Posted inଫୁରସତ

ଟେଡି ଡେ’: ସାଥୀଙ୍କୁ କେଉଁ ରଙ୍ଗର ଟେଡି ଦେଲେ କ’ଣ ହୋଇଥାଏ ଜାଣନ୍ତୁ

କପଲ୍‌ଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍‌ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି ପ୍ରପୋଜ୍‌ ଡେ’ ବା ପ୍ରେମ ନିବେଦନ ଦିବସ। ସେହିପରି ତୃତୀୟ ଦିବସରେ ଚକୋଲେଟ୍‌ ଦେଇ ପ୍ରେମୀଯୁଗଳ ମୁହଁ ମିଠା କରିସାରିଥିବା ବେଳେ ୪ର୍ଥ ଦିନଟି ସବୁଠୁ କ୍ୟୁଟ୍‌ ଦିନ। ଏହି ଦିନଟିକୁ ଖାସ୍‌ କରିବା ପାଇଁ ପ୍ରେମୀଯୁଗଳ ଟେଡି ଡେ’ ପାଳନ କରିଥାନ୍ତି। ଟେଡି ଜରିଆରେ ମନର ଭାବନା ପରିପ୍ରକାଶ କରିବା ସତେ ଯେମିତି ଏକ ମାଧ୍ୟମ ହୋଇଥାଏ। ପରସ୍ପରକୁ ଟେଡି ଉପହାର ଦେଇ ପ୍ରେମସମ୍ପର୍କକୁ ଆହୁରି ସୁଦୃଢ଼ କରିଥାନ୍ତି। ଦିନଟିକୁ ସ୍ମରଣୀୟ ତଥା ଆହୁରି ରୋମାଞ୍ଚକର କରିବା ପାଇଁ ଟେଡି ଉପହାର ଦିଆଯାଇଥାଏ।

କପଲଙ୍କ ଚାହିଦାକୁ ଦେଖି ଆଜିକାଲି ବଜାରରେ ମଧ୍ୟ ଭିନ୍ନ ଭିନ୍ନ ପ୍ରକାର ଟେଡି ବିକ୍ରି ହେଉଛି। ସାଥୀଙ୍କୁ ଆକର୍ଷିତ କଲା ପରି ଟେଡି ବିୟର, ହାର୍ଟ ଶେପ୍‌ ଟେଡି, ଫ୍ରି ଟେଡି ଷ୍ଟିକ୍‌, ଟେଡି ବ୍ଲାକ୍ସ, ଟେଡି ରୋଜ୍‌, ଟେଡି ବୁକେ ଆଦି ଉପଲବ୍ଧ। ଏହାକୁ କିଣି ଏଥିରେ କିଛି ସାଥୀଙ୍କ ମନକୁ ଛୁଇଁଲା ପରି ବାର୍ତ୍ତା ଲେଖି ପଠାଇ ଦେଖନ୍ତୁ ସମ୍ପର୍କର ଗାଡ଼ି ଆଗକୁ ଆଗକୁ ମାଡ଼ି ଚାଲିବ।


ସାଥୀଙ୍କୁ କେଉଁ ରଙ୍ଗର ଟେଡି ଦେଲେ ଏହା କ’ଣ ସୂଚାଇଥାଏ ତାହା ମଧ୍ୟ ଜାଣି ରଖନ୍ତୁ। ଲାଲ୍‌ ରଙ୍ଗ ହେଉଛି ପ୍ରେମର ପ୍ରତୀକ। ଲାଲ୍‌ ରଙ୍ଗର ଟେଡି ଦେଲେ ପ୍ରେମ ସମ୍ପର୍କ ମଜଭୁତ ହୋଇଥାଏ। ବ୍ଲୁ ରଙ୍ଗର ଟେଡି ଦେଲେ ଆପଣଙ୍କ ପ୍ରେମ ଆହୁରି ଗଭୀର ହୋଇଥାଏ। ଜଣଙ୍କ ବିନା ଅନ୍ୟ ଜଣଙ୍କ ଜୀବନ ଯେମିତି ଅଧୁରା ହୋଇଥାଏ। ଅରେଞ୍ଜ ରଙ୍ଗର ଟେଡି ଦେଲେ ସାଥୀଙ୍କୁ ଆପଣ ବହୁତ ଭଲ ପାଉଛନ୍ତି ବୋଲି ସୂଚାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସଂଗ୍ରାମୀଙ୍କ ଗାଁ କୃଷ୍ଣନଗର

କୃଷ୍ଣନଗର, ସ୍ବାଧୀନତା ସଂଗ୍ରାମ ଇତିହାସରେ ଏହି ଗାଁର ରହିଛି ସ୍ବତନ୍ତ୍ର ସ୍ଥାନ। ଯାଜପୁର ଜିଲା ବରୀ ଅଞ୍ଚଳର ଏହି ଗାଁଟି ସଂଗ୍ରାମୀଙ୍କ ଗାଁ ଭାବେ ବିଦିତ।...

