Posted inପୁରୀ

ଟେଲର ମହାସଂଘ ପକ୍ଷରୁ ମାସ୍କ ବଣ୍ଟନ

ଗୋପ,୩।୪(ଡି.ଏନ.ଏ.): କରୋନାକୁ ନେଇ ଏବେ ସାରା ବିଶ୍ବ ଚିନ୍ତା କରୁଥିବା ବେଳେ ଗ୍ରାମାଞ୍ଚଳରେ ମଧ୍ୟ ଲୋକମାନେ ଲକଡାଉନକୁ ସମର୍ଥନ ଜଣାଇ ବାହାରକୁ ବାହାରୁ ନାହାନ୍ତି। ପ୍ରଶାସନ ଓ ପୋଲିସ ପକ୍ଷରୁ ଗଁା ଗଁା ବୁଲି ଲୋକଙ୍କୁ ଘରେ ରହିବାକୁ ସଚେତନ କରିବା ସହ ମାସ୍କ, ସାନିଟାଇଜର ବ୍ୟବହାର କରିବାକୁ କହୁଛନ୍ତି। ସାଧାରଣ ଲୋକ ମାନଙ୍କର ଏବେ ଏହି ରୋଗର ସଂକ୍ରମଣ ରୋକିବାକୁ ମାକ୍ସର ଅଭାବ ପରିଲକ୍ଷିତ ହେଉଛି। ଏହାକୁ ଆଖି ଆଗରେ ରଖି ଅଲ ଇଣ୍ତିଆ ଟେଲର ମହାସଂଘ ପକ୍ଷରୁ ମାକ୍ସ ବଣ୍ଟନ କରାଯାଇଛି। ଗୋପ ବ୍ଲକ ଟେଲର ସଂଘର ସଂପାଦିକା ସରୋଜିନୀ ପ୍ରଧାନଙ୍କ ନେତୃତ୍ୱରେ ଗୋପର ଅସ୍ଥାୟୀ ହାଟ, ବଜାର, ବେଗୁନିଆ, କୁସୁପୁର, ଗଣେଶ୍ୱରପୁର, ନାଗପୁର ଆଦି ସମେତ ବିଭିନ୍ନ ସ୍ଥାନରେ ଲୋକମାନଙ୍କୁ ଏକ ହଜାରରୁ ଅଧିକ ମାକ୍ସ ବଣ୍ଟନ କରାଯାଇଛି। ବିଶେଷ କରି ଗୋପ ବ୍ଲକର ଅଧିକାଂଶ ଗାଁରେ ଏହି ମାକ୍ସ ବଣ୍ଟନ ଉପରେ ଗୁରୁତ୍ୱ ଦିଆଯାଇଛି ବୋଲି ସମ୍ପାଦିକା ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?