ଟୋକନ୍‌ ବ୍ୟବସ୍ଥା ପ୍ରତ୍ୟାହାର ତାତି: ଭୁବନେଶ୍ୱରରେ ଗର୍ଜିଲେ ଚାଷୀ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ୍‌ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯିବା ପରେ ଚାଷୀମାନେ ଏହାକୁ ବିରୋଧ କରୁଛନ୍ତି। ବରଗଡ଼, ସୋନପୁର, ସମ୍ବଲପୁର, ବଲାଙ୍ଗୀର ଜିଲାର ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଭୁବନେଶ୍ୱରରେ ମଧ୍ୟ ଚାଷୀମାନେ ପ୍ରତିବାଦ କରିଛନ୍ତି। ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଗୁରୁବାର ପିଏମ୍‌ଜିରୁ ନବୀନ ନିବାସ ଯାଏ ଶୋଭାଯାତ୍ରା କରାଯାଇଥିଲା। ତେବେ ଶିଶୁଭବନ ଛକରେ ପୋଲିସ ଚାଷୀଙ୍କୁ ଅଟକାଇଥିଲା। ଏହି ସମୟରେ ପୋଲିସ-ଚାଷୀଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା। ଏପରିକି ଚାଷୀ ନେତା ଅକ୍ଷୟ କୁମାର ଓ ଶେଷଦେବ ନନ୍ଦଙ୍କ ସମେତ ବହୁ ସଂଖ୍ୟକ ଚାଷୀଙ୍କୁ ଅଟକ ରଖିଯାଇଛି।

ଏନେଇ ନବ ନିର୍ମାଣ କୃଷକ ସଂଗଠନର ଆବାହକ ଅକ୍ଷୟ କୁମାର କହିଛନ୍ତି, ‘ପ୍ରାଇସ୍‌, ପ୍ରେଷ୍ଟିଜ୍‌ ଓ ପେନ୍‌ସନ ଲାଗି ୧୦ ବର୍ଷ ଧରି ଆନ୍ଦୋଳନ ଜାରି ରହିଛି। ପଶ୍ଚିମ ଓଡ଼ିଶାର ଚାଷୀ ଏବେ ଟୋକନ୍‌ ପ୍ରତ୍ୟାହାର ପାଇଁ ଆନ୍ଦୋଳନ କରୁଛନ୍ତି। ଏହା ପଶ୍ଚିମ ଓଡ଼ିଶାର ଆନ୍ଦୋଳନ ନୁହେଁ, ପୂରା ଓଡ଼ିଶାର ଆନ୍ଦୋଳନ। ସରକାର ଚାରି ଦିନ ହେବ ତାହା ଶୁଣୁ ନ ଥିବାରୁ ସ୍ମାରକ ଦେବାକୁ ଆସିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri