ଟ୍ରକ୍‌ ଚାପାରେ ଶିଶୁ ମୃତ, ପ୍ରତିବାଦରେ ରାସ୍ତାରୋକୋ

ବରଗଡ଼ ଅଫିସ,୨୦।୧୦: ବରଗଡ଼ ଗୋରୁ ମାର୍କେଟ-ବ୍ରହ୍ମବିହାର ରାସ୍ତାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ୍‌(ନଂ-ଓଆର ୧୭ ଏ ୯୧୭୧) ଚାପାରେ ଜଣେ ଶିଶୁପୁତ୍ରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତ ଶିଶୁ ଗାଇସିଲେଟ ବ୍ଲକ ନଟବରପୁର ଗ୍ରାମର ରାଜିନ୍ଦ୍ର ଦୀପଙ୍କ ପୁଅ ଡିବେଶ(୨ବର୍ଷ) ବୋଲି ଜଣାପଡ଼ିଛି। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ରାସ୍ତାରୋକୋ କରିଛନ୍ତି। ସେହିପରି ଉତ୍ତେଜନାକୁ ଲକ୍ଷ୍ୟ କରି ଘଟଣାସ୍ଥଳରେ ପୋଲିସ ମୁତୟନ ରହିଛି। ପ୍ରକାଶ ଯେ, ଶିଶୁ ଜଣଙ୍କ କିଛିଦିନ ତଳେ ବରଗଡ଼ ଗୋରୁ ମାର୍କେଟ ପଡ଼ାର ମାମୁଁଘରକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri