ଟ୍ରକ୍‌ ଧକ୍କାରେ ଛାତ୍ରୀ ଗୁରୁତର: ଟ୍ରକ୍‌ ସହ ଡ୍ରାଇଭର ଅଟକ, ଘଟଣାସ୍ଥଳରେ ଉତ୍ତେଜନା

ଅନୁଗୋଳ ଅଫିସ,୨୦।୯: ଅନୁଗୋଳ ଜିଲା କୁମଣ୍ଡ-ଜରାସିଂହା ରାସ୍ତାରେ ଶୁକ୍ରବାର ମଧ୍ୟାହ୍ନରେ ଟ୍ରକ୍‌ ଧକ୍କାରେ ନୋଡାଲ ଉଚ୍ଚ ବିଦ୍ୟାଳୟର ଜଣେ ଛାତ୍ରୀ ଗୁରୁତର ହୋଇଛନ୍ତି। ସେ ହେଲେ ଆଞ୍ଚଳ ସାହୁ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାରକରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ଟ୍ରକ୍‌ ସହ ଡ୍ରାଇଭରକୁ ଅଟକ ରଖିଛନ୍ତି। ତେବେ ଡ୍ରାଇଭର ନୋ ଏଣ୍ଟ୍ରି ସମୟରେ ଟ୍ରକ୍‌ ଚଲାଉଥିବା ବେଳେ ଏପରି ଅଘଟଣ ଘଟିଥିବା ନେଇ ଉତ୍ତେଜନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ିଗାର୍ଡ ହାତରେ ଥିବା Briefcase କ’ଣ? ଜାଣନ୍ତୁ ଏହା ପଛର କାହାଣୀ

ନୂଆଦିଲ୍ଲୀ,୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେତେବେଳେ କୌଣସି ସାର୍ବଜନୀନ କାର୍ଯ୍ୟକ୍ରମରେ କିମ୍ବା ବିଦେଶ ଗସ୍ତରେ ଯୋଗ ଦିଅନ୍ତି, ତାଙ୍କ ସହିତ କଳା ସୁଟ ଏବଂ କଳା ଚଷମା…

ଅନ୍ଧ, ମୂକ, ବଧିର ବିଦ୍ୟାଳୟରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ, ଅଭିଯୋଗ ଆଣିବାରୁ…

ଭବାନୀପାଟଣା,୨।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟରୁ ଆସିଛି ସାଂଘାତିକ ଅଭିଯୋଗ । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ…

ଭାରତର ମ୍ୟାଚ ବୟକଟକୁ ନେଇ ବଡ଼ କଥା କହିଲେ ପାକିସ୍ତାନୀ ଅଧିନାୟକ? ଜାଣନ୍ତୁ ଏହାର ମୁଖ୍ୟ ଉଦ୍ଦେଶ୍ୟ କ’ଣ

ନୂଆଦିଲ୍ଲୀ,୨।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ ମ୍ୟାଚ ବର୍ଜନ କରିବା ସରକାରଙ୍କ ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ଦେଇଛନ୍ତି। ପାକିସ୍ତାନ…

ପଥର କୋଇଲା ବୋଝେଇ ପିକ୍‌ଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୨ା୨(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖିଲେଇ ନିକଟରୁ ବେଆଇନ ପଥର କୋଇଲା ବୋଝେଇ ଏକ ପିକ୍‌ଅପ୍‌କୁ ପୋଲିସ ଜବତ କରିଛି।…

ଏଇ ଭାରତରେ

ପଶ୍ଚିମବଙ୍ଗ ବାଙ୍କୁଡ଼ା ସେନଜୁତି ମାହାତୋ ଓ ଅଭିଷେକ ଚୌଧୁରୀ ସେହି ଅଞ୍ଚଳର ଖଜୁରି ଗୁଡ଼ ଉତ୍ପାଦନ କରି ସେଠାକାର ଏହି ପାରମ୍ପରିକ ଉତ୍ପାଦକୁ ବଞ୍ଚାଇ ରଖିବା ପାଇଁ…

ବଜେଟରେ କୌଣସି କବି ବା କବିତାର ଉଲ୍ଲେଖ କଲେ ନାହିଁ ନିର୍ମଳା

ନୂଆଦିଲ୍ଲୀ,୨।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରବିବାର ଲୋକସଭାରେ ତାଙ୍କର ଲଗାତାର ନବମ ବଜେଟ ଉପସ୍ଥାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୀତାରମଣଙ୍କ ପ୍ରାୟ ୮୫ ମିନିଟର…

କୃଷିଭିତ୍ତିିକ ଶିଳ୍ପର ସ୍ଥିତି

ଓଡ଼ିଶାରେ ପୁରୁଣା ସରକାର ଯିବା ପରେ ନୂଆ ସରକାରଙ୍କ ଆଗମନ ପରେ ଅନେକ ଯୋଜନା ଓ କାର୍ଯ୍ୟକ୍ରମ ଚାଲିଛି, ହେବା ମଧ୍ୟ ସ୍ବାଭାବିକ। ତେବେ ଏସବୁ ଭିତରେ…

ଇନ୍ଦୋର: ସ୍ବଚ୍ଛ ଭାରତର ଦୁଃଖ

ମଧ୍ୟପ୍ରଦେଶର ଇନ୍ଦୋର ସହରରେ ପ୍ରଦୂଷିତ ଜଳ ପିଇ ଜାନୁଆରୀ ମାସରେ ୧୦ ଜଣ ବ୍ୟକ୍ତିଙ୍କର ପ୍ରାଣହାନି ଘଟିବା ସହ ବହୁ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହେଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri