ଟେଲିଭିଜନ ଜଗତରେ ଚହଳ ପକାଇଲେ କରିନା: ଗୋଟିଏ ଏପିସୋଡ ପାଇଁ ନେଉଛନ୍ତି ଏତିକି ପାରିଶ୍ରମିକ

ବଲିଉଡ ଅଭିନେତ୍ରୀ କରିନା କପୁର ଖାନ ରିଆଲିଟି ଶୋ’ ‘ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ’ରେ ଜଜ ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି। ଏହି ଶୋ’ର ପ୍ରତି ଏପିସୋଡ ପାଇଁ ସେ ୩ କୋଟି ଟଙ୍କା ନେଇ ଟେଲିଭିଜନ ଜଗତରେ ସର୍ବାଧିକ ଟଙ୍କା ନେଉଥିବା ସେଲିବ୍ରିଟି ହୋଇପାରିଛନ୍ତି। ପ୍ରଥମଥର ପାଇଁ କରିନା ‘ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ’ ଜରିଆରେ ଟେଲିଭଜନ ଜଗତାରେ ପାଦ ଦେଇଛନ୍ତି। ପୂର୍ବରୁ ନିଜ ପାରିଶ୍ରମିକ ବାବଦରେ ଶୋ’ର ପ୍ରଯୋଜକଙ୍କୁ ପ୍ରଥମେ ଠୋକଠୋକ ଶୁଣାଇଦେଇଥିଲେ। ଶେଷରେ ପ୍ରଯୋଜକ ଏଥିପାଇଁ ରାଜି ହୋଇଯାଇଥିଲେ। କରିନା ନିଜ ଆଗାମୀ ଫିଲ୍ମ ‘ଗୁଡ୍‌ନ୍ୟୁଜ୍‌’ରେ ଅକ୍ଷୟ କୁମାରଙ୍କ ସହ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

୯୮ ବର୍ଷରେ ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର

ମୁମ୍ବାଇ,୧୧।୧୨: ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର ଶୁକ୍ରବାର ୯୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୨ ଡିସେମ୍ବର ୧୧ରେ ସେ ପେଶଓ୍ବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ...

କଶ୍ମୀର ଲୁକ୍‌ରେ ଏହି ଅଭିନେତ୍ରୀ

ମୁମ୍ବାଇ: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ଏମ୍‌ପି (ଟିଏମ୍‌ସି) ତଥା ବଙ୍ଗଳା ଅଭିନେତ୍ରୀ ନୁସରତ ଜାହାଁ ରାଜନୀତି, ଅଭିନୟ ବ୍ୟତୀତ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ...

ବାପା ସିବିଆଇ ଅଫିସର, ଇଚ୍ଛା ଥିଲା ଆଇଏଏସ୍‌ ହେବା; ଏବେ କିନ୍ତୁ ସେ…

ବମ୍ବେ: ବାପା ଜଣେ ସିବିଆଇ ଅଫିସର। ହେଲେ ଝିଅଙ୍କ ନିଶା ହେଲା ଅଭିନୟ। ଆମେ କଥା ହେଉଛୁ ଟେଲି ଧାରାବାହିକ ‘କାହାନୀ ଘର ଘର କି’ର...

ସଲମାନଙ୍କୁ ଭେଟିଲେ ତାଙ୍କର କୁନି ପ୍ରଶଂସକ

ଇନ୍ଦୋର: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ତାଙ୍କ ଅଭିନୟକୁ ନେଇ ଯେତିକି ଚର୍ଚ୍ଚିତ ତା’ଠାରୁ ଅଧିକ ଚର୍ଚ୍ଚିତ ତାଙ୍କ ମାନବିକତା ପାଇଁ। ଏମିତିକି ଅନେକ ସମୟରେ...

ଘରୁ ପଳାଇଯାଇ ସୋହେଲଙ୍କ ହାତ ଧରିଥିଲେ ସୀମା, ଆର୍ଯ୍ୟ ସମାଜ ମନ୍ଦିରରେ..

ବମ୍ବେ: ଅଭିନେତା ସୋହେଲ ଖାନ୍‌ ଏବଂ ତାଙ୍କ ସ୍ତ୍ରୀ ସୀମାଙ୍କ ଲଭ୍‌ଷ୍ଟୋରୀ କୌଣସି ଫିଲ୍ମକାହାଣୀଠାରୁ କମ୍‌ ନୁହେଁ। ସୀମାଙ୍କ ପ୍ରକୃତ ନାମ ସୀମା ସଚଦେବ। ସେ...

ମହିଳାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ‘ଶକ୍ତିମାନ୍‌’

ବମ୍ବେ: ବିବାଦରେ ଲୋକପ୍ରିୟ ଧାରାବାହିକ ଶକ୍ତିମାନ୍‌ ଫେମ୍‌ ଅଭିନେତା ମୁକେଶ ଖନ୍ନା। ମହିଳାଙ୍କୁ ନେଇ ସେ ଏକ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ତାଙ୍କୁ...

ବାବା କି ଢାବାରେ ପହଞ୍ଚିଲେ ବଲିଉଡ୍‌ ଷ୍ଟାର୍‌

ଗତ କିଛିଦିନ ହେବ ସୋସିଆଲ୍‌ ମିଡିଆରେ ବେଶ୍‌ ଭାଇରାଲ୍‌ ହୋଇଛି ‘ବାବା କା ଢାବା’। ସୋସିଆଲ ମିଡିଆରେ ‘ବାବା କି ଢାବା’କୁ ନେଇ ଚର୍ଚ୍ଚା ହେବା...

ମା’ ହେଲେ ଅଭିନେତ୍ରୀ

ଅଭିନେତ୍ରୀ ପ୍ରଣିଥା ସୁବାସ ମା’ହେଇଛନ୍ତି। ସେ ଏକ କନ୍ୟାନଙ୍କୁ ଜନ୍ମ ଦେଇଛନ୍ତି। ଯାହାର ଫାଷ୍ଟ ଲୁକ ସେ ଶୁକ୍ରବାର ଦିନ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି ।...

Advertisement
Archives

Model This Week