Posted inଖେଳ

ଟି୨୦ ବିଶ୍ୱକପ୍‌ ନ୍ୟୁଜିଲାଣ୍ଡରେ ଆୟୋଜନ ହୋଇପାରେ: ଡିନ୍‌ ଜୋନ୍ସ

ସିଡ୍‌ନୀ, ୩।୬: ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ନ୍ୟୁଜିଲାଣ୍ଡରେ ଆୟୋଜନ ହୋଇପାରେ ବୋଲି ପୂର୍ବତନ ନ୍ୟୁଜିଲାଣ୍ଡ କ୍ରିକେଟର ଡିନ୍‌ ଜୋନ୍ସ କହିଛନ୍ତି। ନ୍ୟୁଜିଲାଣ୍ଡରେ କୋଭିଡ୍‌-୧୯ ମହାମାରୀ ନିୟନ୍ତ୍ରଣକୁ ଆସିଛି ଓ କିଛିଦିନ ପରେ ସ୍ଥିତି ସ୍ବାଭାବିକ ହେବ ବୋଲି ସେ କହିଛନ୍ତି। ତେଣୁ ଏହି ମେଗା ଇଭେଣ୍ଟ ନ୍ୟୁଜିଲାଣ୍ଡକୁ ସ୍ଥାନାନ୍ତର ହେବାର ଯଥେଷ୍ଟ ସମ୍ଭାବନା ରହିଛି।
ଗତ ୧୨ ଦିନ ମଧ୍ୟରେ ନ୍ୟୁଜିଲାଣ୍ଡରେ କୌଣସି କରୋନ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇନାହିଁ ଓ ଏପର୍ଯ୍ୟନ୍ତ ଦେଶରେ ମାତ୍ର ଜଣେ କରୋନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତେଣୁ ନ୍ୟୁଜିଲାଣ୍ଡରେ ଟି୨୦ ବିଶ୍ୱକପ୍‌ ଆୟୋଜନ ହେବା ପାଇଁ ଉପଯୁକ୍ତ ପରିବେଶ ସୃଷ୍ଟି ହୋଇଛି ବୋଲି ସେ କହିଛନ୍ତି।
ଟି୨୦ ବିଶ୍ୱକପ୍‌ ଅଷ୍ଟ୍ରେଲିଆରେ ଅକ୍ଟୋବର ୧୮ରୁ ନଭେମ୍ବର ୧୫ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ତେବେ କୋଭିଡ୍‌-୧୯ ମହାମାରୀ ବିଶ୍ୱକପ୍‌କୁ ଅନିଶ୍ଚିତତା ଭିତରକୁ ଟାଣି ନେଇଛି। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଆସନ୍ତା ୧୦ ତାରିଖ ବୋର୍ଡ ବୈଠକରେ ଟି୨୦ ବିଶ୍ୱକପ୍‌ ନେଇ ନିଷ୍ପତ୍ତି ନେବ ବୋଲି ଆଶା କରାଯାଉଛି। ଅଷ୍ଟ୍ରେଲିଆରେ ବିଶ୍ୱକପ ଆୟୋଜନ ଅସମ୍ଭବ ବୋଲି ଜୋନ୍ସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ ମୋ ସମୟରେ ଟେଷ୍ଟ ଚାମ୍ପିୟନଶିପ୍‌ ହୋଇଥାନ୍ତା କି’

ଦୁବାଇ, ୨|୮-ମୋ ସମୟରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ହୋଇଥାନ୍ତା କି, ମୋ ମନରେ ବର୍ତ୍ତମାନ ଏ ବିଷୟ ଉଙ୍କି ମାରୁଛି। ଏକଥା କହିଛନ୍ତି, ଅଷ୍ଟ୍ରେଲିଆ କ୍ରିକେଟ...

ଫନୀ ବାତ୍ୟା ପାଇଁ ହକି ଇଣ୍ଡିଆର ୩୧ ଲକ୍ଷ ଟଙ୍କା ସାହାଯ୍ୟ

ଭୁବନେଶ୍ୱର,୮।୮(ସ୍ପୋଟ୍ସ ବ୍ୟୁରୋ)- ପ୍ରଳୟଙ୍କାରୀ ଫନୀ ବାତ୍ୟା ପାଇଁ ହକି ଇଣ୍ଡିଆ ତରଫରୁ ଓଡ଼ିଶା ସରକାରଙ୍କୁ ଅର୍ଥ ପ୍ରଦାନ କରାଯାଇଛି। ହକି ଇଣ୍ଡିଆ ଏଥିପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌...

