ଟ୍ବିନ୍‌ ସିଟିରେ ଉପଲବ୍ଧ ହେବ ‘ଓଲା’ କ୍ୟାବ୍‌ ସେବା, ମିଳିଲା ଲକ୍‌ଡାଉନ୍‌ ପାସ୍‌

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଗୋଟିଏ ପଟେ ଲକ୍‌ଡାଉନ୍‌କୁ ନେଇ ରାଜ୍ୟର ସମସ୍ତ ଟ୍ରେନ୍‌ ବସ୍‌ ଚଳାଚଳକୁ ବାତିଲ କରାଯାଇଥିବା ବେଳେ ରବିବାର କିଛି ଓଲା ଗାଡ଼ିକୁ ପାସ୍‌ ଦିଆଯାଇଥିବା ସୂଚନା ମିଳିଛି। ଲକ୍‌ଡାଉନ୍‌ରେ କେବଳ ଟ୍ବିନ୍‌ ସିଟିରେ ଚଳାଚଳ ଲାଗି ଏହି ପାସ ଦିଆଯାଇଛି। ଅପରାହ୍ନ ୩ଟା ସୁଦ୍ଧାର ୨ ସହର ଲାଗି ୧୦୦ଟି ଗାଡ଼ିକୁ କମିଶନରେଟ ପୋଲିସ ରବିବାର ପାସ୍‌ ଦିଆଯାଇଛି। ସ୍ବାସ୍ଥ୍ୟ ସେବା ଭଳି ଜରୁରିକାଳୀନ ସେବାରେ ଏହି ଗାଡ଼ି ନିୟୋଜିତ ହେବ। କେବଳ ଅସୁସ୍ଥମାନଙ୍କୁ ମେଡିକାଲ ନେବା ଆଣିବା କାର୍ଯ୍ୟ କରିବାକୁ ଏହି ପାସ ଦିଆଯାଇଛି। ତେବେ ସତର୍କତାମୂଳକ ପଦକ୍ଷେପ ଦୃଷ୍ଟିରୁ କେବଳ ଦୁଇଜଣ ଯାତ୍ରୀ ଏଥିରେ ଯାଇପାରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଭବଙ୍କୁ ହତ୍ୟା ଧମକ: ୧୦ ଲକ୍ଷ ଟଙ୍କା ନ ଦେଲେ ମାରିଦେବୁ

କଟକ ଅଫିସ୍‌,୧ା୫- କେନ୍ଦ୍ରାପଡା ଲୋକ ସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କୁ ହତ୍ୟା ଧମକ ମିଳିଛି। ୧୦ ଲକ୍ଷ ଟଙ୍କା ନ ଦେଲେ ମାରିଦେବାକୁ...

ବିମାନବନ୍ଦର ଛାତ ଭୁଶୁଡ଼ି ମୃତ୍ୟୁ ଘଟଣା: ଅନ୍ତର୍ଯ୍ୟାମୀଙ୍କ ପରିବାରକୁ ମିଳିବ ଭତ୍ତା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ନିର୍ମାଣାଧୀନ ଛାତ ଭୁଶୁଡ଼ି ପ୍ରାଣ ହରାଇଥିବା ଅନ୍ତର୍ଯ୍ୟାମୀଙ୍କ ପରିବାରକୁ ଭତ୍ତା ମିଳିବ। ତାଙ୍କ ପରିବାରକୁ ମାସିକ ଭତ୍ତା ପ୍ରଦାନ...

ମହିଳା କର୍ମଚାରୀଙ୍କୁ ଅସଦାଚରଣ ମାମଲା: ଜେଲ ଗଲେ କେସିସିଏସ୍‌ ସଭାପତି ପ୍ରମୋଦ

କେନ୍ଦ୍ରାପଡ଼ା ଅଫିସ,୫ା୧୧: ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା ମାମଲାରେ କେନ୍ଦ୍ରାପଡ଼ା କ୍ରେଡିଟ କୋ-ଅପରେଟିଭ ସୋସାଇଟି (କେସିସିଏସ୍‌) ସଭାପତି ପ୍ରମୋଦ ସାହୁ ସୋମବାର ଗିରଫ ହୋଇଛନ୍ତି। କେନ୍ଦ୍ରାପଡ଼ା...

ସର୍ବକ୍ଷମା ଅବଧି ୬ ମାସ ବୃଦ୍ଧି ଲାଗି ବିଧାନସଭାରେ କଂଗ୍ରେସର ଦାବି

ଭୁବନେଶ୍ୱର,୨୦।୨(ବ୍ୟୁରୋ): ରାଜଧାନୀରେ ବେଆଇନ ଭାବେ ବହୁ ଅଟ୍ଟାଳିକା ଗଢ଼ି ଉଠୁଛି। ସେଗୁଡ଼ିକୁ ରେଗୁଲାରାଇଜ୍‌ କରିବା ଲାଗି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ...

ରେଳ ବଜେଟ: ପ୍ରାପ୍ୟ ଅନୁଯାୟୀ ଅନୁଦାନ ପାଉନି ରାଜ୍ୟ

ଭୁବନେଶ୍ୱର,୬ା୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ରେଳପଥ ପକ୍ଷରୁ ବିଭିନ୍ନ ରେଳ ଜୋନ୍‌କୁ ଅନୁଦାନ ପ୍ରଦାନ କରାଯାଇଛି। ହେଲେ ଏହି ଅନୁଦାନ ପୂର୍ବତଟ ରେଳପଥ ତଥା...

ପ୍ରତି ଶ୍ରେଣୀ ପାଇଁ ଜଣେ ଶିକ୍ଷକ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ସରକାର ବର୍ତ୍ତମାନ ପ୍ରତ୍ୟେକ ସ୍କୁଲର ଗୋଟିଏ କ୍ଲାସ ପିଛା ଜଣେ ଲେଖାଏ ଶିକ୍ଷକ ନିଯୁକ୍ତି ଦେବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏହାକୁ ସଫଳ...

ଉଚ୍ଛେଦ ପ୍ରସଙ୍ଗ : ଜିଲାପାଳଙ୍କୁ ସାକ୍ଷାତ କଲେ ୧୫ ଜଣିଆ କମିଟି

ପୁରୀ ଅଫିସ,୪।୯: ଶ୍ରୀମନ୍ଦିର ସୁରକ୍ଷା ପାଇଁ ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ବିରୋଧ କରି ପୁରୀ ସୁରକ୍ଷା ମଞ୍ଚର ୧୫ ଜଣିଆ କମିଟି ବୁଧବାର ପୂର୍ବାହ୍ନରେ...

ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କଲେ ଆନ୍ଧ୍ରପ୍ରଦେଶ ବାଚସ୍ପତି: ବ୍ରହ୍ମପୁର ସହରର ଉନ୍ନତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶଂସା

ବ୍ରହ୍ମପୁର ଅଫିସ,୧୦।୯: ଆନ୍ଧ୍ରପ୍ରଦେଶ ବିଧାନସଭା ବାଚସ୍ପତି ଟି.ସୀତାରାମ ମଙ୍ଗଳବାର ସକାଳେ ଗଞ୍ଜାମ ଜିଲା ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କରିଛନ୍ତି। ସପରିବାର ମନ୍ଦିରରେ ପହଞ୍ଚି...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *