ଟୁକୁଣାରେ ରାସ ପଞ୍ଚକ ଉତ୍ସବ: ଜମୁଛି ସାଂସ୍କୃତିକ କାର୍ଯ୍ୟକ୍ରମ

ଆନନ୍ଦପୁର,୧୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଟୁକୁଣା ଗ୍ରାମରେ ରାସ ପଞ୍ଚକ ଉତ୍ସବ ଧୁମ୍‌ଧାମ୍‌ରେ ପାଳିତ ହେଉଛି। ରାସ କମିଟିର ସଭାପତି ଅଜୟ ମିଶ୍ର ଓ ସମ୍ପାଦକ ଦିଲୀପ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଧାକୃଷ୍ଣଙ୍କ ମୃଣ୍ମୟୀ ପ୍ରତୀମା ଯଥାବିଧି ପୂଜା ପାଇଆସୁଛନ୍ତି। ୫ ଦିନ ଧରି ଏହି ପୂଜା ହେବାକୁ ଥିବାବେଳେ ପୁର୍ଣ୍ଣମାଦିନ ଶେଷ ପୂଜା ହେବ। ଏହିକ୍ରମରେ ପ୍ରତ୍ୟେକ ଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସାଙ୍ଗକୁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି। ପୂଜା ମଣ୍ଡପକୁ ଆକର୍ଷଣୀୟ ତୋରଣ ସାଙ୍ଗକୁ ଆଲୋକମାଳାରେ ସୁସଜ୍ଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାରାଣୀ ତ୍ରିପାଠୀ ବରଗଡ଼ର ନୂତନ CDAO

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ନୂତନ ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ଭାବେ ଗୁରୁବାର ମମତାରାଣୀ ତ୍ରିପାଠୀ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri