Posted inଖେଳ

ଟେଷ୍ଟ କ୍ରିକେଟରେ ୫ ଦିନ ବ୍ୟାଟିଂ କରିଛନ୍ତି ଏହି ୫ କ୍ରିକେଟର

ଟେଷ୍ଟ କ୍ରିକେଟ ଧୈର୍ଯ୍ୟର ଖେଳ। ପଡିଆରେ ସେଟ୍‌ ହୋଇ ଖେଳିବାକୁ ଜଣେ ବ୍ୟାଟ୍ସମ୍ୟାନ ପାଖରେ ପର୍ଯ୍ୟାପ୍ତ ସମୟ ଥାଏ। ୧୪୩ ବର୍ଷ ଟେଷ୍ଟ କ୍ରିକେଟ ଇତିହାସରେ କେବଳ ୧୦ ଜଣ ବ୍ୟାଟ୍ସମ୍ୟାନ ଅଛନ୍ତି, ଯେଉଁମାନେ ଟେଷ୍ଟ ମ୍ୟାଚର ସମସ୍ତ ପାଞ୍ଚ ଦିନ ବ୍ୟାଟିଂ କରିଛନ୍ତି।

ଏମ୍‌ଏଲ ଜୟସିମହା
ଟେଷ୍ଟ କ୍ରିକେଟରେ ଭାରତୀୟ ବ୍ୟାଟ୍ସମ୍ୟାନ ଏମ୍‌ଏଲ ଜୟସିମହା ପ୍ରଥମ ଖେଳାଳି ଭାବେ ଟେଷ୍ଟ ମ୍ୟାଚର ସମସ୍ତ ପାଞ୍ଚ ଦିନରେ ବ୍ୟାଟିଂ କରିଥିଲେ। ୧୯୬୦ରେ କୋଲକତାରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ଦଳ ବିରୁଦ୍ଧରେ ସେ ଏହା କରିଥିଲେ।

ଜେଫ୍ରି ବୟକଟ୍‌
ଟେଷ୍ଟ କ୍ରିକେଟ ଇତିହାସରେ ଇଂଲଣ୍ଡ ଖେଳାଳି ଜେଫ୍ରି ବଏକଟ ଦ୍ୱିତୀୟ ବ୍ୟାଟ୍ସମ୍ୟାନ ଭାବେ ଏହି କୃତିତ୍ୱ ହାସଲ କରିଥିଲେ॥ ୧୯୭୭ରେ ଟ୍ରେଣ୍ଟ ବ୍ରିଜରେ ଆସେଶ୍‌ ଟେଷ୍ଟରେ ଅଷ୍ଟ୍ରେଲିୟା ବିପକ୍ଷରେ ସେ ୫ ଦିନ ବ୍ୟାଟିଂ କରିଥିଲେ।

କିମ୍‌ ହ୍ୟୁଜ୍ସ
୧୯୮୦ରେ ଅଷ୍ଟ୍ରେଲିଆ ଖେଳାଳି କିମ୍‌ ହ୍ୟୁଜ୍ସ ଓଭାଲରେ ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ୫ ଦିନ ବ୍ୟାଟିଂ କରିଥିଲେ।

ଆଲାନ ଲାମ୍ବ୍‌
ଇଂଲଣ୍ଡ କ୍ରିକେଟ ଖେଳାଳି ଆଲାନ ଲାମ୍ବ୍‌ ୧୯୮୪ରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଟେଷ୍ଟ ମ୍ୟାଚରେ ୫ ଦିନ ବ୍ୟାଟିଂ କରିଥିଲେ।

ରବି ଶାସ୍ତ୍ରୀ
ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ଦ୍ୱିତୀୟ ଭାରତୀୟ ଖେଳାଳି ଭାବେ ଏହି କୃତିତ୍ୱ ଅର୍ଜନ କରିଥିଲେ। ୧୯୮୪ରେ କୋଲକତାରେ ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ସେ ୫ ଦିନ ବ୍ୟାଟିଂ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ଯାତ୍ରୀଙ୍କୁ ଲେଖିଲେ ଚିଠି, ୫ ପ୍ରତିଜ୍ଞା ନେବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୩।୭: ଶୁକ୍ରବାର ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦଳରେ ଶହ ଶହ ତୀର୍ଥଯାତ୍ରୀ ‘ବାବା ବର୍ଫାନୀ’ଙ୍କ ଆଶୀର୍ବାଦ ନେବାକୁ ବାହାରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦି…

EPF ଖାତାଧାରୀଙ୍କ ପାଇଁ ବଡ଼ ଖବର! ୧୮୦୦ରୁ ଅଧିକ ଜମା ଆଉ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୩।୭: ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ ନୂତନ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଯୋଜନା-୨୦୨୬ ଅଧୀନରେ ୧୫,୦୦୦ ମାସିକ ମଜୁରୀ ସୀମା ଅତିକ୍ରମ କରିବାକୁ ସ୍ୱେଚ୍ଛାକୃତ କରିଛି।…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ ଘାଇକୁ ଖସିଲା ବସ୍, ୪୦ମୃତ

ଇସଲାମବାଦ୍,୩ା୭: ଶୁକ୍ରବାର ସକାଳେ ପାକିସ୍ତାନର ଦକ୍ଷିଣ-ପଶ୍ଚିମ ଭାଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଅତି କମରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ନିବେଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି: କେବଳ ସୁଧରେ ହିଁ ହୋଇଯାଏ ଲକ୍ଷ ଲକ୍ଷ ଟଙ୍କା ରୋଜଗାର

ନୂଆଦିଲ୍ଲୀ,୩।୭: ସୁରକ୍ଷିତ ଭବିଷ୍ୟତ ପାଇଁ ସଠିକ ସମୟରେ ସଠିକ ସ୍ଥାନରେ ଟଙ୍କା ନିବେଶ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ନିଶ୍ଚିତ କରେ ଯେ, ଆପଣଙ୍କୁ ଆର୍ଥିକ ଜରୁରୀକାଳୀନ…

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri