Posted inଖେଳ

ଟେନିସ କୋର୍ଟକୁ ଫେରିବେ ସାନିଆ

ମୁମ୍ବାଇ,୨୮।୧୧- ଭାରତୀୟ ଷ୍ଟାର ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ଆସନ୍ତା ବର୍ଷ ୨୦୨୦ ଜାନୁୟାରୀରେ ହବାର୍ଟ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତାରେ କୋର୍ଟକୁ ଫେରିବେ। ଏ ନେଇ ସେ ଗୁରୁବାର ସ୍ପଷ୍ଟ କରିଛନ୍ତି। ଦୀର୍ଘ ଦୁଇ ବର୍ଷର ବ୍ୟବଧାନ ପରେ ସେ କୋର୍ଟକୁ ଫେରିବାକୁ ଯାଉଛନ୍ତି। ୩୩ ବର୍ଷୀୟ ସାନିଆ ଅନ୍ତିମ ଥର ୨୦୧୭ରେ ଚାଇନା ଓପନରେ ଖେଳିଥିଲେ। ସେ ୟୁକ୍ରେନର ନାଡିଆ କିଚେନୋକଙ୍କୁ ସାଥୀ କରି ଖେଳିବେ। ମୁଁ ହବାର୍ଟଠାରେ ଖେଳିବି ଓ ତା’ପରେ ଅଷ୍ଟ୍ରଲିଆନ ଓପନରେ ଅଂଶଗ୍ରହଣ କରିବି। ମୁଁ ମୁମ୍ବାଇଠାରେ ଖେଳିବା ନେଇ ଯୋଜନା କରୁଛି। କିନ୍ତୁ ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇ ନାହିଁ ବୋଲି ୬ ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ସାନିଆ କହିଛନ୍ତି। ଅଷ୍ଟ୍ରେଲିଆନ ଓପନର ମିକ୍ସଡ୍‌ ଡବଲ୍ସରେ ଆମେରିକାର ରାଜୀବ ରାମଙ୍କ ସହ ଯୋଡ଼ି ହୋଇ ସେ ଖେଳିବେ।

 

କୋର୍ଟକୁ ଫେରିବେ ସାନିଆ

ଭାରତୀୟ ଷ୍ଟାର ମହିଳା ଟେନିସ ଖେଳାଳି ସାନିଆ ମିର୍ଜା ଆସନ୍ତା ବର୍ଷ ଜାନୁୟାରୀରେ ହବାର୍ଟ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତାରେ କୋର୍ଟକୁ ଫେରିବେ। ଏ ନେଇ ସେ ସ୍ପଷ୍ଟ କରିଛନ୍ତି।#SaniaMirza #Tennis #DharitriLive #HobartInternational #IndianTennisStar #ComebackMatch #TennisNews #TennisCourt #AustralianOpen #TennisUpdates #Sports

Dharitri ಅವರಿಂದ ಈ ದಿನದಂದು ಪೋಸ್ಟ್ ಮಾಡಲಾಗಿದೆ ಶುಕ್ರವಾರ, ನವೆಂಬರ್ 29, 2019


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୧ ଲକ୍ଷ ଟଙ୍କା ସହାୟତା କରି ବାଳକଙ୍କ ଜୀବନ ବଞ୍ଚାଇଲେ

ନୂଆଦିଲ୍ଲୀ,୨୨।୨: ଟିମ ଇଣ୍ଡିଆର ଓପନିଂ ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ଏକ ମହାନ କାମ କରିଛନ୍ତି। ଏକ ବିରଳ ରୋଗରେ ଆକ୍ରାନ୍ତ ଥିବା ୧୧ ବର୍ଷୀୟ ବାଳକ...

ରୋହିତ୍‌-ମୟଙ୍କ ଓପନିଂ ଯୋଡି ରଚିଲେ ଇତିହାସ

ବିଶାଖାପାଟନମ୍‌,୩।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ଓପନର ରୋହିତ ଶର୍ମା ଏବଂ ମୟଙ୍କ ଅଗ୍ରଓ୍ବାଲ୍‌ ଯୋଡି ପ୍ରଥମ ଉଇକେଟ ପାଇଁ ୩୧୭ ରନର...

