Posted inଖେଳ

ଟେନିସ୍‌ କୋର୍ଟରେ ଫୁଟ୍‌ବଲ ଖେଳିଲେ

ହାଲେ(ଜର୍ମାନୀ),୧୯ା୬: ଏଠାରେ ଚାଲିଥିବା ହାଲେ ଓପନ ଗ୍ରାସ କୋର୍ଟ ଟୁର୍ନାମେଣ୍ଟରେ ଏକ କୌତୂହଳପୂର୍ଣ୍ଣ ଘଟଣା ଦେଖିବାକୁ ମିଳିଛି। ବେନୋଟ ପାଇରେ ଓ ଜୋ ଓ୍ବିଲଫ୍ରେଡ ଟିସୋଙ୍ଗା ମଧ୍ୟରେ ଖେଳାଯାଇଥିବା ପୁରୁଷ ସିଙ୍ଗଲ୍ସ ବର୍ଗର ଏକ ମ୍ୟାଚ୍‌ରେ ଦୁଇ ଖେଳାଳି ଟେନିସ ବଲ ସହ କୋର୍ଟରେ ଫୁଟ୍‌ବଲ ଖେଳିଛନ୍ତି। ପ୍ରଥମ ସେଟ୍‌ରେ ସର୍ଭିସ କରିବାବେଳେ ଦୁର୍ଭାଗ୍ୟବଶତଃ ପାଇରେଙ୍କ ହାତରୁ ର଼୍ୟାକେଟ୍‌ ଖସିଯାଇଥିଲା।ଟିସୋଙ୍ଗାଙ୍କ ଲକ୍ଷ୍ୟପୂର୍ଣ୍ଣ ରିଟର୍ନ ଶଟ୍‌ ଯୋଗୁ ଫ୍ରାନ୍ସ ଖେଳାଳି ପାଇରେ ଆଉ ର଼୍ୟାକେଟ୍‌ ଉଠାଇବାକୁ ସୁଯୋଗ ପାଇ ନ ଥିଲେ। ଏଥିଯୋଗୁ ସେ ବଲକୁ କିକ୍‌ କରିଥିଲେ। ପ୍ରତିପକ୍ଷ ଟିସୋଙ୍ଗା ଚେଷ୍ଟ୍‌ରେ ବଲକୁ ରୋକିବା ପରେ ରିଟର୍ନ କିକ୍‌ ମାରିଥିଲା। ଯାହାର ଜବାବ ମଧ୍ୟ ପାଇରେ ଦେଇଥିଲେ। ୩୪ ବର୍ଷୀୟ ଟିସୋଙ୍ଗା ଖେଳାଳି ହେଡର ଜରିଆରେ ପୁଣି ବଲକୁ ପାସ କରିଥିଲେ। କିନ୍ତୁ ଏଥର ପାଇରେ ବଲକୁ ସିଧାସଳଖ ଟିସୋଙ୍ଗାଙ୍କ ପାଖକୁ ମାରି ପାରି ନ ଥିଲେ। ଫଳରେ ସେ ପଏଣ୍ଟ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri