ପର୍ଥ,୩୦।୧୦: ଟି-୨୦ ବିଶ୍ୱକପ୍ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ଭାରତକୁ ୫ ଉଇକେଟ୍ରେ ପରାସ୍ତ କରିଛି। ଫଳରେ ଭାରତକୁ ଏହି ଟୁର୍ନାମେଣ୍ଟରେ ପ୍ରଥମ ପରାଜୟ ଚାଖିବାକୁ ପଡିଛି। ଏହି ମ୍ୟାଚରେ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ଅଧିନାୟକଙ୍କ ଏହି ନିଷ୍ପତ୍ତି ଠିକ ପ୍ରମାଣିତ ହୋଇ ନ ଥିଲା। ଭାରତର ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ପରେ ସୁର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ଆଧାରରେ ୨୦ ଓଭରରେ ୯ ଉଇକେଟ ହରାଇ ୧୩୩ ରନ ସ୍କୋର କରିପାରିଥିଲା।
୧୩୪ ରନ୍ର ବିଜୟ ଲକ୍ଷ୍ୟକୁ ପିଛା କରି ଦକ୍ଷିଣ ଆଫ୍ରିକାର ଦଳ ଭଲ ଆରମ୍ଭ କରିପାରି ନ ଥିଲା, କିନ୍ତୁ ଅଇଦାନ ମାର୍କ୍ରାମ ଏବଂ ଡେଭିଡ ମିଲର ଅର୍ଦ୍ଧଶତକ ହାସଲ କରି ଦଳକୁ ଜିତିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଡେଭିଡ ମିଲର ୫୯ ରନ୍ରେ ଅପରାଜିତ ରହିଥିଲେ। ଭାରତ ପାଇଁ ଅର୍ଶଦୀପ ସିଂ ଦୁଇଟି ଉଇକେଟ ନେଇଥିଲେ।
ଆଜିର ବିଜୟ ସହ ଦକ୍ଷିଣ ଆଫ୍ରିକା ପଏଣ୍ଟ ଟେବୁଲର ଶୀର୍ଷକୁ ଉନ୍ନୀତ ହୋଇଥିବାବେଳେ ଭାରତ ଦ୍ୱିତୀୟ ସ୍ଥାନକୁ ଖସ ଆସିଛି।
Posted inHome, Home Middle, ଖେଳ View All
ଦମଦାର ବିଜୟ ସହ ସିଜିନ୍ ଆରମ୍ଭ କଲା ରାଜସ୍ଥାନ ରୟାଲ
ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…
୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ
ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…
ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ
ଭୁବନେଶ୍ୱର, ୩୦।୩: ଏମ୍ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…
ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…
ଭୁବନେଶ୍ୱର,୩୦।୩: ଭାଜପା ଏମ୍ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…
ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…
ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…
ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ
ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…
ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ
ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍ର ପ୍ରାରମ୍ଭିକ କିଛି ମ୍ୟାଚ୍ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…
ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍ ଜିତିଲା ରାଜସ୍ଥାନ
ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…
Archives

