ଟେକ୍ସାସ ଚର୍ଚ୍ଚରେ ଗୁଳିକାଣ୍ଡ: ୨ ନିହତ

ହ୍ୟୁଷ୍ଟନ,୩୧ା୧୨(ପି.ଟି.): ଟେକ୍ସାସ୍‌ର ଏକ ଚର୍ଚ୍ଚରେ ରବିବାର ଜଣେ ବନ୍ଧୁକଧାରୀ ଗୁଳି ଚଳାଇବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ସୁରକ୍ଷା ଯବାନଙ୍କ ଗୁଳିରେ ଆକ୍ରମଣକାରୀ ନିହତ ହୋଇଛନ୍ତି। ହ୍ବାଇଟ୍‌ ସେଟଲମେଣ୍ଟରେ ଥିବା ଫ୍ରିଓ୍ବେ ଚର୍ଚ୍ଚରେ ଲୋକମାନେ ପ୍ରାର୍ଥନା କରୁଥିବାବେଳେ ବନ୍ଧୁକଧାରୀ ଗୁଳି ଚଳାଇଥିଲେ। ଭିଡିଓ ଫୁଟେଜ୍‌ରେ ଦେଖାଯାଇଛି ଆକ୍ରମଣକାରୀ ଚର୍ଚ୍ଚରେ ପହଞ୍ଚତ୍ବା ପରେ ଜଣକ ସହ କଥା ହୋଇଥିଲେ ଓ ବନ୍ଧୁକ ବାହାର କରି ଗୁଳି ଚଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗୁଲ ମ୍ୟାପ ଦେଖି କାଦୁଅରେ ଫସିଗଲେ ଶହେ ଗାଡି

ଓ୍ବାଶିଂଟନ,୩୦।୬: ଗୁଗୁଲ ସବୁବେଳେ ସଠିକ୍‌ ତଥ୍ୟ ଦେଇଥାଏ ବୋଲି ଲୋକଙ୍କର ବିଶ୍ୱାସ ରହିଛି। ହେଲେ ଆମେରିକାର କିଛି ଲୋକ ଏହା ଉପରେ ବିଶ୍ୱାସ କରି ଏବେ...

କୋଭିଡ୍‌-୧୯ ମାନବ ଜାତିର ଶତ୍ରୁ: ଡବ୍ଲ୍ୟୁଏଚ୍‌ଓ

ଜେନେଭା/ବର୍ଲିନ,୧୯ା୩ (ଏଏଫ୍‌ପି): କାରୋନା ଭୂତାଣୁ ସାରା ମାନବ ଜାତିର ଶତ୍ରୁ ବୋଲି କହିଛନ୍ତି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ମୁଖ୍ୟ ଟେଡ୍ରୋସ ଆଧାନୋମ ଘେବ୍ରେୟେସସ୍‌। ତେଣୁ...

ନେପାଳ ସାଜିଛି ଚାଇନା ହାତର କଣ୍ଢେଇ: କାଲାପାନିରେ ନିର୍ମାଣ କରୁଛି ମିଲିଟାରୀ ବାରାକ୍‌

କାଠମାଣ୍ଡୁ/ନୂଆଦିଲ୍ଲୀ, ୨୯।୯: ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଭାରତ ଏବଂ ଚାଇନା ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ନେପାଳର କାର୍ଯ୍ୟଧାରାରେ...

ବିଶ୍ୱ ସମୁଦାୟର ସହଯୋଗ ଲୋଡ଼ିଲା ପାକ୍‌

ଇସ୍‌ଲାମାବାଦ,୯।୮(ପି.ଟି.):କଶ୍ମୀର ପ୍ରସଙ୍ଗରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଗୁରୁବାର ଅନ୍ତର୍ଜାତୀୟ ସମୁଦାୟର ସହଯୋଗ ଲୋଡିଛନ୍ତି। କଶ୍ମୀରବାସୀଙ୍କ ଉପରେ ଭାରତ ସାମରିକ ବଳ ପ୍ରୟୋଗ କରୁଛି। ଅନ୍ତର୍ଜାତୀୟ...

ଆଫଗାନିସ୍ତାନରେ ଯାତ୍ରୀ ବିମାନ ଦୁର୍ଘଟଣାଗ୍ରସ୍ତ

କାବୁଲ,୨୭।୧: ଆଫଗାନିସ୍ତାନରେ ଏକ ଯାତ୍ରୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ପୂର୍ବ ଗଜନି ଅଞ୍ଚଳର ଦେହ ୟାକ ଜିଲାରେ ସୋମବାର ଅପରାହ୍ନରେ ଏରିୟାନା ଆଫଗାନ ଏୟାରଲାଇନ୍ସର ବିମାନ...

୪୪ ବର୍ଷରେ ବନ୍ୟ ପ୍ରାଣୀଙ୍କ ସଂଖ୍ୟା କମିଛି ୬୦ ପ୍ରତିଶତ: ପ୍ରତିଦିନ ଶହେ ହାତୀଙ୍କ ମୃତ୍ୟୁ ଘଟୁଛି

ଓ୍ବାଶିଂଟନ,୨୫।୭: ପୃଥିବୀରେ ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ନକାରାତ୍ମକ ପ୍ରଭାବ ଜଙ୍ଗଲ ପରିସୀମା ଉପରେ ପଡ଼ିବାରେ ଲାଗିଛି। ଜଙ୍ଗଲ ଅଭାବ ଯୋଗୁ ବନ୍ୟ ପ୍ରାଣୀଙ୍କ ସଂଖ୍ୟା...

ଏହି ଦେଶର କଠୋର ନିୟମ : ଓଜନ କମ୍‌ ବେଶି ହେଲେ କରିବାକୁ ପଡ଼ିବ ନୂଆ ପାସପୋର୍ଟ

ନିଜ ଦେଶରୁ ଅନ୍ୟ କୌଣସି ଦେଶକୁ ଯିବା ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ହେଉଛି ପାସପୋର୍ଟ। ଏହା ଅନ୍ତର୍ଜାତୀୟ ସ୍ତରରେ ଭ୍ରମଣ କରୁଥିବା ବ୍ୟକ୍ତିଙ୍କ ପରିଚୟ।...

ଅକ୍ସିଜେନ ଟାଙ୍କିରେ ବିସ୍ଫୋରଣ : ୮୨ ମୃତ

ବାଗ୍‌ଦାଦ, ୨୫।୪: ଇରାକ ରାଜଧାନୀ ବାଗ୍‌ଦାଦର ଦିୟାଲା ବ୍ରିଜ୍‌ ଅଞ୍ଚଳରେ ଥିବା ଇବ୍‌ନ ଖାଟିବ୍‌ ହସ୍ପିଟାଲରେ ଶନିବାର ଘଟିଥିବା ଅଗ୍ନିକାଣ୍ଡ ଯୋଗୁ ୮୨ ଜଣଙ୍କ ମୃତ୍ୟୁ...

Advertisement


Archives

Model This Week