Posted inଖେଳ

ଟିମ୍‌ ଇଣ୍ଡିଆ ସମର୍ଥନରେ ବେଙ୍ଗାଲୁରୁ ପୋଲିସର ଟୁଇଟକୁ ସମାଲୋଚନା

ବେଙ୍ଗାଲୁରୁ,୨୩।୯: ସ୍ଥାନୀୟ ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳକୁ ସମର୍ଥନ କରିବା ପାଇଁ ବେଙ୍ଗାଲୁରୁ ସହର ପୋଲିସ ପକ୍ଷରୁ ଏକ ଟୁଇଟ୍‌ କରାଯାଇଥିଲା। ବେଙ୍ଗାଲୁରୁ ସିଟି ପୋଲିସ ପକ୍ଷରୁ ନୋଟିସ କରାଯାଉଛି। ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଦ୍ରୁତ ଗତିରେ ବୋଲିଂ କରିବାକୁ ଆମେ ଅନୁମତି ଦେଉଛି। ଏଥିନେଇ ତଣ୍ଡ ଦେବାକୁ ପଡ଼ିବ ନାହିଁ। ଏହି ଟୁଇଟ୍‌ ଯୋଗୁ ବେଙ୍ଗାଲୁରୁ ପୋଲିସ ସମାଲୋଚିତ ହେବାକୁ ପଡ଼ିଛି। ଜଣେ ଟୁଇଟ୍‌ କରିଛନ୍ତି, ଏଭଳି ଟୁଇଟ୍‌ କରିବା ବଦଳରେ ଯେଉଁମାନେ ରାସ୍ତାରେ ଦ୍ରୁତ ଗତିରେ ଗାଡ଼ି ଚଲାଉଛନ୍ତି ସେମାନଙ୍କୁ ଧର। ଆଉ ତୁମ କର୍ମଚାରୀଙ୍କୁ ଲାଞ୍ଚ ନ ନେବା ପାଇଁ ସଚେତନ କରାଅ। ସେହିଭଳି ଆଉ ଜେଣ ଲେଖିଛନ୍ତି, ବେଙ୍ଗାଲୁରୁରେ କେହି ଦ୍ରୁତ ଗତିରେ ଗାଡ଼ି ଚାଳନା କରିପାରିବେ ନାହିଁ। ରାସ୍ତାରେ ଏତେ ଗାତ ଅଛି, ଗାଡ଼ି ଚଲାଇ ହେଉ ନାହିଁ। ସ୍ଥାନୀୟ ପୋଲିସର ସମର୍ଥନ ସତ୍ତ୍ୱେ ଭାରତକୁ ଦକ୍ଷିଣ ଆଫ୍ରିକା ୯ ଉଇକେଟରେ ହରାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri