ଟ୍ରକ୍‌କୁ ଧକ୍କା ଦେଲା କୁକୁଡ଼ା ବୋଝେଇ ଗାଡି: ଜଣେ ମୃତ

ବଅଁରପାଳ,୩୦।୧୨(ଡି.ଏନ.ଏ): ଅନୁଗୋଳ ଜିଲା ତାଳଚେର ବାଇପାସ ନିକଟରେ ଏକ ଦୁର୍ଘଟଣା ଘଟିଛି। ସୋମବାର ଭୋର ସମୟରେ ୧୪୯ ନମ୍ବର ଜାତୀୟ ରାଜପଥର ଗୋମତରା ନିକଟ ପେଟ୍ରୋଲ ଟାଙ୍କିଠାରେ ଏକ ଚଳନ୍ତା ଟ୍ରକ୍‌କୁ ଏକ କୁକୁଡ଼ା ବୋଝେଇ ଗାଡି ଧକ୍କା ଦେଇଛି। ଫଳରେ ଗାଡି ଚାଳକ ଏବଂ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇ ଅନୁଗୋଳ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସେଠାରେ କୁକୁଡ଼ା ବୋଝେଇ ଗାଡ଼ିର ଡ୍ରାଇଭର ଶତ୍ରୁଘ୍ନ ଯାଦବଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ବଅଁରପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ-୧୯ ହସ୍‌ପିଟାଲର ସ୍ଥିତି ସମୀକ୍ଷା

ବାଲେଶ୍ୱର ଅଫିସ,୧୬।୪- ରାଜ୍ୟସରକାରଙ୍କର ବରିଷ୍ଠ ଅଧିକାରୀମାନ କରୋନା ସ୍ଥିତି ଓ ତାର ମୁକାବିଲା ପାଇଁ ପ୍ରସ୍ତୁତ କୋଭିଡ଼-୧୯ ହସ୍‌ପିଟାଲର ଚିକିତ୍ସା ପାଇଁ କରାଯାଇଥିବା ବ୍ୟବସ୍ଥାର ଅନୁଧ୍ୟାନ...

ବେଆଇନ୍‌ ଭାବେ ଚାଲୁଛି ଇଟାଭାଟି: ଯାଞ୍ଚ ପାଇଁ ନିିର୍ଦ୍ଦେଶ

ଛତ୍ରପୁର,୧୨ା୫(ଡି.ଏନ.ଏ)- ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ଇଟାଭାଟି ଚାଲିଛି। ରାଜସ୍ବ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ଏନ୍‌ଜିଟିର ନିର୍ଦ୍ଦେଶନାମା ପାଳନ ହେଉନି।  ଏହା...

କେନ୍ଦୁଝରରେ ଆକ୍ରାନ୍ତ ହେଲେ ୩ କରୋନା ଯୋଦ୍ଧା

କେନ୍ଦୁଝର,୧୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶୁକ୍ରବାର ୨୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧ ଜଣ କ୍ୱାରାଣ୍ଟଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩...

ଶିଳ୍ପାନୁଷ୍ଠାନ ପାଇଁ କଟକଣା

ଢେଙ୍କାନାଳ ଅଫିସ, ୮ା୭ ଢେଙ୍କାନାଳ ଜିଲାର ଶିଳ୍ପାନୁଷ୍ଠାନଗୁଡ଼ିକୁ କରୋନା ସଂକ୍ରମଣରୁ ଦୂରେଇ ରଖିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର ନୂତନ କଟକଣା ଜାରି କରାଯାଇଛି। ବାହାରୁ ଆସୁଥିବା...

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ : ୨ ମାସରେ ଭାଙ୍ଗିଲା ପାନୀୟ ଜଳ ପ୍ରକଳ୍ପ

ଫିରିଙ୍ଗିଆ, ୭ା୧-କନ୍ଧମାଳ ଜିଲା ପିରିଙ୍ଗିଆ ବ୍ଲକରେ ଆରଡବ୍ଲ୍ୟୁଏସ୍‌ଏସ୍‌ ବିଭାଗ ଅଧିନରେ ହେଉଥିବା କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଛି। ପ୍ରକଳ୍ପ ତିଆରି ହେବାର ମାସେ ନ ପୁରୁଣୁ...

ଓଡ଼ିଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ: ‘ଦେଶର ସ୍ଥିତି ନେଇ ଗଭୀର ମର୍ମାହତ’

ଭୁବନେଶ୍ୱର,୨୬।୨(ବ୍ୟୁରୋ)/ପୁରୀ ଅଫିସ: ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ରାତି ପ୍ରାୟ...

ଧୂପକାଠି ନିଆଁରୁ ଜଳିଗଲା ପିବିସି ପାଇପ

ବ୍ରହ୍ମପୁର ଅଫିସ,୨୦। ୭: ଗଞ୍ଜାମ ଜିଲା ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଶଶିଭୂଷଣ ମହିଳା ମହାବିଦ୍ୟଳୟ ପାର୍ଶ୍ୱରେ ଥିବା ପୁରୁଣା ଖ୍ରୀଷ୍ଟିୟାନ ସାହିରେ ରଖାଯାଇଥିବା ପିବିସି...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣି

ମହାକାଳପଡ଼ା,୨୪।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣି ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ହେଲେ ଚନ୍ଦ୍ରଶେଖର ହାଁସଦା । ନୀଳକଣ୍ଠପୁରର ଦିଲୀପ...

Coronavirus Update

Archives

Model This Week

Why Dharitri