ଟ୍ରକ୍‌ରୁ ୩୯ ବସ୍ତା ଗଞ୍ଜେଇ ଜବତ: ଡ୍ରାଇଭର ଗିରଫ

ନୟାଗଡ଼ ଅଫିସ,୧୫।୨: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣୀଗୋଛା ରାଜପୁତ ଢାବା ନିକଟରୁ ଶନିବାର ଏକ ଟ୍ରକ୍‌ରୁ ୩୯ ବସ୍ତା ଗଞ୍ଜେଇ ଜବତ କରାଯାଇଛି। କେନ୍ଦ୍ରୀୟ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ଭୁବନେଶ୍ୱର ପକ୍ଷରୁ ଚଢ଼ାଉ କରାଯାଇ ଏହି ଗଞ୍ଜେଇ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଡ୍ରାଇଭରଙ୍କୁ ମଧ୍ୟ ଗିରଫ କରାଯାଇଛି। ଟ୍ରକ୍‌ ଡାଲା ଭିତରେ ତଳେ ଗଞ୍ଜେଇ ବସ୍ତା ଓ ତା’ ଉପରେ ବଲ୍ହାକାଠ ଆସୁଥିବା ଖବର ପାଇ ପୋଲିସ ଚଢ଼ାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରାଜିତ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ଭିକ୍ଟର

ମିରଟ,୬ା୪: ହଙ୍ଗେରୀୟମାନେ ଆସନ୍ତା ୧୨ରେ ଦେଶର ପ୍ରଧାନମନ୍ତ୍ରୀ ନିର୍ବାଚନ କରିବାକୁ ଯାଉଛନ୍ତି। ଏହା ଚଳିତବର୍ଷ ୟୁରୋପର ସବୁଠୁ ପରିଣାମସୂଚକ ନିର୍ବାଚନ ବୋଲି କୁହାଯାଉଛି। ୧୬ ବର୍ଷ ଧରି…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

ଟ୍ରମ୍ପ୍‌ ପ୍ରଶାସନଠାରୁ ଇରାନ ହାଜତ ବେଶି ସୁରକ୍ଷିତ

ତେହରାନ୍‌,୬ା୪: ଇରାନକୁ ଆକ୍ରମଣ କରିବାକୁ ଆସି ନିଖୋଜ ହୋଇଯାଇଥିବା ଏଫ୍‌-୧୫ଇ ଷ୍ଟାଇକ୍‌ ଇଗଲ୍‌ ଏୟାରକ୍ରାଫ୍ଟ କ୍ରିଉ ସଦସ୍ୟଙ୍କୁ କେବଳ ତେହରାନ୍‌ ଖୋଜୁନାହିଁ, ଆମେରିକା ଏୟାରଫୋର୍ସ ମଧ୍ୟ ତାଙ୍କୁ…

ତେହରାନ ପାଓ୍ବାର ପ୍ଲାଣ୍ଟ ଧ୍ୱଂସ କରିଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ,୬ା୪: ଇରାନ ଯୁଦ୍ଧ ୩୭ ଦିନରେ ପହଞ୍ଚତ୍ଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରବିବାର ସୋସିଆଲ ମିଡିଆରେ ଏକ ବିସ୍ଫୋରକ ପୋଷ୍ଟ ଜରିଆରେ ତେହରାନ୍‌ ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri