Posted inଜାତୀୟ

ଟେକାମାଡ଼ରେ ଟ୍ରକ୍‌ ଡ୍ରାଇଭର ମୃତ

ଶ୍ରୀନଗର,୨୬ା୮(ପି.ଟି.): ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲା ଜରାଦିପୋରା ଉରାନହାଲ୍‌ ଅଞ୍ଚଳରେ ରବିବାର ରାତିରେ ଟେକାମାଡ଼ରେ ଜଣେ ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ୪୨ ବର୍ଷୀୟ ନୁର ମହମ୍ମଦ ଦାର୍‌ ଘରକୁ ଫେରୁଥିବାବେଳେ ସ୍ଥାନୀୟ ବିକ୍ଷୋଭକାରୀମାନେ ତାଙ୍କ ଟ୍ରକ୍‌କୁ ସୁରକ୍ଷା ବଳର ମନେକରି ଟେକାମାଡ଼ କରିଥିଲେ। ନୁରଙ୍କ ମୁଣ୍ଡରେ ଟେକାମାଡ଼ ହେବା ପରେ ତାଙ୍କୁ ଏକ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଟେକାମାଡ଼କାରୀଙ୍କୁ ଧରି କଡ଼ା କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସ ମହାନିର୍ଦ୍ଦେଶକ ଦିଲବାଗ୍‌ ସିଂ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ପିଜି ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ସ୍ବତନ୍ତ୍ର ସୁରକ୍ଷା ଗ୍ରୁପ୍‌ (ଏସ୍‌ପିଜି) ସଂଶୋଧନ ବିଲ୍‌ ଲୋକ ସଭାରେ ବୁଧବାର ଗୃହୀତ ହୋଇଯାଇଛି। ବିଲ୍‌କୁ ବିରୋଧ କରି କଂଗ୍ରେସ ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ।...

ଶହୀଦଙ୍କ ମୃତଦେହ ଖୋଜୁଛି ବାୟୁସେନା, ବାଧକ ସାଜିଛି ଝଡବର୍ଷା

ରାୟପୁର,୪।୪: ଛତିଶଗଡ଼ରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟରେ ୨୨ ଜଣ ଯବାନ ଶହୀଦ ହୋଇଛନ୍ତି। ତେବେ ଏହି ଯବାନଙ୍କ ପ୍ରତି ଆକ୍ରମଣରେ ୧୫ରୁ ଅଧିକ...

ବାତ୍ୟା ବୁଲ୍‌ବୁଲ୍‌ରେ ହୋଇଥିବା କ୍ଷୟକ୍ଷତିକୁ ନେଇ ମମତାଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୧୦।୧୧: ବାତ୍ୟା ବୁଲ୍‌ବୁଲ୍‌ ଶନିବାର ରାତିରେ ପଶ୍ଚିମବଙ୍ଗ ୨୪ ପ୍ରଗଣା ଜିଲାର ସାଗରଦୀପ ଓ ବାଂଲାଦେଶର ଖେପପୁରା ମଧ୍ୟରେ ସ୍ଥଳଭାଗ ଛୁଇଁଛି। ଏହାର ପ୍ରଭାବରେ ଅନେକ...

ବାର୍ଡ ଫ୍ଲୁ ଆତଙ୍କ: କେରଳରେ ବିପର୍ଯ୍ୟୟ ଘୋଷଣା, ଚିକେନ୍‌-ଅଣ୍ଡା ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫।୧: ମହାମାରୀ କରୋନା ପରେ ଏବେ ଦେଶରେ ନୂଆ ସଙ୍କଟ ଦେଖାଦେଇଛି। ଦେଶର ଅନେକ ରାଜ୍ୟରେ ବାର୍ଡ ଫ୍ଲୁ ଆତଙ୍କ ସୃଷ୍ଟି ହୋଇଛି। ରାଜସ୍ଥାନ, ମଧ୍ୟପ୍ରଦେଶ...

ଲଖିମପୁର ଖେରି ଘଟଣାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ

ନୂଆଦିଲ୍ଲୀ,୬।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସାରେ ୪ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅର ସମ୍ପୃକ୍ତି ଘଟଣାକୁ ସୁପ୍ରିମକୋର୍ଟ ନିଜ ହାତକୁ ନେଇଛନ୍ତି।...

ମା’-ବାପା ଭଲ ପାଉନାହାନ୍ତି,ଅଭିଯୋଗ ନେଇ ଥାନାରେ ପହଞ୍ଚିଲେ ଭଉଣୀ- ଭାଇ

ଗାଜିଆବାଦ୍‌,୨୯।୮: ଉତ୍ତରପ୍ରଦେଶ ଗାଜିଆବାଦ୍‌ରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ମା-ବାପା ଭଲ ପାଉନଥିବା ଅଭିଯୋଗ କରି ଥାନାରେ ପହଞ୍ଚିଛନ୍ତି ଭାଇଭଉଣୀ। ପୋଲିସ୍‌ ଅଭିଭାବକଙ୍କୁ କ’ଣ...

୪ ଜେଇଏମ୍‌ ଆତଙ୍କବାଦୀଙ୍କ ବିରୋଧରେ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୩ା୨(ପି.ଟି.): ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣର ପାକିସ୍ତାନୀ ମାଷ୍ଟରମାଇଣ୍ଡଙ୍କ ୪ ସହଯୋଗୀ ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀଙ୍କ ବିରୋଧରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ବୁଧବାର ଅତିରିକ୍ତ ଚାର୍ଜଶିଟ୍‌...

‘ଷ୍ଟ୍ରିଟ୍‌ ଡ୍ୟାନ୍ସର ୩ଡି’ରେ ଶ୍ରଦ୍ଧା କପୁର

ମୁମ୍ବାଇ: ଅପ୍‌କମିଂ ଫିଲ୍ମ ‘ଷ୍ଟ୍ରିଟ୍‌ ଡ୍ୟାନ୍‌ସର ୩ଡି’ରେ ଅଭିନୟ କରୁଛନ୍ତି ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର। ସେ ଶୁଟିଂସେଟ୍‌ର ଏକ ଅବିସ୍ମରଣୀୟ ମୁହୂର୍ତ୍ତରେ ବେଶ୍‌ ଖୁସି...

Advertisement


Archives

Model This Week