ତାରରେ ଝୁଲି ବିବାହ କଲେ ଏହି ଯୋଡ଼ି, ଫଟୋ ଭାଇରାଲ

ଅନେକ ଲୋକଙ୍କୁ କିଛି ଭିନ୍ନ କରି ଦେଖାଇବାର ନିଶା ଘାରିଥାଏ। ଏଥିପାଇଁ ସେମାନେ କିଛି ବି କରିବାକୁ ପ୍ରସ୍ତୁତ ଥାନ୍ତି। ଏଇ ଯେମିତି ଜର୍ମାନୀର ଏକ...

ଚତୁର୍ଥୀ ରାତିରେ ଚାଲିଗଲା କନ୍ୟାଙ୍କ ଜୀବନ, ଜାଣିଲେ…

ବ୍ରାସିଲିଆ,୧୬ା୬: ବିବାହ ପରେ ବରକନ୍ୟାଙ୍କ ଜୀବନରେ ପ୍ରଥମ ରାତିକୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ମାତ୍ର ବ୍ରାଜିଲରେ ଏକ ନବଦମ୍ପତିଙ୍କ ସହ ଏମିତି ଘଟିଛି ଯାହା...

ଜଙ୍ଗଲରେ ମନଖୋଲି ନାଚୁଛି ଭାଲୁଛୁଆ, ଭିଡିଓ ଦେଖନ୍ତୁ…

ଶୈଶବ ସଦାକାଳ ସୁନ୍ଦର। କୋମଳତା ସହ ଚପଳତାରେ ଭରପୂର। ସେ ମଣିଷ ଛୁଆଟିଏ ହେଉ ଅବା ପଶୁ, ସମସ୍ତଙ୍କ ନିକଟରେ ସ୍ବତନ୍ତ୍ରତା ରହିଥାଏ। ଅନେକ ସମୟରେ...

୨୦୪୦ ବେଳକୁ ପୃଥିବୀର ୩୩ଟି ଦେଶରେ ମିଳିବନି ପିଇବା ପାଣି: ୨ ଶହ ସହରରେ ସୃଷ୍ଟି ହେବ ଜଳସଙ୍କଟ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୩: ଜଜଳବାୟୁ ପରିବର୍ତ୍ତନ, ବିଶ୍ୱତାପନ ଏବଂ ପ୍ରଦୂଷଣ ଯୋଗୁ ପୃଥିବୀ ଏବେ ଜଳ ସଙ୍କଟ ଦେଖାଦେଇଛି। ଲୋକଙ୍କୁ ପିଇବା ପାଣି ମିଳୁନି। ପୃଥିବୀର ୪ ଶହରୁ...

ଅଜବ କାକ୍‌ଟସ୍‌

କାକଟସ୍‌ ସାଧାରଣତଃ କଣ୍ଟା ଜାତୀୟ ଓ ଦେଖିବାକୁ ଖୁବ୍‌ ଆକର୍ଷଣୀୟ । କେବଳ ବଗିଚା ନୁହେଁ ଏହାକୁ ଘର ଭିତରେ ମଧ୍ୟ ଲଗାଯାଇଥାଏ। ତେବେ ଏମିତି...

୩ ମାଲବାହୀ ଗାଡ଼ିକୁ ଯୋଡ଼ାଗଲା: ୧୭୭ ଓ୍ବାଗନ ନେଇ ଯାତ୍ରା କଲା ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌

ବିଳାସପୁର,୮।୨: ଭାରତୀୟ ରେଳ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ୩ ମାଲବାହୀ ଗାଡ଼ିକୁ ଯୋଡ଼ାଯାଇଛି। ମୋଟ ୧୭୭ଟି ଓ୍ବାଗନକୁ ନେଇ ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌...

ଘୋଡା ଉପରେ ବସିବାକୁ ଉଦ୍ୟମ କରୁଥିଲେ ଯୁବକ: ଆଉ ତା ପରେ ଘଟିଲା ଏମିତି…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେବାରେ ଲାଗିଛି। ବର୍ତ୍ତମାନ ଜଣେ ଯୁବକ ଘୋଡା ଉପରେ ବସିବାକୁ ଉଦ୍ୟମ କରୁଥିବା ଭିଡିଓ ଭାଇରାଲ ହୋଇଛି।...

Advertisement
Archives

Model This Week