Posted inଖେଳ

ଟୁର୍‌ ଡି’ ଫ୍ରାନ୍ସ ଆୟୋଜନ ନେଇ ସନ୍ଦେହ

ପ୍ୟାରିସ,୨ା୪ (ଏଏଫ୍‌ପି)-ଚଳିତ ବର୍ଷ ଟୁର୍‌ ଡି’ ଫ୍ରାନ୍ସ ସାଇକ୍ଲିଂ ରେସ୍‌ ହେବ କି ନା ସେ ନେଇ ଆୟୋଜକଙ୍କ ତରଫରୁ ଏପର୍ଯ୍ୟନ୍ତ ସ୍ପଷ୍ଟ କରାଯାଇ ନାହିଁ। କାର୍ଯ୍ୟସୂଚୀ ଅନୁସାରେ ଏହି ପ୍ରତିଯୋଗିତା ଜୁନ୍‌ ୨୭ରେ ଆରମ୍ଭ ହୋଇ ଜୁଲାଇ ୧୯ରେ ପ୍ୟାରିସ୍‌ସ୍ଥିତ ଚାମ୍ପ୍ସ-ଏଲିସେସ୍‌ଠାରେ ଶେଷ ହୋଇଥାନ୍ତା। ମହାମାରୀ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇ ଫ୍ରାନ୍ସରେ ଇତିମଧ୍ୟରେ ୩,୦୦୦ଜଣଙ୍କର ମୃତ୍ୟୁ ଘଟିଲାଣି। ଦେଶରେ ଲକ୍‌ଡାଉନ୍‌ ତୃତୀୟ ସପ୍ତାହରେ ପହଞ୍ଚତ୍ଛି। ପ୍ରତିଯୋଗିତାର ଆୟୋଜନ ଅବା ସ୍ଥଗିତ କିମ୍ବା ବାତିଲ ହେବ ତାହା ଆୟୋଜକଗଣ ସ୍ପଷ୍ଟ କରୁନାହାନ୍ତି। ଆୟୋଜକ ମୁଖ୍ୟ ଖ୍ରିଷ୍ଟିଆନ ପ୍ରୁଧୋମ୍‌ କହିଛନ୍ତି ଏହି ଲୋକପ୍ରିୟ ପ୍ରତିଯୋଗିତାକୁ ସ୍ଥଗିତ ଅବା ବାତିଲ କରିବା ସହଜ ନୁହେଁ। ତେବେ ଜନସାଧାରଣଙ୍କ ସ୍ବାର୍ଥକୁ ଅଗ୍ରାଧିକାର ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚେକ୍‌ ରିପବ୍ଲିକ୍‌ ଦଳରେ ସ୍ଥାନ ପାଇଲେ ୧୭ ବର୍ଷୀୟ ଏହି ଖେଳାଳି, ଜାଣନ୍ତୁ…

ପ୍ରେଗ୍‌,୧ା୬: ବିଶ୍ୱକପ୍‌ ପାଇଁ ଚେକ୍‌ ରିପବ୍ଲିକ ଫୁଟ୍‌ବଲ ଦଳରେ ସ୍ପାର୍ଟା ପ୍ରେଗ୍‌ ୧୭ ବର୍ଷୀୟ ମିଡ୍‌ଫିଲ୍ଡର ହୁଗୋ ସୋଚୁରେକ୍‌ ସ୍ଥାନ ପାଇଛନ୍ତି। କୋସୋଭୋ ବିପକ୍ଷ ଏକ ଓ୍ବାର୍ମଅପ୍‌…

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପାକିସ୍ତାନରେ ଆଇପିଏଲ ବ୍ୟାନ୍‌, ହେଲେ ସୀମା ଆରପାରିରେ ଜୋର୍‌ ଚାଲିଛି ବୈଭବଙ୍କ ଚର୍ଚ୍ଚା; ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧।୬: IPL ୨୦୨୬ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ବୈଭବ ସୂର୍ଯ୍ୟବଂଶୀ ଏହି ସିଜିନରେ ସର୍ବାଧିକ ରନ କରିଥିଲେ। ସେ ୧୬ ମ୍ୟାଚରେ ୧୬ ଇନିଂସରେ ୭୭୬…

ବିକ୍ରି ହୋଇଥିଲେ ୧.୧୦ କୋଟିରେ, ଏବେ ବ୍ୟାଙ୍କ ଆକାଉଣ୍ଟକୁ ଆସିବ କୋଟି କୋଟି ଟଙ୍କା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧।୬: IPL ୨୦୨୬ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ଉଲ୍ଲେଖନୀୟ ସିଜନ ଥିଲା। ସେ ଅନେକ ପୁରସ୍କାର ଜିତିଥିଲେ, ଯେଉଁଥିରେ ଅରେଞ୍ଜ କ୍ୟାପ ମଧ୍ୟ ଥିଲା, ଯାହା…

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

ଟ୍ରଫିରେ ଏମିତି କ’ଣ ଲେଖାଥିଲା ଯାହାକୁ ଦେଖି ହସି ପକାଇଲେ ବିରୁଷ୍କା? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତି ଲଗାତାର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଗୁଜରାଟ ଟାଇଟନ୍ସ…

GT ବସରେ କେମିତି ଲାଗିଲା ନିଆଁ, ସାମ୍ନାକୁ ଆସିଲା ଭିଡ଼ିଓ, ଘଣ୍ଟାଏ ରାସ୍ତା କଡ଼ରେ ବସି ରହିଲେ ଖେଳାଳି

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ ଦଳ ହୋଟେଲକୁ ଫେରୁଥିବା ବେଳେ ଗୁଜୁରାଟ ଟାଇଟାନ୍ସ ଦଳର ବସରେ ନିଆଁ ଲାଗିଯାଇଥିଲା; ଘଟଣାର ଏକ ଭିଡ଼ିଓ ଏବେ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri