ଟିମ୍‌ ‘ଗଲି ବୟ’ ପାଳନ କଲେ ଫିଲ୍ମର ପ୍ରଥମ ବାର୍ଷିକୀ

ମୁମ୍ବାଇ: ଆଲିଆ ଭଟ୍ଟ ଓ ରଣବୀର ସିଂଙ୍କ ଅଭିନୀତ ଫିଲ୍ମ ‘ଗଲି ବୟ’କୁ ଶୁକବ୍ରାର ବର୍ଷେ ପୁରିଛି। ଏହି ଅବସରରେ ଜେୟା ଅଖତର ଇନଷ୍ଟାଗ୍ରାମରେ ଫିଲ୍ମର ପୋଷ୍ଟର ଶେୟାର କରି ‘ହାପି ବାର୍ଥ ଡେ’ ବୋଲି ଲେଖିଛନ୍ତି। ଏଥିପାଇଁ ସେ ସମସ୍ତ ଟିମ୍‌ ମେମ୍ବରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଫିଲ୍ମର ପ୍ରଯୋଜକ ଫରହାନ ଅଖତର ମଧ୍ୟ କିଛି ମେମୋରି ଶେୟାର କରିଛନ୍ତି। ଆଉ ଲେଖିଛନ୍ତି, ‘ଜବ୍‌ ମେ ଗୁଜରା ତେରି ଗଲି ମେ’। ଆଲିଆ ମଧ୍ୟ ପରଦା ପଛର କିଛି କଥା ଶେୟାର କରି ‘ଗଲି ବୟ’ର ବର୍ଷ ପୂର୍ତ୍ତି ପାଳନ କରିଥିବା ଦେଖାଯାଇଛି। ରଣବୀର ମଧ୍ୟ ଫିଲ୍ମର ଫଟୋ ଶେୟାର କରି ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସୂଚନାଯୋଗ୍ୟ, ଏହି ଫିଲ୍ମ ଚଳିତଥର ୯୨ତମ ଓସ୍କାର ଦୌଡରେ ସାମିଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦ ବର୍ଷରେ ଘରେ ନ ଜଣାଇ ମୁମ୍ବାଇ ପଳାଇ ଆସିଥିଲେ ଏହି ଅଭିନେତ୍ରୀ

‘ୟେ ରିସ୍ତା କ୍ୟା କେହେଲାତା ହୈ’ ର ଅକ୍ଷରା ନାମରେ ପରିଚିତ ହିନା ଖାନ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ତାଙ୍କ ଜୀବନ ବିଷୟରେ କହିଛନ୍ତି। ହିନା...

ମହିଳା କ୍ରିକେଟ୍‌ ଦଳ ଗଠନ କଲେ ଅମିତାଭ ବଚ୍ଚନ, ଦଳର ଅଧିନାୟକଙ୍କୁ ଦେଖିଲେ…

ନୂଆଦିଲ୍ଲୀ,୧୪।୧: ନିକଟରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା କନ୍ୟା ସନ୍ତାନର ଅଧିକାରୀ ହୋଇଛନ୍ତି। ବିରାଟ କୋହଲି...

ଫିଲ୍ମ ଫେୟାର ଆଓ୍ବାର୍ଡରୁ ବାଦ୍‌ ପଡ଼ିଲେ କଙ୍ଗନା

ମୁମ୍ବାଇ:ବଲିଉଡ୍‌ର ବିବାଦୀୟ ଅଭିନେତ୍ରୀ କଙ୍ଗନା ରଣାଓ୍ବତ ସବୁବେଳେ ନିଜର ବୟାନ ଓ ପୋଷ୍ଟକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ ପୁଣି ସେ ଚର୍ଚ୍ଚାର ପରିସରକୁ ଆସିଛନ୍ତି।...

ଅନୁପମାଙ୍କଠାରୁ ଅଲଗା ହେବେ ଅନୁଜ !…

ମୁମ୍ବାଇ : ଟିଭି ଶୋ ଅନୁପମାରେ ଏକ ଭିନ୍ନ ସ୍ତରର ଡ୍ରାମା ଜାରି ରହିଛି। ବର୍ତ୍ତମାନ ଏହା ଏକ ନୂଆ ମୋଡ଼ ନେଇ ଆସୁଛି। ଅନୁପମା...

ଅନୁଷ୍କା ଶର୍ମାଙ୍କ ବେବି ବମ୍ପ୍‌ ସହ ବିରାଟ କୋହଲି

ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ...

ଓକିଲଙ୍କ ବଡ଼ ବୟାନ: ଏଥିପାଇଁ ଜୁନ୍‌ ୮ରେ ସୁଶାନ୍ତଙ୍କ ଘର ଛାଡ଼ିଥିଲେ ରିୟା

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାରେ ପ୍ରେମିକା ରିୟା ଚର୍କବର୍ତ୍ତୀଙ୍କ ନାମରେ ରୁଜୁ ହୋଇଛି ମାମଲା। ସୁଶାନ୍ତଙ୍କ ବାପା କେ.କେ. ସିଂ ପାଟଣା...

କେଜିଏଫ୍‌ ଷ୍ଟାରଙ୍କ ଫିଲ୍ମି ଲଭ୍‌ଷ୍ଟୋରୀ: ଅଭିନୟ କରୁକରୁ ପ୍ରେମରେ ନାୟିକାଙ୍କ ପ୍ରେମରେ; ଭ୍ୟାଲେଣ୍ଟାଇନ୍‌ ଡେ’ରେ…

ବମ୍ବେ: କନ୍ନଡ ଫିଲ୍ମଜଗତର ଲୋକପ୍ରିୟ କଳାକାରଙ୍କ ମଧ୍ୟରୁ ଅଭିନେତା ୟଶ ଜଣେ। ୨୦୧୮ରେ ରିଲିଜ ହୋଇଥିବା ଫିଲ୍ମ ‘କେଜିଏଫ୍‌ ଚାପ୍ଟର ୧’ ତାଙ୍କୁ ଖ୍ୟାତି ଦେଇଥିଲା।...

୮ ମାସ ଧରି ମିଳୁନି କାମ

ବମ୍ବେ: ବିଶ୍ୱର ଅଧିକାଂଶ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଛି ମହାମାରୀ କରୋନା। ସେମାନଙ୍କ ମଧ୍ୟରୁ ଜଣେ ହେଲେ ବଲିଉଡର ଜଣାଶୁଣା ଗାୟକ ମିକା ସିଂହ। ଲକ୍‌ଡାଉନ୍‌...

Advertisement
Archives

Model This Week