରୁ ଡ୍ରେସିଂ ରୁମ୍‌ରେ ଇଶାନ୍ତଙ୍କୁ କିଛି ବ୍ୟାଟିଂ ଟିପ୍ସ ଦେଇଥିଲେ କୋହଲି। ଯାହାକୁ ମାନି ଖେଳିବା ସେ ଖେଳିବା ଆରମ୍ଭ କରିଥିଲେ। ସେଥିରେ ସଫଳ ମଧ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିଲେ ଯୁବକ, ଚାପିଦେଲା ଅଜଣା ଗାଡ଼ି

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାରଡ଼ା ନିକଟରେ ରବିବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

‘ଲୋକଙ୍କ ସେବାରେ ଆସିବ ପ୍ରଧାନମନ୍ତ୍ରୀଙ୍କ ଜନୌଷଧି କେନ୍ଦ୍ର’

ପୁରୁଷୋତ୍ତମପୁର,୨୨ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରୋଗୀଙ୍କୁ ସ୍ବଳ୍ପ ମୂଲ୍ୟରେ ବିଭିନ୍ନ ଔଷଧ ଯୋଗାଇଦେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ଜନୌଷଧି କେନ୍ଦ୍ରକୁ ରବିବାର ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ…

ସାଇବର ଠକେଇର ପର୍ଦ୍ଦାଫାଶ, ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବୁଗୁଡ଼ା,୨୨ା୨(କାଳୀଚରଣ ଦାଶ): ସମ୍ପ୍ରତି ବିଭିନ୍ନ ମାଧ୍ୟମରେ ସଚେତନତା ସତ୍ତ୍ବେ ଲୋକେ ସାଇବର ଠକେଇର ଶିକାର ହୋଇଆସୁଥିବା ବେଳେ ଓଡ଼ିଶା ପୋଲିସର ସାଇବର କବଚ ସ୍ବତନ୍ତ୍ର ଅଭିଯାନ ପରିପ୍ରେକ୍ଷୀରେ…

ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କଲେ ମୋଦୀ, ମନ୍ କି ବାତ୍‌ରେ ଚାଷଶୈଳୀର…

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩୧ ତମ ‘ମନ୍ କି ବାତ୍’ ଜରିଆରେ ଦେଶବାସୀଙ୍କୁ ମନର କଥା କହିଛନ୍ତି । ଏହି ସମୟରେ ସେ ଓଡ଼ିଶାର ଯୁବ…

ରେଳଯାତ୍ରୀଙ୍କ ପାଇଁ ଖୁସିଖବର! ବୋର୍ଡିଂ ନିୟମରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୨୨।୨: ଭାରତୀୟ ରେଳବାଇ ଯାତ୍ରୀମାନଙ୍କୁ ଏକ ବଡ଼ ସୁବିଧା ଦେବାକୁ ପ୍ରସ୍ତୁତି ଚଳାଇଛି। ଏଣିକି ଯାତ୍ରୀମାନେ ନିଜର ବୋର୍ଡିଂ ପଏଣ୍ଟ (ଯେଉଁ ଷ୍ଟେଶନରୁ ଟ୍ରେନ ଚଢ଼ିବେ) ବଦଳାଇବା…

ପୁଅଙ୍କୁ ଉପହାରରେ ପାଣ୍ଡ୍ୟା ଦେଲେ ୪ କୋଟିର ଦାମୀ କାର୍‌, ପୂର୍ବ ପତ୍ନୀ ନତାଶା…

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୨୦୨୪ ମସିହାରେ ପତ୍ନୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା।…

Ex-Wifeଙ୍କୁ ଭୁଲି ନାହାଁନ୍ତି ହାର୍ଦ୍ଦିକ! ଏତେ ଟଙ୍କାର କାର ଉପହାର ଦେଲେ, ଜାଣିଲେ ହୋସ୍‌ ଉଡିଯିବ

ନୂଆଦିଲ୍ଲୀ,୨୨।୨: ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ ଏବଂ ପୁଅ ଅଗସ୍ତ୍ୟ ପାଣ୍ଡ୍ୟାଙ୍କୁ ୪ କୋଟି ମୂଲ୍ୟର ଏକ କାର ଉପହାର ଦେଇଛନ୍ତି। ଏହି…

ନିଟିବାଡି ଜଙ୍ଗଲରେ ପୋଲିସ-ମାଓବାଦୀ ମୁଁହାମୁଁହି, ଟଳିଲେ ୨…

ଫୁଲବାଣୀ, ୨୨।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri