Posted inଖେଳ

ଟିମ ଇଣ୍ଡିଆରୁ ଗାଙ୍ଗୁଲିଙ୍କ ବିଦା ହେବାର କାରଣ କହିଲେ ଗ୍ରେଗ୍‌ ଚାପେଲ

ବ୍ରିସବେନ,୨୧।୫: କେଉଁ କାରଣରୁ ଟିମ ଇଣ୍ଡିଆରୁ ବାଦ୍‌ ପଡ଼ିଥିଲେ ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି? ସେତେବେଳେ ଭାରତୀୟ ଦଳର କୋଚ୍‌ ପଦରେ ଥିବା ଗ୍ରେଗ୍‌ ଚାପେଲ ଏହି ପ୍ରଶ୍ନର ଉତ୍ତର ଦେଇଛନ୍ତି। ଉଲ୍ଲେଖଥାଉ କି, ୨୦୦୫ରେ ଗାଙ୍ଗୁଲିଙ୍କୁ ଅଧିନାୟକ ପଦରୁ ହଟାଯିବା ସହ ଜାତୀୟ ଦଳରୁ ବାଦ୍‌ ଦିଆଯାଇଥିଲା। ପରେ ଟିମ୍‌ ଇଣ୍ଡିଆର ମଙ୍ଗ ସମ୍ଭାଳିଥିଲେ ରାହୁଲ ଡ୍ରାଭିଡ୍‌। ୨୦୦୭ ଆଇସିସି ବିଶ୍ୱକପ୍‌ରେ ଭାରତୀୟ ଦଳର ବିଫଳତା ପରେ ଚାପେଲ କୋଚ୍‌ ପଦରୁ ବିଦାୟ ନେଇଥିଲେ।

“ ଡ୍ରାଭିଡ୍‌ ଦଳକୁ ଆଗେଇ ନେବାକୁ ଚାହୁଁଥିଲେ। କିନ୍ତୁ ଅନ୍ୟ ବରିଷ୍ଠ ଖେଳାଳିଙ୍କ ଉଦ୍ଦେଶ୍ୟ ଥିଲା ଦଳରେ ସ୍ଥାନ ସୁରକ୍ଷିତ ରଖିବା। କାରଣ ସେମାନଙ୍କ ମଧ୍ୟରୁ ପ୍ରାୟ ଖେଳାଳିଙ୍କ ଅବସର ନେବାର ବୟସ ହୋଇଯାଇଥିଲା। ଏଥିଯୋଗୁ ଦଳରୁ ବାଦ୍‌ ଦିଆଯାଇଥିଲା ଗାଙ୍ଗୁଲିଙ୍କୁ। ଏହା ଦ୍ୱାରା ଅନ୍ୟ ସିନିୟର ଖେଳାଳିଙ୍କୁ ଜଣାଇ ଦେଇଥିଲୁ ପ୍ରଦର୍ଶନ ନ ଥିଲେ ଟିମ୍‌ ଇଣ୍ଡିଆରେ ଯାଗା ନାହିଁ। ଏହା ଟିମ୍‌ ଇଣ୍ଡିଆ ପାଇଁ କାମ ଦେଇଥିଲା। ମାତ୍ର ଗାଙ୍ଗୁଲି ଦଳକୁ ଫେରିବା ପରେ ହଠାତ୍‌ ସବୁକିଛି ବଦଳି ଯାଇଥିଲା ” ବୋଲି କ୍ରିକେଟ୍‌ ଲାଇଫ୍‌ ଷ୍ଟୋରିଜ ସହ ଏକ ଆଲୋଚନାବେଳେ ପୂର୍ବତନ ଅଷ୍ଟ୍ରେଲିଆନ କ୍ରିକେଟର ଏହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri