Posted inଖେଳ

ଟେନିସ କୋର୍ଟକୁ ଫେରିବେ ସାନିଆ

ମୁମ୍ବାଇ,୨୮।୧୧- ଭାରତୀୟ ଷ୍ଟାର ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ଆସନ୍ତା ବର୍ଷ ୨୦୨୦ ଜାନୁୟାରୀରେ ହବାର୍ଟ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତାରେ କୋର୍ଟକୁ ଫେରିବେ। ଏ ନେଇ ସେ ଗୁରୁବାର ସ୍ପଷ୍ଟ କରିଛନ୍ତି। ଦୀର୍ଘ ଦୁଇ ବର୍ଷର ବ୍ୟବଧାନ ପରେ ସେ କୋର୍ଟକୁ ଫେରିବାକୁ ଯାଉଛନ୍ତି। ୩୩ ବର୍ଷୀୟ ସାନିଆ ଅନ୍ତିମ ଥର ୨୦୧୭ରେ ଚାଇନା ଓପନରେ ଖେଳିଥିଲେ। ସେ ୟୁକ୍ରେନର ନାଡିଆ କିଚେନୋକଙ୍କୁ ସାଥୀ କରି ଖେଳିବେ। ମୁଁ ହବାର୍ଟଠାରେ ଖେଳିବି ଓ ତା’ପରେ ଅଷ୍ଟ୍ରଲିଆନ ଓପନରେ ଅଂଶଗ୍ରହଣ କରିବି। ମୁଁ ମୁମ୍ବାଇଠାରେ ଖେଳିବା ନେଇ ଯୋଜନା କରୁଛି। କିନ୍ତୁ ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇ ନାହିଁ ବୋଲି ୬ ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ସାନିଆ କହିଛନ୍ତି। ଅଷ୍ଟ୍ରେଲିଆନ ଓପନର ମିକ୍ସଡ୍‌ ଡବଲ୍ସରେ ଆମେରିକାର ରାଜୀବ ରାମଙ୍କ ସହ ଯୋଡ଼ି ହୋଇ ସେ ଖେଳିବେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲା ଆୟାରଲାଣ୍ଡ

କେପଟାଉନ୍‌,୧୪।୭: ଆୟାରଲାଣ୍ଡ ଏବଂ ଦକ୍ଷିଣଆଫ୍ରିକା ମଧ୍ୟରେ ଚାଲିଥିବା ଦିନିକିଆ ସିରିଜ୍‌ର ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଆଣ୍ଡି ବଲବର୍ନିଙ୍କ ଉଜ୍ଜ୍ୱଳ ଶତକ ଏବଂ ପରେ ବୋଲରଙ୍କ ଉତ୍କୃଷ୍ଟ...

ଗାଭାସ୍କରଙ୍କ ପ୍ରସ୍ତାବ: ଭାରତ, ଅଷ୍ଟ୍ରେଲିଆ ମଧ୍ୟରେ ବଦଳ ହେଉ ଟି-୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୧।୪(ପି.ଟି.): କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଦେଇଛନ୍ତି। ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟ ଟି୨୦...

କ୍ରିକେଟ୍‌ରେ ନୂଆ ସ୍ମାର୍ଟ ବଲ୍‌

ଓ୍ବେଲିଂଟନ, ୧୩।୮- ଆଧୁନିକ କ୍ରିକେଟ୍‌ରେ ଟେକ୍ନୋଲୋଜି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିସାରିଛି। ଏବେ କ୍ରିକେଟ୍‌ ଖେଳରେ ଆଉ ଏକ ନୂଆ ଟେକ୍ସନୋଲୋଜିର ପ୍ରୟୋଗ ଦେଖିବାକୁ...

୧୧୨ କିଲୋ ଓଜନର କ୍ରିକେଟର୍‌ଙ୍କ ଚୟନକୁ ନେଇ ରାଗିଲେ ଅଧିନାୟକ

ଇସଲାମାବାଦ,୧୭।୩: ପାକିସ୍ତାନ ଦଳରେ ସର୍ବଦା ପ୍ରତିଭା ସମ୍ପନ୍ନ ଖେଳାଳି ଥାନ୍ତି। କିନ୍ତୁ ଏହା ସତ୍ତ୍ୱେ ଏହି ଦଳ ଭଲ ପ୍ରଦର୍ଶନ କରିବାରେ ସକ୍ଷମ ହୋଇପାରୁନାହିଁ। ଦଳ...

ମହିଳା ବିଶ୍ୱକପ୍‌ ଇତିହାସରେ ଝୁଲଣ ଗୋସ୍ବାମୀ

ହାମିଲଟନ,୧୦।୩: ଭେଟେରାନ ଭାରତୀୟ ପେସର ଝୁଲଣ ଗୋସ୍ବାମୀ ଗୁରୁବାର ଆଇସିସି ମହିଳା ଦିନିକିଆ ବିଶ୍ୱକପ୍‌ ଇତିହାସରେ ସର୍ବାଧିକ ଉଇକେଟ ନେଇଥିବା ବୋଲରଙ୍କ ସହ ସମକକ୍ଷ ହୋଇଛନ୍ତି।...

ରେସ୍‌ଲରଙ୍କ ପ୍ରତି ପୋଲିସର କାର୍ଯ୍ୟାନୁଷ୍ଠାନ ହୃଦୟ ବିଦାରକ: ଅଭିନବ ବିନ୍ଦ୍ରା

ନୂଆଦିଲ୍ଲୀ,୨୯ା୫: ସଂସଦ ଭବନ ଉଦ୍‌ଘାଟନ ସମୟରେ ରେସ୍‌ଲରଙ୍କ ପ୍ରତି ଦିଲ୍ଲୀ ପୋଲିସର କାର୍ଯ୍ୟନୁଷ୍ଠାନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ବିଜେତା ଶୁଟର ଅଭିନବ...

ଗ୍ରାମରେ ନେଟ୍‌ଓ୍ବର୍କ ସମସ୍ୟା ସମାଧାନ କଲେ ଏହି ଭାରତୀୟ ଅମ୍ପାୟର

ନୂଆଦିଲ୍ଲୀ, ୧୪।୭- ମହାମାରୀ କରୋନା ଭାଇରସ ଲାଗି ବିଶ୍ୱରେ କ୍ରୀଡ଼ା ପ୍ରତିଯୋଗିତା ବିଶେଷ ଭାବେ ପ୍ରଭାବିତ ହୋଇଛି। ଦୀର୍ଘ ୪ ମାସର ବ୍ୟବଧାନ ପରେ ନିକଟରେ...

ଷ୍ଟାଡିୟମରେ ବସି ଭୋ ଭୋ ହୋଇ କାନ୍ଦିଲେ ଧନଶ୍ରୀ, ଜାଣନ୍ତୁ କାହିଁକି

ଚେନ୍ନାଇ, ୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ...

Advertisement
Archives

Model This Week