ଟେଲିକମ୍‌ ଶିଳ୍ପକୁ ଆଶ୍ୱସ୍ତି ଲାଗି ବରିଷ୍ଠ ଅଧିକାରୀଙ୍କ ବୈଠକ

ନୂଆଦିଲ୍ଲୀ, ୨୪-୨:ଆଡଜଷ୍ଟେଡ ଗ୍ରସ ରେଭିନ୍ୟୁ(ଏଜିଆର୍‌) ବାବଦ ଦେୟ ପ୍ରଦାନ କରିବାକୁ ଟେଲିକମ କମ୍ପାନୀଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବା ପରେ ଶିଳ୍ପରେ ଏବେ ସମସ୍ୟା ବଢିଯାଇଛି। କମ୍ପାନୀଗୁଡ଼ିକ ଏବେ ସମସ୍ୟା ଦେଇ ଗତି କରୁଥିବା ବେଳେ ଅର୍ଥ ପଇଠ କରିବା ସେମାନଙ୍କ ପକ୍ଷେ କଷ୍ଟସାଧ୍ୟ ହେଉଛି। କମ୍ପାନୀଗୁଡିକୁ କିଭଳି କିଛି ରିହାତି ଦେଇ ହେବ ସେ ନେଇ ଟେଲିକମ ବିଭାଗର ବରିଷ୍ଠ ଅଧିକାରୀ ଏବଂ ଅନ୍ୟ ପ୍ରମୁଖ ମନ୍ତ୍ରଣାଳୟଗୁଡିକର ଅଧିକାରୀମାନେ ରବିବାର ବୈଠକ କରିଛନ୍ତି। ଗତ ସପ୍ତାହରେ ଟେଲିକମ ଶିଳ୍ପର ସମସ୍ୟାକୁ ନେଇ ଏୟାରଟେଲ ଅଧ୍ୟକ୍ଷ ସୁନୀଲ ଭାରତୀ ମିତ୍ତଲ ସରକାରଙ୍କୁ ଅବଗତ କରାଇଥିଲେ। ରବିବାର ଅନୁଷ୍ଠିତ ହୋଇଥିବା ବୈଠକରେ ନୀତି ଆୟୋଗ ଏବଂ ଅର୍ଥ ମନ୍ତ୍ରଣାଳୟ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ କଣ ନିର୍ଯାସ ବାହାରିଲା ସେ ନେଇ ଟେଲିକମ ବିଭାଗ ସଚିବ ଅଂଶୁ ପ୍ରକାଶଙ୍କଠାରୁ ପ୍ରତିକ୍ରିୟା ଲୋଡା ଯାଇଥିଲେ ମଧ୍ୟ କୌଣସି ଉତ୍ତର ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜେଇଇ ଆଡ୍‌ଭାନ୍ସରେ ଆକାଶ ବାଇଜୁସ୍‌ର ସଫଳତା

ଭୁବନେଶ୍ୱର,୧୨।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଆକାଶ ବାଇଜୁସ୍‌ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଜେଇଇ ଆଡ୍‌ଭାନ୍ସଡ ଫଳାଫଳରେ ବଡ଼ ସଫଳତା ହାସଲ କରିଛି। ଉକ୍ତ...

ଆଲେକ୍ସାର ନୂଆ ନଁ। ‘ଜିଗି’

ଲଣ୍ଡନ,୮।୮: ମଲ୍ଟି ନ୍ୟାଶନାଲ ଟେକ୍ନୋଲଜି କମ୍ପାନୀ ଆମାଜନ୍‌ ଇକୋ ଡିଭାଇସ୍‌ ଆଲେକ୍ସାର ଆଉ ଏକ ନାମ ବା ଓ୍ବେକ୍‌ ଓ୍ବାର୍ଡ ସ୍ଥିର କରିଛି। ଏହି ନୂଆ...

ସଫଳ ଆଣ୍ଠୁ ପ୍ରତିରୋପଣ ଅସ୍ତ୍ରୋପଚାର

ଭୁବନେଶ୍ୱର,୨୫ା୨: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ଆମ୍ରି ହସ୍ପିଟାଲରେ ନିକଟରେ ଆଉ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ ଶେଷହୋଇଛି। ଏପରିକି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆମ୍ରି...

ସ୍କ୍ରାପେଜ୍‌ ପଲିସି କାର୍‌ ବିକ୍ରି ବଢ଼ାଇବ

କରୋନା ମହାମାରୀର ପ୍ରଭାବ ସାଙ୍ଗକୁ ବର୍ଦ୍ଧିତ ତେଲ ଦର ଯାନ ବିକ୍ରି ବୃଦ୍ଧିରେ ବାଧକ ସାଜି ଅଟୋ ସେକ୍ଟର ପାଇଁ ଆଉ ଏକ ଚିନ୍ତାର କାରଣ...

ଥମାସ କୁକ୍‌ ଦେବାଳିଆ ଯୋଗୁ ପ୍ରଭାବିତ ହେବ ଭାରତର ପର୍ଯ୍ୟଟନ ଶିଳ୍ପ

ନୂଆଦିଲ୍ଲୀ,୨୫-୯: ବିଶ୍ୱର ସର୍ବବୃହତ ପର୍ଯ୍ୟଟନ ସେବା ଯୋଗାଣକାରୀ କମ୍ପାନୀ ବ୍ରିଟେନର ଥମାସ କୁକ୍‌ ରାତାରାତି ନିଜକୁ ଦେବାଳିଆ ଘୋଷଣା କରିବା ଦ୍ୱାରା ସାରାବିଶ୍ୱର ପର୍ଯ୍ୟଟନ ଶିଳ୍ପ...

ଖାଲି ପଡିଛି ଆର୍‌ବିଆଇ ଡେପୁଟି ଗଭର୍ନର ପଦ;ଅର୍ଥ ମନ୍ତ୍ରଣାଳୟକୁ ମିଳିଛି ୧୦୦ ଆବେଦନ

ନୂଆଦିଲ୍ଲୀ,୨୦-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଡେପୁଟି ଗଭର୍ନର ପଦ ଦୀର୍ଘ ଦିନ ହେଲା ଖାଲିପଡିଛି। ନିଜର କାର୍ଯ୍ୟକାଳ ସମ୍ପୂର୍ଣ୍ଣ ହେବା ପୂର୍ବରୁ ବିରାଲ ଆଚାର୍ଯ୍ୟଙ୍କ ଅଚାନକ...

ବିଶ୍ୱ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ସୂଚୀ;୧୦ ସ୍ଥାନ ତଳକୁ ଖସିଲା ଭାରତ

ନୂଆଦିଲ୍ଲୀ,୧୦-୧୦: ଗ୍ଲୋବାଲ କମ୍ପିଟିଟିଭ୍‌ ଇଣ୍ଡେକ୍ସ ବା ବିଶ୍ୱ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ସୂଚୀରେ ଭାରତ ୧୦ଟି ସ୍ଥାନ ତଳକୁ ଖସି ୬୮ତମ ସ୍ଥାନରେ ରହିଛି। ବିଶ୍ୱର ଅନ୍ୟ ଦେଶଗୁଡିକରେ...

ଚାହିଦା ବୃଦ୍ଧିରେ ମିଡିଲ୍‌ ଇଣ୍ଡିଆ

ନୂଆଦିଲ୍ଲୀ: କରୋନା ମହାମାରୀ ଚାପରେ ଭାରତର ଅର୍ଥ ବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ଚଳିତ ଆର୍ଥତ୍କ ବର୍ଷ...

Advertisement
Archives

Model This Week