ହକି ଇଣ୍ଡିଆ ପୁରସ୍କାର ଦୌଡ଼ରେ ଦୀପ୍‌ ଗ୍ରେସ୍‌

ନୂଆଦିଲ୍ଲୀ, ୪।୩- ହକି ଇଣ୍ଡିଆ ବାର୍ଷିକ ପୁରସ୍କାରର ତୃତୀୟ ସଂସ୍କରଣ ପାଇଁ ମନୋନୟନପତ୍ର ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ହକି ତାରକା ମାନଙ୍କୁ ପୁରସ୍କାର ଆକାରରେ...

ଲକ୍‌ଡାଉନ୍‌ ଉଠିଲେ ତାରକା ଆଥ୍‌ଲେଟଙ୍କ ଟ୍ରେନିଂ ଆରମ୍ଭ ହେବ: ରିଜିଜୁ

ନୂଆଦିଲ୍ଲୀ,୧୧।୫(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଚାଲିଥିବା ଲକ୍‌ଡାଉନ୍‌ ଉଠାଇ ଦିଆଗଲେ ତାରକା ତଥା ଆଗଧାଡିର ଆଥ୍‌ଲେଟମାନେ ସେମାନଙ୍କ ଟ୍ରେନିଂ ଆରମ୍ଭ କରିପାରିବେ ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ...

ଅବସରରୁ ପ୍ରତ୍ୟାବର୍ତ୍ତନ ପାଇଁ ବିସିସିଆଇକୁ ଚିଠି ଲେଖିଲେ ଯୁବି

ନୂଆଦିଲ୍ଲୀ,୯।୯(ପି.ଟି.): ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ମହାନ ଅଲରାଉଣ୍ଡର ଯୁବରାଜ ସିଂ ଅବସରରୁ ପ୍ରତ୍ୟାବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସେ ଭାରତୀୟ କ୍ରିକେଟ...

ଖେଲୋ ଇଣ୍ଡିଆ ଆଥ୍‌ଲେଟ୍‌ଙ୍କୁ ପକେଟ ଭତ୍ତା

ନୂଆଦିଲ୍ଲୀ, ୨୫ା୫ (ପି.ଟି.)-ସ୍ପୋଟର୍‌ସ ଅଥରିଟି ଅପ୍‌ ଇଣ୍ଡିଆ (ସାଇ) ୨୭୪୯ଜଣ ଖେଲୋ ଇଣ୍ଡିଆ ଆଥଲେଟ୍‌ଙ୍କ ପକେଟ ଭତ୍ତା ବାବଦରେ ମୋଟ ୮.୨୫କୋଟି ଟଙ୍କା ମଞ୍ଜୁର କରିଛି।...

ଭାରତକୁ ଚେତାବନୀ ଦେଲେ ଏହି କ୍ରିକେଟର୍‌

ଦୁବାଇ,୩୧।୧୦: ଟି-୨୦ ବିଶ୍ୱକପ୍‌ରେ ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖେଳାଯିବ। ଉଭୟ ଦଳ ପ୍ରଥମ ମ୍ୟାଚରେ ପାକିସ୍ତାନ ବିପକ୍ଷରେ ପରାଜୟର ସମ୍ମୁଖୀନ...

କ୍ରିକେଟର ‘ବିରାଟ’ ବାଦ୍‌ଶାହ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଆଜି ୩୨ତମ ଜନ୍ମଦିନ ପାଳନ କରୁଛନ୍ତି। ଏବେ ବିଶ୍ୱକ୍ରିକେଟରେ ରାଜ୍‌ କରୁଥିବା କୋହଲି ଅନେକ ରେକର୍ଡର ଅଧିକାରୀ...

Advertisement
Archives

Model This Week