ଟ୍ରକ୍‌ ତଳେ ପଶିଗଲା ମୋପେଡ, ଦମ୍ପତି ମୃତ

ପାତ୍ରପୁର,୨୭ା୨(ଡି.ଏନ୍‌.ଏ.)- ଜାତୀୟ ରାଜପଥ ନଂ.୧୬ ଆନ୍ଧ୍ରପ୍ରଦେଶ ଭେସି ଓ କୁଲାମ ମଧ୍ୟସ୍ଥଳରେ ଗୁରୁବାର ଏକ ମର୍ମତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ତଳେ ମୋପେଡ ପଶିଯିବାରୁ ନାତି ବ୍ରତୋପନୟନକୁ ଯାଉଥିବା ଦମ୍ପତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ପାତ୍ରପୁର ବ୍ଲକ ଗୁଣ୍ଡ୍ରା ଗ୍ରାମର ଭଗବାନ ଚୈନି(୫୮) ଓ ତାଙ୍କ ସ୍ତ୍ରୀ ଭାରତୀ (୫୦)। ବାରୁଆ ପୋଲିସ ନଂ.୩୦/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ ଠାକୁରାଣୀ ଯାତ୍ରା: ଆଜି ଦେବୀଙ୍କ ନଗର ଭ୍ରମଣ

ଭଞ୍ଜନଗର,୨୨ା୫(ଡି.ଏନ୍‌.ଏ): ଭଞ୍ଜନଗର ବ୍ଲକ ମୁଜାଗଡ଼ ଠାକୁରାଣୀ ଯାତ୍ରା ଶନିବାର ଚତୁର୍ଥ ଦିବସରେ ପହଞ୍ଚତ୍ଛି। ୧୮ରେ ଦେବୀଙ୍କୁ ସ୍ଥାୟୀ ମଣ୍ଡପରୁ ଅସ୍ଥାୟୀ ମଣ୍ଡପକୁ ଅଣାଯାଇଥିଲା। ଏହାପରେ ଦେବୀଙ୍କ...

ବାଟ ଓଗାଳୁଛି ଆଧାର, ବ୍ୟାଙ୍କ ଜମାଖାତା

ରସୁଲପୁର,୫ା୪(ଡି.ଏନ.ଏ.):ରସୁଲପୁର ବ୍ଲକ ଅଞ୍ଚଳରେ ଖାଦ୍ୟ ସୁରକ୍ଷା ଆଇନର ବାଟ ଓଗାଳୁଛି ଆଧାର କାର୍ଡ ଓ ବ୍ୟାଙ୍କ ଜମାଖାତା। ଆଧର ଲିଙ୍କ୍‌ ହୋଇପାରୁ ନ ଥିବାରୁ ବ୍ଲକ...

୨୩ରେ ଅନୁଗୋଳ-ଭୁବନେଶ୍ୱର ବସ୍‌ ବନ୍ଦ

ଅନୁଗୋଳ ଅଫିସ, ୪।୧୨: କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ସମ୍ପ୍ରସାରଣ ଶେଷ ହେଉନାହିଁ। ଏପରି କି କାର୍ଯ୍ୟ ତ୍ୱରାନ୍ବିତ ହେଉ ନ ଥିବାରୁ ରାସ୍ତା ଶୋଚନୀୟ...

୧୧ ବନ୍ଧୁକ, ୫୧ ଗୁଳି ଜବତ: ୪ ଗିରଫ

କଟକ ଅଫିସ,୧୭ା୬: ଓଡ଼ିଶା ପାଲଟିଛି ଚୋରା ବନ୍ଧୁକର ଭଣ୍ଡାର। ଗ୍ୟାଙ୍ଗ୍‌ଷ୍ଟର ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟର ଖୋଳତାଡ କରୁକରୁ କମିଶନରେଟ୍‌ ପୋଲିସକୁ ମିଳିଳାଣି ବିପୁଳ ପରିମାଣର...

ସ୍ବାବ୍‌ ନମୁନା ସଂଗ୍ରହକୁ ବିରୋଧ: ୩ ଜଣଙ୍କ ନାମରେ ମାମଲା

ବରଗଡ଼ ଅଫିସ,୬ା୭: ପରୀକ୍ଷା ପାଇଁ ସ୍ବାବ୍‌ ନମୁନା ସଂଗ୍ରହକୁ ବିରୋଧ କରିବା ମହଙ୍ଗା ପଡ଼ିଛି। ବରଗଡ଼ ଜିଲା ଅମ୍ବାଭୋନା ଥାନା ଭୁକ୍ତା ଅଞ୍ଚଳରେ ଏଭଳି ଏକ...

ବାଟ ରୋକିଲା ହାଟ

ଅନୁଗୋଳ ଅଫିସ, ୨।୧୧: ଭିଡ଼ ହେଲେ ସଂକ୍ରମଣ ବଢ଼ିବ। ସେଥିପାଇଁ ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଭିତରେ ହେଉଥିବା ହାଟକୁ ପ୍ରଶାସନ ବନ୍ଦ କରି ଅନୁଗୋଳ-କଟକ ରାସ୍ତାର...

ପୁରୀରୁ ୧୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୭୦

ପୁରୀ ଅଫିସ, ୧୬।୬: ପୁରୀ ଜିଲାରୁ ମଙ୍ଗଳବାର ପୁଣି ୧୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୭୦ରେ...

ଟିପ୍ପର ଧକ୍କାରେ ଯୁବକଙ୍କ ମୃତ୍ୟୁ ମାମଲା, ଦୁଇ ଭାଇ ଗିରଫ

ଧର୍ମଶାଳା/ଜେନାପୁର,୨୧ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ବଳରାମପୁର ଛକଠାରେ ଟିପ୍ପର ଧକ୍କାରେ ତଳଗଡ଼ ଗ୍ରାମର ପ୍ରଦୀପ...

Advertisement
Archives

Model This Week