ଟୋକନ ବିବାଦ: ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ଚାଷୀ

ବରଗଡ଼ ଅଫିସ,୨୦।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଆରମ୍ଭ ହୋଇଥିବା ଟୋକନ ବ୍ୟବସ୍ଥାକୁ ନେଇ ବିରୋଧ ବଢିବାରେ ଲାଗିଛି। ବୁଧବାର ବରଗଡ ବ୍ଲକ ଅନ୍ତର୍ଗତ କଟାପାଲି ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ଆଗରେ ଚାଷୀମାନେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି । ସୁଦାମ ସାହୁ, ଦୈତାରୀ ଭୋଇ, ଦଶରଥ ସେଠ୍‌, ରମେଶ ବିଶ୍ବାଳ ପ୍ରମୁଖ ଏହାର ନେତୃତ୍ୱ ନେଇଥିବାବେଳେ ବରଗାଁ, ବନ୍ଦା, ନୁନିଆଁ ଜାମପାଲି, ବରଡୋଲ ଆଦି ପଞ୍ଚାୟତର ଚାଷୀମାନେ ଆନ୍ଦୋଳନରେ ସାମିଲ ଅଛନ୍ତି।
ପ୍ରକାଶ ଥାଉକି, ଗତ ସୋମବାରରୁ ଚାଷୀମାନେ ଉକ୍ତ ପ୍ୟାକ୍ସରେ ତାଲା ପକାଇ ଅଫିସକୁ ଅଚଳ ସହିତ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‌କଟକଣା ମାନିଲେନି, ୮ ଵାଇକ ଜଵତ

ମାଧପୁର, ୪।୪ : ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ବଜାରରେ ଲକଡାଉନ କଟକଣା ନ ମାନି ବାହାରେ ବୁଲିବା ଅଭିଯୋଗରେ ଶନିବାର ସନ୍ଧ୍ୟାରେ ପୋଲିସ ୮...

ମେଡ଼ିକାଲ ପରିସରରେ ପଡ଼ିଛି ନବଜାତ ଶିଶୁ ମୁଣ୍ଡ

ଚାନ୍ଦବାଲି,୧୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଗୋଷ୍ଠୀ ସାସ୍ଥକେନ୍ଦ୍ର ପରିସରରେ ଏକ ନବଜାତ ଶିଶୁର ମୁଣ୍ଡ ପଡ଼ିଥିବା ଶୁକ୍ରବାର ଦେଖିବାକୁ ମିଳିଛି। ତେବେ ମେଡ଼ିକାଲ ପରିସରରେ ଶିଶୁର...

ଆଜି ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ଶ୍ରାଦ୍ଧବାର୍ଷିକୀ: ଚକାପାଦରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଫୁଲବାଣୀ ଅଫିସ/ ଚକାପାଦ/ତୁମୁଡିବନ୍ଧ,୩୦ା୮: କନ୍ଧମାଳ ଜିଲାର ଚକାପାଦ ଏବଂ ତୁମୁଡିବନ୍ଧସ୍ଥିତ ଜଲେଶପଟା ଆଶ୍ରମରେ ସୋମବାର ଜନ୍ମାଷ୍ଟମୀ ଓ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୩ତମ ଶ୍ରାଦ୍ଧଦିବସ ପାଳନ...

ପ୍ରଧାନ ଶିକ୍ଷକଙ୍କ ମନମୁଖି କାର୍ଯ୍ୟକଳାପ: ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରାମବାସୀ

ଫୁଲବାଣୀ ଅଫିସ/ତୁମୁଡିବନ୍ଧ, ୨୬।୬: ତୁମୁଡିବନ୍ଧ ବ୍ଲକ ବେଲଘର ପଞ୍ଚାୟତ ବେଲଘର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗ୍ରାମବାସୀ ଶନିବାର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ତାଲା ପକାଇଛନ୍ତି। ପ୍ରଧାନଶିକ୍ଷକଙ୍କ ମନମୁଖି କାର୍ଯ୍ୟକଳାପ,...

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ...

‘ସିବିଆଇ, ଏସ୍‌ଆଇଟି ତଦନ୍ତ ହେଉ’

ଭୁବନେଶ୍ୱର, ୫।୮ (ବ୍ୟୁରୋ): ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ଇତିମଧ୍ୟରେ ୨୩ରୁ ଊର୍ଦ୍ଧ୍ୱ ଦିନ ବିତିଗଲାଣି। ମାତ୍ର ଏପର୍ଯ୍ୟନ୍ତ ତାଙ୍କ ମୃତ୍ୟୁର ରହସ୍ୟ...

ପୁଣି ଦବିଲା ଘସିପୁରା ଭିଆଇପି ରୋଡ୍‌

ଘସିପୁରା, ୩।୧(ଡି.ଏନ.ଏ.)-ଆନନ୍ଦପୁର ସହରରେ ପୂର୍ତ୍ତ ବିଭାଗ ପକ୍ଷରୁ ନବନିର୍ମିତ ଖପରାଖାଇ-ଘସିପୁରା ଭିଆଇପି ରୋଡ୍‌ ବୈତରଣୀ ଡଙ୍ଗାଘାଟ ନିକଟରେ ପୁଣି ଥରେ ଦବିଯାଇଛି। ଦବିଯିବା କାରଣରୁ ରାସ୍ତା...

ବିଦେଶ ଗସ୍ତରୁ ଫେରିଲେ ନବୀନ: ଆଜି ଘୋଷଯାତ୍ରାରେ ଯୋଗଦେବେ

ଭୁବନେଶ୍ୱର,୧ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଦିନିଆ ବିଦେଶ ଗସ୍ତ ଶେଷ କରି ଗୁରୁବାର ଓଡ଼ିଶା ଫେରିଛନ୍ତି। ସେ ଶୁକ୍ରବାର ପୁରୀଠାରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଯୋଗ...

Advertisement
Archives

Model This Week