ସେମିରେ ପରାଜୟ ସତ୍ତ୍ୱେ ବଜରଙ୍ଗ, ଦାହିୟାଙ୍କୁ ଅଲିମ୍ପିକ ଯୋଗ୍ୟତା

ନୁର୍‌-ସୁଲତାନ (କାଜାଖସ୍ତାନ), ୧୯।୯(ପି.ଟି.)- ଏଠାରେ ଚାଲିଥିବା ବିଶ୍ୱ ରେସ୍‌ଲିଂ ଚାମ୍ପିୟନଶିପ୍‌ର ସେମିଫାଇନାଲରେ ପରାଜୟ ସତ୍ତ୍ୱେ ଷ୍ଟାର୍‌ ଭାରତୀୟ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ (୬୫ କିଗ୍ରା) ୨୦୨୦...

ସୁଶାନ୍ତଙ୍କ ସହ କଥା ହୋଇପାରି ନ ଥିବାରୁ ଅବସୋସ ରହିଗଲା: ସୋଏବ ଅଖତର

ନୂଆଦିଲ୍ଲୀ, ୨୮।୬- ନିକଟରେ ଆତ୍ମହତ୍ୟା କରିଥିବା ଯୁବ ଭାରତୀୟ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ସହ କଥା ହୋଇପାରି ନ ଥିବାରୁ ପାକିସ୍ତାନ କ୍ରିକେଟ୍‌ ଦଳର...

୨୦୨୧ ଅଲିମ୍ପିକ୍ସ: ସ୍ଥାନ ବଜାୟ ରଖିବେ ଯୋଗ୍ୟ ଆଥଲେଟ୍‌

ପ୍ୟାରିସ୍‌, ୨୭।୩(ଏଏଫ୍‌ପି): କୋଭିଡ-୧୯ ସଂକ୍ରମଣ ଲାଗି ୨୦୨୦ ଟୋକିଓ ଅଲିମ୍ପିକ୍ପ ସ୍ଥଗିତ ରହିଛି ଓ ଗୋଟିଏ ବର୍ଷ ଘୁଞ୍ଚିଯାଇଛି। ତେବେ ଏହା ସତ୍ତ୍ୱେ ଯେଉଁ ଆଥଲେଟ୍‌ମାନେ...

୨୦୨୦ ୟୁରୋପିଆନ୍‌ ଚାମ୍ପିୟନଶିପ୍‌: ଯୋଗ୍ୟତା ହାସଲ କଲେ ନେଦରଲାଣ୍ଡ୍ସ, ଜର୍ମାନୀ, କ୍ରୋଏସିଆ

ପ୍ୟାରିସ୍‌,୧୭।୧୧(ଏଏଫ୍‌ପି): ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ୟୁରୋପ ମହାଦେଶର ସର୍ବବୃହତ୍‌ ଫୁଟବଲ ଟୁର୍ନାମେଣ୍ଟ ୨୦୨୦ ୟୁରୋପିଆନ ଚାମ୍ପିୟନଶିପ ଖେଳିବାକୁ ଆଉ ୩ଟି ଶକ୍ତିଶାଳୀ ଦେଶ ଯୋଗ୍ୟତା...

ଅଷ୍ଟ୍ରେଲିଆନ୍‌ ଓପନ ବ୍ୟାଡ୍‌ମିଣ୍ଟନ:ଭାରତର ଅଭିଯାନ ଶେଷ

ସିଡ୍‌ନୀ, ୬।୬(ପିଟି)- ଏଠାରେ ଚାଲିଥିବା ଅଷ୍ଟ୍ରେଲିଆନ୍‌ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ଭାରତୀୟ ପ୍ରତିଦ୍ୱନ୍ଦ୍ୱିତାର ଶେଷ ହୋଇଛି। ଅଲିମ୍ପିକ୍‌ ଓ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ...

ଅଳ୍ପ ଦର୍ଶକ ଓ ଜୈବ ସୁରକ୍ଷିତ ପରିବେଶରେ ଅଷ୍ଟ୍ରେଲିଆ ଓପନ୍‌ ଖେଳାଯିବ

ମେଲବୋର୍ନ,୨୫।୭(ଏପି): ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ୍‌ ଆୟୋଜନ ନେଇ ଏବେଠାରୁ ଆୟୋଜକମାନେ ଯୋଜନା ସ୍ଥିର କଲେଣି। ଏହି ଟୁର୍ନାମେଣ୍ଟର ଆଗାମୀ ୨୦୨୧ ସଂସ୍କରଣ...


Coronavirus Update

Archives

Model This Week

Why Dharitri